ରାଜ୍ୟ

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ...

ମହାନଦୀ ଜଳବିବାଦ: ଉଭୟ ରାଜ୍ୟ ଗସ୍ତ କରିବେ ବୈଷୟିକ ଟିମ୍‌, ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶର ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ଶନିବାର ଟ୍ରିବ୍ୟୁନାଲ ଶୁଣାଣି କରିଛନ୍ତି। ଉଭୟ ରାଜ୍ୟର ବୈଷୟିକ ଟିମ୍‌ ୨ ରାଜ୍ୟ ଗସ୍ତ କରିବେ। ଏହାପରେ ନଭେମ୍ବର ୩୦ରେ ପରବର୍ତ୍ତୀ ଶୁଣାଣି ପାଇଁ...

ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍‌ଟିଓ କାର୍ଯ୍ୟାଳୟରୁ ଏକାଧିକ ଦଲାଲଙ୍କୁ ଗିରଫ କରାଯାଇଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ପରିବହନ...

ବିଜେପୁର ଉପନିର୍ବାଚନ: ପୋଲିସର ଉଚ୍ଚସ୍ତରୀୟ ବୈଠକ

ବରଗଡ଼ ଅଫିସ, ୨୮।୯: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଅକ୍ଟୋବର ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ରାଜନୈତିକ ଦଳ ତତ୍ପର ହୋଇପଡିଥିବା ବେଳେ ପୋଲିସ, ପ୍ରଶାସନ ମଧ୍ୟ ପଛରେ ପଡ଼ିନାହାନ୍ତି। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶୃଙ୍ଖଳିତ...

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ରୀତା: କହିଲେ ‘ ଅଧୁରା କାର୍ଯ୍ୟ ପୂରା କରିବି’

ଭୁବନେଶ୍ୱର,୨୮।୯(ବ୍ୟୁରୋ): ପୁଣି ଥରେ ରୀତା ସାହୁଙ୍କ ଉପରେ ଆସ୍ଥା ପ୍ରକଟ କରିଛି ବିଜେଡି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଜେପୁର ଉପନିର୍ବାଚନ ପାଇଁ ରୀତାଙ୍କୁ ପ୍ରାର୍ଥୀ କରାଯାଇଥିବା ଘୋଷଣା କରିଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି...

ନିର୍ବାଚନରେ ଲଢ଼ିବାକୁ ପାଣ୍ଠି ନ ଥିବା ପ୍ରସଙ୍ଗ; କଂଗ୍ରେସକୁ ମିଳଛି ୧୦ହଜାର ସହାୟତା: ନିରଞ୍ଜନ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଲଢ଼ିବା ପରେ କଂଗ୍ରେସ ହାତରେ ବିଜେପୁର ଉପନିର୍ବାଚନରେ ଲଢ଼ିବା ପାଇଁ ପାଣ୍ଠି ନାହିଁ। ଏଣୁ କଂଗ୍ରେସକୁ ଆର୍ଥିକ ସହାୟତା ଦେବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅପିଲ କରିଥିଲେ। ତେବେ ଜଣେ ବଦାନ୍ୟ ବ୍ୟକ୍ତି...

ବିଜେପୁର ଉପନିର୍ବାଚନ: ରବିବାର ଭାଜପାର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ବିଧାନସଭା ଆସନ ଲାଗି ପଡ଼ିବ ଭୋଟ। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟର ୩ ପ୍ରମୁଖ ଦଳମାନେ ପ୍ରାର୍ଥୀ ଚୟନରେ ବ୍ୟସ୍ତ। ପ୍ରଥମେ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଶନିବାର ବିଜେଡି ରୀତା...

କାଳିଆ ଅବସ୍ଥା ସଙ୍କଟାପନ୍ନ: ୨ ବିଶେଷଜ୍ଞ ଡାକ୍ତରଙ୍କୁ ଏସ୍‌ସିବି ପଠାଇବା ପାଇଁ ଏମ୍‌ସକୁ ଚିଠି

କଟକ ଅଫିସ, ୨୮।୯: କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଯମଜ ଶିଶୁ ଜଗା କାଳିଆଙ୍କ ମଧ୍ୟରୁ କାଳିଆଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଏସ୍‌ସିବି ମେଡିକାଲ ଡାକ୍ତରୀ ଦଳ ଦିଲ୍ଲୀ ଏମ୍‌ସର ସହାୟତା ଲୋଡ଼ିଛନ୍ତି। ୨ଜଣ...

ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି। ରୀତା ବିଜେପୁରର ଲୋକପ୍ରିୟ ବିଧାୟକ...

ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର, ୩ ଫେରାର, ମାରଣାସ୍ତ୍ର ସହ ଗାଡ଼ି ଜବତ

କେନ୍ଦ୍ରାପଡ଼ା ଅଫିସ/ ଆଳି,(ଡି.ଏନ୍‌.ଏ.), ୨୮ା୯: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଛକଠାରେ ଶନିବାର ଭୋରରେ ଜିଲା ପୋଲିସ ଏନ୍‌କାଉଣ୍ଟରରେ ଜଣେ ଡକାୟତ ଗୁରୁତର ଆହତ ହୋଇଛନ୍ତି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଡକାୟତ ହେଲେ...

ସିଧାସଳଖ ଅନ୍‌ଲାଇନରେ ପଞ୍ଜୀକୃତ କରିପାରିବେ ଚାଷୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାର କିମ୍ବା କୌଣସି ଏଜେନ୍ସିଙ୍କ ବିନା ସହାୟତାରେ ଚାଷୀମାନେ ସିଧାସଳଖ କେନ୍ଦ୍ର ସରକାରଙ୍କ ପିଏମ-କିଷାନ ନିଧି ଯୋଜନାରେ ନିଜକୁ ସାମିଲ କରି ପାରିବେ। ପିଏମ କିଷାନ ନିଧି ଓ୍ବେବ ପୋର୍ଟାଲ http:/www.pmkishan.gov.in ଜରିଆରେ ଚାଷୀମାନେ ସହାୟତା ରାଶି...

ରାଜ୍ୟରେ ଆରମ୍ଭ ହେବ ‘ଆଇବିଏମ୍‌ ଷ୍ଟିମ୍‌ ଫର୍‌ ଗର୍ଲସ’

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ରାଜ୍ୟରେ ‘ଆଇବିଏମ୍‌ ଷ୍ଟିମ୍‌ ଫର୍‌ ଗର୍ଲସ’ କାର୍ଯ୍ୟକ୍ରମ ପ୍ରଚଳନ କରିବା ପାଇଁ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଆଇବିଏମ୍‌ ଇଣ୍ଡିଆ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟର ୧୨୫ ସରକାରୀ ଉଚ୍ଚ ମାଧ୍ୟମିକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri