ରାଜ୍ୟ

ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ...

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ କାହାକୁ ବି ଛଡାଯିବ ନାହିଁ। କେହି ବି ଧରାପଡିଲେ ସେମାନଙ୍କଠାରୁ ଆଦାୟ ହେବ...

ଆଗଭଳି ମିଳୁନି ତାଳପତ୍ର: ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା

ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର ବି କମ୍‌ ନ...

ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ୧୩ ଗିରଫ

ବାଲିଆପାଳ,୧।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୭ଦିନ ପୂରିଲାଣି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଢାବା ମାଲିକ ସାହାବୁଦ୍ଦିନ ସାହାଙ୍କ ଟେର୍‌ ପାଇପାରିନି ପୋଲିସ। ଅନ୍ୟପକ୍ଷରେ ବାଲିଆପାଳ ଆଇଆଇସି...

ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ , ଶ୍ୱଶୁରଙ୍କୁ ୧୦ ବର୍ଷ ଓ ନଣନ୍ଦଙ୍କୁ ୭ ବର୍ଷ ଜେଲଦଣ୍ଡାଦେଶ ହୋଇଛି।...

ଖୁବ୍‌ଶୀଘ୍ର ଗଠନ ହେବ ଜିଲା ଯୋଜନା କମିଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଖୁବ୍‌ଶୀଘ୍ର ଜିଲା ଯୋଜନା କମିଟି ଗଠନ ହେବ। ନିର୍ବାଚନ ଥିବାରୁ ଏହା ବିଳମ୍ବ ହୋଇଥିଲା। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ...

୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା...

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ...

ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ...

ଏଚ୍‌ସିଜିର ନୂଆ ଡେ କ୍ୟାନସର କେୟାର ସେଣ୍ଟର

ଭୁବନେଶ୍ୱର,୧।୮(ବ୍ୟୁରୋ): ଏଚ୍‌ସିଜି ସୁପର ସ୍ପେଶିଆଲିଷ୍ଟ କ୍ୟାନସର ନିରାକରଣ ହସ୍ପିଟାଲ ପକ୍ଷରୁ ଭୁବନେଶ୍ୱର ଜୟଦେବ ବିହାରଠାରେ ନୂଆ ଡେ କ୍ୟାନସର କେୟାର ସେଣ୍ଟର ସ୍ଥାପନ କରାଯାଇଛି। କ୍ୟାନସର ରୋଗର ନିରାକରଣ ଲାଗି ଚିକିତ୍ସା ସୁବିଧା ସହଜରେ ଉପଲବ୍ଧ କରାଇବା ଲାଗି ଏଭଳି...

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର ମହାନଦୀ କୋଲ୍‌ ଫିଲ୍ଡସ ଲିମିଟେଡ(ଏମ୍‌ସିଏଲ୍‌)ର ୨ ଖଣିରେ ଏବେ କାର୍ଯ୍ୟ କରୁଛି।...

ନଦୀ ଜଳ ବିବାଦ ବିଚାର ପାଇଁ ବିଲ୍‌ ଲୋକ ସଭାରେ ଗୃହୀତ ଗୋଟିଏ ଟ୍ରିବ୍ୟୁନାଲରେ ସମାଧାନ

ନୂଆଦିଲ୍ଲୀ,୧ା୮ (ପି.ଟି./ଆଇଏଏନ୍‌ଏସ୍‌) ଆନ୍ତଃ ରାଜ୍ୟ ନଦୀଜଳ ବିବାଦର ବିଚାରକୁ ସରଳ ଓ ସୁସଙ୍ଗତ କରିବା ପାଇଁ ଉଦ୍ଦିଷ୍ଟ ଇଣ୍ଟର ଷ୍ଟେଟ୍‌ ରିଭର ଓ୍ବାଟର ଡିସ୍‌ପ୍ୟୁଟ୍‌ (ଆମେଣ୍ଡମେଣ୍ଟ) ବିଲ୍‌, ୨୦୧୯ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଛି। ଏହି ବିଧେୟକରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri