ରାଜ୍ୟ

ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ...

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର...

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ...

ଘଟଣାସ୍ଥଳରେ ଚାଲାଣ କଟାଯାଇପାରିବନି

ଭୁବନେଶ୍ୱର, ୭ା୯(ବ୍ୟୁରୋ): ସରକାରଙ୍କ ନୂଆ ମୋଟରଯାନ ଆଇନ୍‌-୨୦୧୯ ସେପ୍ଟେମ୍ବର ୧ରୁ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କ ମଧ୍ୟରେ ଛନକା ପଶିଛି। ଆର୍‌ଟିଓ ଏବଂ ଟ୍ରାଫିକ ପୋଲିସ ମନ ଇଚ୍ଛା ବିଭିନ୍ନ ନିୟମ ଉଲ୍ଲଂଘନ ଦେଖାଇ ଫାଇନ୍‌ କାଟୁଛି। କିନ୍ତୁ...

ନିଦ ହଜାଉଛି ଜରିମାନା

ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ ୮୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ ସହ ୧ ନମ୍ବର ସ୍ଥାନରେ ରହି...

ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍‌ ମଙ୍ଗ୍‌କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆର୍ଯ୍ୟଭଟ୍ଟ ଟ୍ରଷ୍ଟ ଓ କଳିଙ୍ଗ ଇଣ୍ଟରନ୍ୟାଶନାଲ ୟୁଥ ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ...

ଭୁବନେଶ୍ୱରରେ ଆମିକସ୍‌ କ୍ୟୁରି

ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ...

ଚମତ୍କାର କଲା ଭାଓଲିନ୍‌-ବଂଶୀ-ମାଣ୍ଡୋଲିନ୍‌

ଭୁବନେଶ୍ୱର ୭ା୯(ବ୍ୟୁରୋ): ଭାଓଲିନ୍‌, ବଂଶୀ ଓ ମାଣ୍ଡୋଲିନ୍‌ର ସମନ୍ବୟ ସୃଷ୍ଟି କରିଥିଲା ଏକ ନିଆରା ପରିବେଶ। ପ୍ରଥମଥର ପାଇଁ ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତର ଧୂନ୍‌ରେ ମଜିଥିଲେ ସବୁ ବର୍ଗ ଓ ସବୁ ବୟସର ଶ୍ରୋତା। ଦେଶର ଖ୍ୟାତାନାମା ଯୁବ ବାଦ୍ୟଶିଳ୍ପୀମାନେ...

ଧୂଅଁ।ଧୂଳିରେ ରୁନ୍ଧି ହେଉଛି ଜୀବନ

ବଡବିଲ,୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଖଣି ଅଞ୍ଚଳ ଅଧୀନ ଯୋଡା-ବଡବିଲରେ ପ୍ରଦୂଷଣ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦିନରାତି ସବୁବେଳେ ଭାରି ଯାନରେ ଖଣିଜଦ୍ରବ୍ୟ ପରିବହନ ଯୋଗୁ ରାସ୍ତା ଅବସ୍ଥା ବେହାଲ ହେବା ସହ ଟ୍ରାଫିକ ସମସ୍ୟା ଓ ଧୂଳିଧୂଆଁ ଲୋକଙ୍କୁ ଅତିଷ୍ଠ...

ରାତି ହେଲେ ହାତୀପଲ ଗଁ। ମୁହାଁ

କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ କେରୀ, ଡାବରଚୁଆ, ମଇଦାନକେଲ, ବାଘୁଆସାହି ଆଦି ଅଞ୍ଚଳକୁ...

ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣା: ରିଟେଲର ନିଲମ୍ବିତ

ଭଦ୍ରକ ଅଫିସ, ୭।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅଧୀନ ଅନହରପୁର ଗ୍ରାମର ହିତାଧିକାରୀ ପାଞ୍ଚାଳୀ ଜେନାଙ୍କୁ ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣାରେ ରିଟେଲର ଶ୍ରୀଧର ସାହୁଙ୍କୁ ନିଲମ୍ବନ କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶକ୍ରମେ...

ଅସହ୍ୟ ହୋଇପଡ଼ିଛି ପୁଅର ଯନ୍ତ୍ରଣା: ବିଷ ପିଇ ଜୀବନ ହାରିବାକୁ ମା’ଙ୍କ ଚେତାବନୀ

ବନ୍ତ,୭।୯ (ଡି.ଏନ.ଏ.) – ବାରମ୍ବାର ଟୁଇଟ୍‌ ପରେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ପକ୍ଷାଘାତରେ ପୀଡ଼ିତ ହୋଇ ରୋଗଶଯ୍ୟାରେ ଛଟପଟ ହେଉଥିବା ପୁଅର ଯନ୍ତ୍ରଣା ସହି ନ ପାରି ବିଷ ପିଇ ନିଜେ ଜୀବନ ହାରିବା ସହ ପୁଅକୁ ବିଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri