ରାଜ୍ୟ

ବଦଳିବ ଯୁକ୍ତ ୩ ପରୀକ୍ଷା ଢାଞ୍ଚା

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ଯୁକ୍ତ ୩ ପରୀକ୍ଷା ଢାଞ୍ଚା ବଦଳିବ। ପ୍ରତିଯୋଗିତାମୂଳକ ପରୀକ୍ଷାକୁ ଦୃଷ୍ଟିରେ ରଖି ସିଲାବସ୍‌ ମଧ୍ୟ ସେହିପରି ପ୍ରସ୍ତୁତ କରାଯାଇଛି। ସେଥିପାଇଁ ଚଳିତ ବର୍ଷଠାରୁ ନୂଆ ସିଲାବସ୍‌ ଲାଗୁ ସହ ପରୀକ୍ଷା ପଦ୍ଧତିକୁ ମଧ୍ୟ ପ୍ରତିଯୋଗିତାମୂଳକ ଢାଞ୍ଚାରେ କରିବାକୁ ଉଚ୍ଚଶିକ୍ଷା...

ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ଠିକ୍‌ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ...

୫ ହଜାର ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ଆବଶ୍ୟକ ଶିକ୍ଷକ: ୯୦ ଅଧ୍ୟାପକ ପଦବୀରୁ ୫୫ ଖାଲି

ବ୍ରହ୍ମପୁର ଅଫିସ, ୧୧ା୯- ବ୍ରହ୍ମପୁର ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଏବେ ଗୁରୁତ୍ୱ ହରାଇବାକୁ ବସିଛି ା ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନ ଥିବାରୁ ମହାବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ା ବିଗତ ଦିନରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଘୋଷଣା ପରେ...

ନିମ୍ନମାନର ମଧ୍ୟାହ୍ନଭୋଜନ: ଖାଉନାହାନ୍ତି ଛାତ୍ରୀ

କବିସୂର୍ଯ୍ୟନଗର,୧୧ା୯- କବିସୂର୍ଯ୍ୟନଗର ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସରକାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେଉଥିବାବେଳେ ଏଠାରେ ଛାତ୍ରୀମାନେ ଘରୁ ଆଣି ଖୋଲା ପଡିଆରେ ବସି ଖାଉଛନ୍ତି। ମୋଟ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ୫୯୭...

ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ଦେବେ। ଏହାଦ୍ୱାରା ଚାଷୀ ପଞ୍ଜୀକରଣରେ ଜାଲିଆତି ହୋଇପାରିବ ନାହିଁ। ବିଗତ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୧୧-୯:ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର...

ମରଣଯନ୍ତା ପାଲଟିଛି ସର୍ଭିସ ରୋଡ

ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ସର୍ଭିସ୍‌ ରୋଡ ମାସ ମାସ ଧରି ମରଣଯନ୍ତା ପାଲଟିଛି। ବିଶେଷକରି ବହୁ ଗୁରୁତ୍ୱପୂର୍ଣ୍ଣ ଶାଳପଡା ବାଇପାସ୍‌ର ସର୍ଭିସ୍‌ ରୋଡର ଅବସ୍ଥା ଶୋଚନୀୟ ରହିଛି। ଯାତାୟାତ କ୍ଷେତ୍ରରେ ଏହି...

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜମୁଛି ପାଣି

କେନ୍ଦୁଝର, ୧୧ା୯(ସ୍ବ.ପ୍ର.)-ଐତିହ୍ୟ ସମ୍ପନ୍ନ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ଜଳ ନିଷ୍କାସନ ହୋଇ ନ ପାରି ଅନେକ ସ୍ଥାନରେ ପାଣି ଜମୁଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି ା ଫଳରେ ବିଶେଷ କରି ଚାଲି...

ଛୁଟିଦିନରେ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଗତ ୧ ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନେ ସେମାନଙ୍କ ଗାଡ଼ି ସମ୍ବନ୍ଧିତ କାଗଜପତ୍ର ଦେଖାଇ ନ ପାରିବା ଯୋଗୁ ୧୦ ଗୁଣା ଜରିମାନା ଆଦାୟ କରାଗଲା। ଏନେଇ ବିଭିନ୍ନ ପ୍ରକାର ପ୍ରତିବାଦ ଓ...

ସରକାରୀ ନିର୍ଦ୍ଦେଶକୁ ବେଖାାତିର: ସ୍କୁଲ ବ୍ୟାଗ୍‌ର ଓଜନ କମିଲାନି

ବଡବିଲ, ୧୧।୯(ସ୍ବ.ପ୍ର.)-ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବ୍ୟାଗର ଓଜନ କମାଇବାକୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ ହେଉ ନ ଥିବା ଅଭିଯୋଗ ହୋଇଛି। ଖାସକରି କେନ୍ଦୁଝର ଜିଲା ଯୋଡା-ବଡବିଲ ଅଞ୍ଚଳରେ ଥିବା ଘରୋଇ ସ୍କୁଲ ଗୁଡିକ...

ଗ୍ରାମୀଣ ହସ୍ତକଳାର ପୁନରୁଦ୍ଧାର ସମ୍ଭବ

ବନ୍ତ,୧୧।୯(ଡି.ଏନ୍‌.ଏ.)-ଗ୍ରାମୀଣ ତଥା ପାରମ୍ପରିକ ହସ୍ତକଳାର ପୁନରୁଦ୍ଧାର ଲାଗି ପ୍ରୟାସ ଚଳାଇ କଳା ଶିକ୍ଷକ ପଦ୍ମନାଭ ସେଠୀ ଚର୍ଚ୍ଚାକୁ ଆସିଛନ୍ତି । ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ବିଟିପୁର ଅଞ୍ଚଳରେ ତାଙ୍କ ଘର। ପୁରୁଷଣ୍ଢ ନୋଡାଲ ଉପ୍ରା ବିଦ୍ୟାଳୟରେ ଗତ...

ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri