ରାଜ୍ୟ

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି ସରକାରୀ ଶିକ୍ଷାନୁଷ୍ଠାନରେ ଗଢ଼ି ଉଠିଥିବା ପ୍ରଥମ ଦକ୍ଷତା ସଂଗ୍ରହାଳୟ। କଲେଜ ଛାତ୍ରୀଛାତ୍ରଙ୍କ ଜ୍ଞାନକୌଶଳ...

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି।...

ସୁରଟରେ ଖୋଲିବ ୧୨ ଓଡ଼ିଆ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଗୁଜରାଟରେ ମୋଟ ୧୦ ଲକ୍ଷ ଓଡ଼ିଆ ବସବାସ କରୁଛନ୍ତି। ସେଥିରୁ ପ୍ରାୟ ୭ରୁ ୮ଲକ୍ଷ ଓଡିଆ ସୁରଟରେ ବାସକରନ୍ତି। ସେହି ଓଡିଆ ପରିବାରର ପିଲାମାନଙ୍କ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ସେଠାକାର...

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଜିଲା ବନ୍ୟାରେ ପ୍ରଭାବିତ ହୋଇଛି। ରାଜସ୍ବ ଓ...

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ ଓଡ଼ିଶାରୁ ସକ୍ରିୟ ସଦସ୍ୟତା ଗ୍ରହଣ କରିବା ପାଇଁ ଅଗଷ୍ଟ ୧୦ରେ ରାଷ୍ଟ୍ରୀୟ ସଦସ୍ୟତା...

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ : ଆଜି ଆଇନଜୀବୀଙ୍କ ଆନ୍ଦୋଳନ

କଟକ ଅଫିସ, ୯।୮ : ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ନେଇ ଶୁକ୍ରବାର ଆଇନଜୀବୀମାନେ ଆନ୍ଦୋଳନ କରିବେ। ଏହି ଆନ୍ଦୋଳନ ଗୋଟିଏ ଦିନ ହେବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ଆନ୍ଦୋଳନର ସମୟକୁ ନେଇ ନିଷ୍ପତ୍ତି ନିଆଯିବ ବୋଲି ସ୍ୟାଟ୍‌...

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। ଗିରୀଶ ବାଙ୍ଗାଲୋରସ୍ଥିତ ଷ୍ଟାଫ୍‌ ସିଲେକ୍ସନ କମିଶନର ପ୍ରାନ୍ତୀୟ ନିର୍ଦ୍ଦେଶକ ଭାବେ ଦାୟିତ୍ୱ...

ବନ୍ୟା ପ୍ରଭାବ : ଶକ୍ତି ଉତ୍ପାଦନ ପ୍ରଭାବିତ, ଦୈନିକ ୧୬ କୋଟି ବ୍ୟୟରେ କିଣାଯାଉଛି ୯୦୦ ମେଗାୱାଟ୍‌ ବିଜୁଳି

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟରେ ବିଭିନ୍ନ ପ୍ରାନ୍ତରେ ଲଗାଣ ବର୍ଷା ଯୋଗୁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ତେଣୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ ପ୍ରଭାବିତ ହୋଇଥିବା ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ସୂଚନା ଦେଇଛନ୍ତି। ବିଶେଷ କରି ଇନ୍ଦ୍ରାବତୀ...

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪...

ଟାଟା: ଖଣି ହାତେଇବାକୁ ବ୍ୟାକୁଳ

କଟକ ଅଫିସ,୮ା୮(ଲାଲା ସୁନୀଲ କୁମାର ରଥ/କୁମାରଶ୍ରୀ ସାହୁ):ଟାଟା ସାମ୍ରାଜ୍ୟର ଜନ୍ମ ଓଡ଼ିଶାର ପ୍ରାକୃତିକ ସମ୍ପଦରୁ ହୋଇଛି। ଆମ ମଧ୍ୟରେ କ୍ୱଚିତ୍‌ ଥିବେ ଯେଉଁମାନେ ଟାଟା ଶିଳ୍ପ ଇତିହାସ ଜାଣିଥିବେ। ସେହି ସାମ୍ରାଜ୍ୟର ପ୍ରଥମ ବୃହତ୍‌ ଶିଳ୍ପ ଥିଲା ଜାମ୍‌ସେଦପୁରସ୍ଥିତ ଟାଟା...

ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ

ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଦିନତମାମ ଜଙ୍ଗଲରେ ଥିବା ପାହାଡ଼ ଶିଖରରେ ବାଘ ହାକୁଟି ମାରୁଥିବାବେଳେ ରାତିରେ...

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri