ରାଜ୍ୟ

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ସାମନ୍ତିଆପଲ୍ଲୀର କେ. ପାର୍ବତୀ(୨୫)। ଏବେ ଉଭୟ ମା ଓ ଶିଶୁ...

ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ୍‌

ଗୋଲାମୁଣ୍ଡା,୨୩।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ ମାରୁଛି। ଗୋଲାମୁଣ୍ଡା ବ୍ଲକ ଅଧୀନ ଚପ୍ରିଆ ଗଁାରେ ଦୀର୍ଘ ଏକ ବର୍ଷ ହେବ ଗରିବ ହିତାଧିକାରୀଙ୍କ ଘରେ ଘରେ ମିଟର ଖାଞ୍ଜା ଯାଇଥିବା ବେଳେ ବିଦ୍ୟୁତ୍‌...

ଅବ୍ୟବସ୍ଥାରେ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ କୋଠାରେ ପାଠପଢ଼ା; ବର୍ଷାରେ ଛାତରୁ ପାଣି ଗଳୁଛି

ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଏଠାରେ ସମୂଦାୟ ୧୮୦...

ଜିଲା ଚିକିତ୍ସାଳୟରେ ଆରମ୍ଭ ହେଲା ‘ସଖୀ’: ଗୋଟିଏ ଛାତ ତଳେ ମହିଳାଙ୍କୁ ସମସ୍ତ ସହାୟତା

ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଷଷ୍ଠ ମହଲାରେ ୱାନ୍‌ ଷ୍ଟପ୍‌ ସେଣ୍ଟର ‘ସଖୀ’ ସହାୟତା କେନ୍ଦ୍ର ଗୁରୁବାର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ...

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି ବାକି ସମସ୍ତ ନିର୍ମାଣକୁ ଭାଙ୍ଗିଦେଇଛି ପ୍ରଶାସନ। ଉତ୍ତର ପାର୍ଶ୍ୱରେ ଗୋଟିଏ, ଦକ୍ଷିଣ...

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ଏହି ବେଳାଭୂମି। ଏହାର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଦି ଘେରା...

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟାଧୂପ ପୂଜା...

ଶିଳ୍ପାୟନ ଧୂଅଁାବାଣ:ଧ୍ୱଂସ ହୋଇଯାଉଛି କ୍ଷୁଦ୍ରଶିଳ୍ପ,୫ ବର୍ଷରେ ୧୫ ହଜାର କ୍ଷୁଦ୍ର, ମଧ୍ୟମ ଶିଳ୍ପରେ ତାଲା

ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ଶିଳ୍ପାୟନର ସ୍ବପ୍ନ ଦେଖାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ ଭଳି ବଡ଼ ବଡ଼ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର...

ଛାତ୍ର ସଂସଦ ନିର୍ବାଚନ ବାତିଲ: କଲେଜ, ବିଶ୍ୱବିଦ୍ୟାଳୟକୁ ଜଣାଇଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏ ନେଇ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳାଧିପତି, ସମସ୍ତ...

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ...

ସାବିତ୍ରୀଙ୍କ ପ୍ରଶ୍ନ: ୭୫ ହେଲାଣି, କୋଉ ବୟସରେ ମିଳିବ ଆବାସ

କୁନ୍ଦୁରା,୨୨ା୮(ଡି.ଏନ୍‌.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ ଜିଲା କୁନ୍ଦୁରା ବ୍ଲକ ନବଗଠିତ ପଖନାଗୁଡା ସଦର ମହକୁମାର ସାବିତ୍ରୀ ବିଷୋୟୀ।...

୨୦୧୮-୧୯ ଆର୍ଥିକ ବର୍ଷ : ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୪୨୭ କୋଟି ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍‌ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ ସର୍ବାଧିକ। କଲ୍ୟାଣ ବୋର୍ଡର ଅଦ୍ୟାବଧି ମୋଟ ୧୯୨୦ କୋଟି ଟଙ୍କା ସେସ୍‌ ସଂଗୃହୀତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri