ରାଜ୍ୟ

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ...

ଓଜନିଆ ହେବ ନାହିଁ ସ୍କୁଲ ବ୍ୟାଗ୍‌:ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨।୮(ବ୍ୟୁରୋ):ଏଣିକି ସ୍କୁଲ ବ୍ୟାଗ ଓଜନ କରାଯିବ। ଆବଶ୍ୟକଠାରୁ ଅଧିକ ଓଜନ ରହିଲେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବ୍ୟାଗ୍‌ ଓଜନକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଯେଉଁ ନିର୍ଦ୍ଦେଶାବଳୀ (ଗାଇଡ୍‌...

ଆସୁଛି ବଡ଼ ବର୍ଷା: ୩ରେ ଲଘୁଚାପ

ଭୁବନେଶ୍ୱର,୨।୮(ବ୍ୟୁରୋ) : ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା,...

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ : ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର,୨।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ୟୁଜି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଗୁରୁବାର ପ୍ରକାଶ ପାଇଛି। ବିଜ୍ଞାନରେ ପଦାର୍ଥ ବିଜ୍ଞାନ ଅନର୍ସ ପାଇଁ କଟ୍‌ ଅଫ୍‌ ମାର୍କ ୮୪.୫% ଥିବାବେଳେ ରସାୟନ ବିଜ୍ଞାନରେ ୮୩.୩୩%...

ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର

ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ ବା କୋଲୋଷ୍ଟ୍ରମ୍‌ ପାନ ଏବଂ ୬ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରାଇବା...

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ ଗଦା କରୁଛନ୍ତି। ଏପରକିି ବ୍ରିଜ୍‌ ଦେଇ ଯାଉଥିବା ଯାତ୍ରୀମାନେ ମଧ୍ୟ ଏଠାରେ ଅବର୍ଜନା...

ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମେ ମାସ ପ୍ରଥମ ସପ୍ତାହରେ...

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ ସାମୁଦ୍ରିକ ଥାନା। ସ୍ଥଳଭାଗରେ ଦୁଇ ଥାନାର ସୀମା ନିର୍ଦ୍ଧାରଣ କରାଯାଇଛି। ଯେପରି...

ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ

ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ ମାର୍କେଟ କମ୍ପ୍ଲେକ୍ସର ତଦାରଖ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ହେଲେ ନାଉଗଁା...

ବାଲିସାହି-ସୁରାବ ରାସ୍ତା କଦର୍ଯ୍ୟ

ଅନୁଗୋଳ ଅଫିସ, ୨।୮-ଅନୁଗୋଳ ଜିଲା ବଲାସିଂହା ପଞ୍ଚାୟତ ବାଲିସାହିଠାରୁ ସୁରାବ ଯାଇଥିବା ୪ କିମି ରାସ୍ତା ଶୋଚନୀୟ ହୋଇପଡିଛି। ଅସରାଏ ବର୍ଷା ହେଲେ ସେଠାରେ ପାଣି ଜମି କାଦୁଅରେ ଭର୍ତ୍ତି ହୋଇଯାଉଥିବାରୁ ଏହା ଯାତାୟାତ ଉପଯୋଗୀ ହେଉନାହିଁ। ଫଳରେ ଏହା...

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତରେ ପ୍ରାୟତଃ ସବୁ ଜାଗାରେ ଖରିଫ ଋତୁର ଧାନ ଫସଲ ସହିତ...

ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା

ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। କେଉଁଠି ରୋଗୀଙ୍କୁ ଆଣିବାକୁ ଯାଉ ଯାଉ ରାସ୍ତାରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri