ରାଜ୍ୟ

ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ ଘଟଣା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୁଣା ଭୁବନେଶ୍ୱର, ୨୨ା୮ (ଡି.ଏନ.ଏ.): ଶ୍ରାବଣ ଶେଷ ସୋମବାରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବଳ କାଉଡ଼ିଆଙ୍କ ସମାଗମ ସମୟରେ ଜନୈକ ସେବାୟତ ମନ୍ଦିରର ବିଭିନ୍ନ ସ୍ଥାନରେ ନିଜର ସେଲଫି ଫଟୋ ଉଠାଇ ଫେସବୁକ୍‌ରେ ଅପଲୋଡ କରିଥିଲେ। ଏହି ଫଟୋ ଭାଇରାଲ ହେବାପରେ...

ଅପରାହ୍ନ ୫ରେ ବାହାରିଲା ପ୍ରସାଦ

ପୁରୁଣା ଭୁବନେଶ୍ୱର,୨୨ା୮(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ନୀତି ୫ଘଣ୍ଟା ବିଳମ୍ବ ହେବାରୁ ବୁଧବାର ଠାକୁରଙ୍କ ପ୍ରସାଦ ବାହାରିବାରେ ବିଳମ୍ବ ହୋଇଥିଲା। ଏନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ୫ଟା ୧୫ରେ ପ୍ରସାଦ ବାହାରିବା ପରେ ଶ୍ରଦ୍ଧାଳୁମାନେ ପ୍ରସାଦ ସେବନ...

ଆଗେଇପାରୁନି ଆଚାର୍ଯ୍ୟ ବିହାର-ବାରଙ୍ଗ ସମାନ୍ତରାଳ ରାସ୍ତା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ହୁ ହୁ ବଢୁଛି ରାଜଧାନୀର ଜନସଂଖ୍ୟା। ପରିବ୍ୟାପ୍ତ ହୋଇଚାଲିଛି ସହରର ଆକାର। ସ୍ମାର୍ଟସିଟି ହେବାପରଠାରୁ ଭୁବନେଶ୍ୱରରେ ରହିବାକୁ ରାଜ୍ୟ ତଥା ବାହାରୁ ଲୋକଙ୍କ ସୁଅ ଛୁଟୁଛି। ଗାଡ଼ିମୋଟର ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ହେଲେ ସେହି ଅନୁପାତରେ ରାସ୍ତା...

ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ

ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ...

ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ ନିର୍ବାଚନ ପ୍ରକ୍ରିୟା ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସମ୍ଭାବନା ରହିଥିବାବେଳେ ଏବେଠାରୁ କ୍ୟାମ୍ପସରେ...

ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି ଥାନା ପୋଲିସ ଅଚାନକ ଚଢ଼ାଉ କରି ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।...

ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ ନିୟନ୍ତ୍ରଣ, ନିଶା କାରବାରରେ ରୋକ, ଟ୍ରାଫିକ୍‌ ସୁପରିଚାଳନା, ନିରପେକ୍ଷ ତଥ୍ୟଭିତ୍ତିକ ତଦନ୍ତ, ଜନସାଧାରଣଙ୍କୁ...

ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି

କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ ଗ୍ରାମରେ ୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟକୁ ନିୟମିତ ଶିକ୍ଷକ ଆସୁ...

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ...

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି ବଳ, ବି. ଯାଦବ, ଅଜିତ କୁମାର ଓ ଅମରେଶ ରାୟ। ସ୍ଥାନୀୟ ରେଳ...

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ...

ବିଦ୍ୟୁତ୍‌ ଚୋରି ରୋକିବାକୁ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ ନିଷ୍ପତ୍ତି: ‘ପ୍ରଥମେ ସରକାରୀ ସ୍ତରରେ ଲାଗୁ ହେଉ’

ଓଡ଼ଗାଁ, ୨୨।୮(ସ୍ବ.ପ୍ର.): ସମ୍ପ୍ରତି ରାଜ୍ୟରେ ବିଦ୍ୟୁତ୍‌ ଚୋରି ରୋକିବାକୁ ରାଜ୍ୟ ଶକ୍ତି ମନ୍ତ୍ରୀ ପ୍ରିପେଡ୍‌ ସ୍ମାର୍ଟ ମିଟର ପ୍ରଚଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଲକ୍ଷାଧିକ କୋଠଘର, କ୍ଲବ ଘର, ସରକାରୀ ଦପ୍ତର, କ୍ୱାର୍ଟର୍ସ ଓ ଛୋଟବଡ କଳକାରଖାନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri