ରାଜ୍ୟ

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ ଉଜୁଡ଼ା ପୁରୀକୁ ସଜାଡ଼ିବା ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା...

ପଦାରେ ପଡ଼ିଲା ବିଫଳତା

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୬୭ ଓ୍ବାର୍ଡରେ ମୋଟ ୬୫୦ କି.ମି. ଆଭ୍ୟନ୍ତରୀଣ ଡ୍ରେନ୍‌ ଓ ୬୦ କି.ମି. ମୁଖ୍ୟ ଡ୍ରେନ୍‌ ରହିଛି। ପ୍ରତିବର୍ଷ ବର୍ଷା ହେଲେ ଜଳବନ୍ଦୀ ସମସ୍ୟାରେ ସ୍ମାର୍ଟସିଟିବାସୀ ଘାଣ୍ଟି ହେଉଛନ୍ତି। ଯୋଜନା ପରେ...

ଇସ୍କନ ମନ୍ଦିର ନିକଟରେ ବିକଳ ଚିତ୍ର

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଇସ୍କନ ମନ୍ଦିର ସମ୍ମୁଖରେ ଶୁକ୍ରବାର ଜଳବନ୍ଦୀ ପାଇଁ ସବୁଠୁ ବିକଳ ପରିସ୍ଥିତି ସୃଷ୍ଟି କରିଥିଲା। ମନ୍ଦିର ପରିସର, ଜାତୀୟ ରାଜପଥ ଓ ଓଭରବ୍ରିଜ୍‌ରେ ବହୁ ସମୟ ଧରି ପାଣି ଜମି ରହିଥିଲା। ମନ୍ଦିରକୁ ଆସିଥିବା ହଜାର ହଜାର...

ସବୁଠୁ ବଳିଗଲା ସ୍ମାର୍ଟ ଜନପଥର ଦୃଶ୍ୟ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ଼ (ବିଏସ୍‌ସିଏଲ) ପକ୍ଷରୁ ଜନପଥକୁ ସ୍ମାର୍ଟ କରିବା ଲାଗି ପ୍ରଚେଷ୍ଟା ଚାଲିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ପ୍ଲାନିଂ ଦେଉଛି। ହେଲେ ବର୍ଷା ସବୁକିଛି ପଦାରେ ପକାଇ ଦେଉଛି। ଅସରାଏ ବର୍ଷାରେ ସ୍ମାର୍ଟ...

କଟକ ରୋଡ୍‌ରେ ଠପ୍‌ ହୋଇଗଲା ଯାତାୟାତ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ବର୍ଷା ପାଣି ଜମି ରହିବା ଯୋଗୁ ସବୁଠୁ ଚଳଚଞ୍ଚଳ କଟକ ରୋଡ୍‌ରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଲକ୍ଷ୍ମୀସାଗର ଛକ, ବମିଖାଲ ଫ୍ଲାଏ ଓଭର ଓ ଏସ୍‌ପ୍ଲାନେଡ଼ ମଲ୍‌ ସାମ୍ନାରେ ପାଣି ବହୁ ସମୟ ଧରି ଜମି...

ରାଜଧାନୀ ପାଣି ପାଣି

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଶୁକ୍ରବାର ଦେଢ଼ଘଣ୍ଟାର ବର୍ଷା ସ୍ମାର୍ଟସିଟିର ଜନଜୀବନକୁ ପୂରା ଅସ୍ତବ୍ୟସ୍ତ କରିଦେଇଥିଲା। ଜନପଥ, ଜାତୀୟ ରାଜପଥଠାରୁ ଆରମ୍ଭ କରି ଚନ୍ଦ୍ରଶେଖରପୁର, ପୁରୁଣା ଭୁବନେଶ୍ୱର, ଇସ୍କନ ମନ୍ଦିର ଅଞ୍ଚଳ, ବେହେରାସାହି, ରସୁଲଗଡ଼, କଟକ ରୋଡ୍‌, ମାଉସୀମା ଛକ, ୟୁନିଟ-୮ ଅଞ୍ଚଳ,...

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରସଙ୍ଗ: ତେଜିଲା ଛାତ୍ର ଅସନ୍ତୋଷ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଚଳିତବର୍ଷ ସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ହେବନାହିଁ। କେବଳ ଛାତ୍ର ନେତା ଚୟନ କରାଯିବ ବୋଲି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ନେଇ ଛାତ୍ର ଅସନ୍ତୋଷ ତେଜିଛି। ଶୁକ୍ରବାର ଏବିଭିପି...

ଡଗରପଡ଼ା ବୋମାମାଡ଼ ଘଟଣା: ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ସମେତ ୩ ଗିରଫ

କଟକ ଅଫିସ, ୨୪।୮: ଡଗରପଡ଼ା ବୋମାମାଡ଼ ଘଟଣାରେ ୩ଜଣଙ୍କୁ ଗିରଫ କରିଛି ଲାଲବାଗ ଥାନା ପୋଲିସ। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ଡଗରପଡ଼ା ଭୁତିଆସାହିର ପ୍ରକାଶ ବେହେରା ଓରଫ ହାଡ଼ିଆ...

ଗ୍ରାହକଙ୍କୁ ଲୁଟୁଛନ୍ତି ଖୁଚୁରା ବ୍ୟବସାୟୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବଢ଼ିଚାଲିଛି। ଗତ ଦୁଇ ସପ୍ତାହ ମଧ୍ୟରେ ପିଆଜ କିଲୋରେ ୧୦ରୁ ୧୫ ଟଙ୍କା ବୃଦ୍ଧି ହେଲାଣି। ଆଗକୁ ଦର ଆହୁରି ଆକାଶଛୁଆଁ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଗୋଦାମରେ ପିଆଜ କୁଇଣ୍ଟାଲ...

କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ ବଦଳରେ ମହାନଦୀ ଜଳକୁ ବିଶୋଧନ କରାଯାଇ ଯୋଗାଣ ପାଇଁ ଦାବି ହେଉଛି।...

ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା

ଡୁବୁରୀ,୨୪।୮(ଡି.ଏନ୍‌.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର କାରଖାନାର କର୍ମଚାରୀ ଓ ଠିକା ଶ୍ରମିକମାନେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ...

ଭିସା କାରଖାନାରେ ଶ୍ରମିକ ଛଟେଇ ନୋଟିସ୍‌

କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ ହେବ କାରଖାନାର ରୋଲିଂ ମିଲ୍‌, ବ୍ଲାଷ୍ଟ ଫର୍ନେସ୍‌, ଏସ୍‌ଏମ୍‌ଏସ୍‌ ସାଇଡ୍‌ ବନ୍ଦ ଥିବାବେଳେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri