ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର ସମସ୍ୟା ନେଇ ବହୁ ଲୋକ ରାଜଧାନୀକୁ ଛୁଟି ଆସିଥିଲେ । ସୋମବାର ସକାଳ...

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର ବିଜେଡି ପ୍ରତିକ୍ରିୟା ରଖିଛି। ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି,...

୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର,...

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ଏହି ଢାବା ବେଆଇନ ଭାବେ ଚାଲିଥିବା...

ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ...

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଦକ୍ଷିଣ ରାଉରକେଲା ଟାଙ୍ଗରପାଲୀ ଥାନା ସୋନାପର୍ବତ ଗଞ୍ଜୁଟୋଲା ଅଞ୍ଚଳର ଶୁକ୍ରମଣି...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ସକ୍ରିୟ ରାଜନୀତିରୁ ସନ୍ୟାସ...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ।...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri