ରାଜ୍ୟ

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ...

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି,...

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର...

ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ...

ଜୟନ୍ତୀ ସମାରୋହରେ ସ୍ବଭାବ କବିଙ୍କୁ ଶ୍ରଦ୍ଧାଞ୍ଜଳି, ଏକକାଳୀନ ଅଢ଼େଇ ଲକ୍ଷ ଛାତ୍ରୀଛାତ୍ର ଗାଇଲେ ଗଙ୍ଗାଧରଙ୍କ ସଙ୍ଗୀତ

ବରଗଡ଼ ଅଫିସ, ୨୧।୮- ବରଗଡ଼ ଜିଲା ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜିଲାସ୍ତରୀୟ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ସମାରୋହ ପାଳିତ ହୋଇଛି। ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ପ୍ରାୟ ଅଢେଇ ଲକ୍ଷ ଛାତ୍ରୀଛାତ୍ର ଏକକାଳୀନ ବିଭିନ୍ନ...

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି...

ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି।...

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବାଉଁଶ ସମ୍ପର୍କିତ କାର୍ଯ୍ୟକଳାପ ଏବଂ...

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ପୋଷ୍ଟରକୁ ବିରୋଧ କରୁଥିବା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ...

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ କୌଣସି ଫାଇଲ ଅଟକିବନି ବୋଲି କହିଥିଲେ। ତାଙ୍କର ଏଭଳି ଉକ୍ତିକୁ ଭାଜପା...

ଗଠନ ହେଲା ଲଘୁ ଖଣିଜ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ବେଆଇନ ଲଘୁ ଖଣିଜ କାରବାରକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାଳୟ ଗଠନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। ବୈଜ୍ଞାନିକ ପଦ୍ଧତିରେ କେଉଁ କେଉଁ ଅଞ୍ଚଳରେ ଲଘୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri