ରାଜ୍ୟ

ନିର୍ମାଣ ଅଧା ରଖି ବିଲ୍‌ କରିନେଲେ ସ୍ବେଚ୍ଛାସେବୀ : କାମରେ ଲାଗୁନି ପାଇଖାନା

ନାଉଗାଁ,୨୧ା୭(ସ୍ବ.ପ୍ର.): ଭାରତ ସରକାରଙ୍କ ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ପ୍ରତି ଘରେ ଘରେ ପାଇଖାନା ନିର୍ମାଣ ପାଇଁ ଗୁରୁତ୍ୱ ଦିଆଯାଉଛି। ତେବେ ନାଉଗାଁ ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଥିବା ଲକ୍ଷ୍ୟ କରାଯାଉଛି। ଏହି ବ୍ଲକ ତିରୁଣା ପଞ୍ଚାୟତ ଦହିପାଳ...

ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ

ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା...

ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...

ସରକାରଙ୍କୁ ମରୁଡ଼ି ଚିନ୍ତା: ୨୦୬ ବ୍ଲକରେ ସ୍ଥିତି ସଙ୍ଗିନ,ମରୁଡ଼ି ମୁକାବିଲା ଲାଗି ବିଭାଗ ପ୍ରସ୍ତୁତ କଲା ବର୍ଷା ଆପତ୍‌କାଳୀନ ଯୋଜନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ରାଜ୍ୟର ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ବଲାଙ୍ଗୀର ସମେତ ପାଞ୍ଚଟି ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ହୋଇଥିବା ଶୁକ୍ରବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ...

କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି...

ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ...

ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧...

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା...

ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍‌ଶୀଘ୍ର ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି  ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର ଅଧିକାରୀମାନେ ପରୀକ୍ଷାମୂଳକ ଭାବେ ଏହି ରେଳ ଇଞ୍ଜିନ ଗଡ଼ାଇଛନ୍ତି। ମଧ୍ୟାହ୍ନ ୧୨ଟା ୧୫...

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ...

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri