ରାଜ୍ୟ

ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଓଡିଆରେ ଟୁଇଟ୍‌ କରି ନୂଆଁଖାଇ ଜୁହାର ଜଣାଇଛନ୍ତି। ଏହି ଅବସରରେ ସମାଜର...

‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆ ଚାର୍ମିଂ ଫେସ୍‌’:ରାଜେଶ ପ୍ରଥମ ଓଡ଼ିଆ ଆଞ୍ଚଳିକ ନିର୍ଦ୍ଦେଶକ

ଭୁବନେଶ୍ୱର,୪-୯(ବ୍ୟୁରୋ):ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍‌ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଚାର୍ମିଂ ଫେସ୍‌’ର ୩ୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ଅକ୍ଟୋବର ୧୩ରେ ଗୋଆରେ ଏହାର ଗ୍ରାଣ୍ଡ୍‌ ଫିନାଲେ ଅନୁଷ୍ଠିତ ହେବ।...

ଚାକିରି ଦେବା ନଁାରେ ଯୁବତୀଙ୍କୁ ବଳାତ୍କାର:ଅର୍ଥ ଲଗାଣକାରୀ ସଂସ୍ଥାର ଓଡ଼ିଶା ମୁଖ୍ୟ ଗିରଫ

କଟକ ରୋଡ,୪-୯(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଚାକିରି ଦେବା ନଁାରେ ହୋଟେଲରେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଲକ୍ଷ୍ମୀସାଗର ପୋଲିସ ଏକ ମାମଲା(ନଂ.୨୪୦/୧୯)ରୁଜୁ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଉତ୍ତରପ୍ରଦେଶ ଭାପୁର...

ଫନୀ ମାଡ଼ରେ ଦୋହଲିଗଲା ବିଦ୍ୟୁତ୍‌ ଭିତ୍ତିଭୂମି; ଖାମଖିଆଲ ଓପିଟିସିଏଲ୍‌: ୧୫କୋଟି ବରବାଦ

ଭୁବନେଶ୍ୱର,୪-୯: ଗତ ମେ’ ୩ରେ ପୁରୀ ଉପକୂଳ ଛୁଇଁଥିବା ବାତ୍ୟା ‘ଫନୀ’ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା ବିଦ୍ୟୁତ୍‌ ଭିତ୍ତିଭୂମି। ହଜାର ହଜାର ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ନଷ୍ଟ...

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ

ଗୋପାଳପୁର,୪ା୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମଙ୍ଗଳବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗୋପାଳପୁର ବନ୍ଦରରେ ଲୋ ମାର୍କ ଥିବାବେଳେ ବୁଧବାର ଏହା ୱେଲମାର୍କରେ ପରିବର୍ତ୍ତନ ହେବାକୁ ଯାଉଛି। ଫଳରେ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ ପ୍ରତିବାଦକୁ ଆହୁରି...

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା...

ସିଂହଦ୍ୱାର ନିକଟରେ ସାଧୁସନ୍ଥଙ୍କ ଚେତାବନୀ: ଜୀବନ ଦେବୁ ପଛେ ମଠ ଛାଡ଼ିବୁନି

ପୁରୀ ଅଫିସ, ୩ା୯: ଜୀବନ ଦେବୁ ପଛେ, ମଠ ଛାଡ଼ିବୁନି। ମୋଗଲ ଶାସନ ହାଏ ହାଏ…। କଳାପାହାଡ଼ ଶାସନ ଚଳିବ ନାହିଁ, ଯଦି ଚଳିବ ନିଅଁା ଜଳିବ। ମଙ୍ଗଳବାର ଅପରାହ୍ନରେ ଏମିତି କିଛି ପ୍ରଶାସନ ବିରୋଧୀ ନାରା ଶୁଣିବାକୁ ମିଳିଥିଲା...

ସାଧୁସନ୍ଥଙ୍କ ମେଳି, ଝୁଣ୍ଟିଲା ପ୍ରଶାସନ; ସବୁ ମଠର ପରମ୍ପରା ବଞ୍ଚାଇ ରଖାଯିବ: ଜିଲାପାଳ

ପୁରୀ ଅଫିସ, ୩ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ସନ୍ତୁଷ୍ଟ କରିପାରିନି। ବରଂ ସେମାନଙ୍କ...

ରାନୁଙ୍କ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଜୟପୁରର ଅଟୋ ଚାଳକଙ୍କ ଗୀତ, ମିଳିଲାଣି ଲକ୍ଷାଧିକ ଭିଉଜ୍‌

ଜୟପୁର,୩ା୯(ପବନ ପାଣିଗ୍ରାହୀ): ‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା କରିବା ବେଳେ ଅଟୋରୁ ଭାସି ଆସିବ କିଶୋର କୁମାରଙ୍କ ଏଇ ଚିର...

ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚିତା ନନ୍ଦ ଖାଡଙ୍ଗା ଆତ୍ମ ଉତ୍ସର୍ଗ କରିବେ ବୋଲି ଚେତାବନୀ...

କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ୪ ହାତୀଙ୍କ ଉପଦ୍ରବ: ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇଥିବା ଅଭିଯୋଗ

ତେଲକୋଇ, ୩।୯(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନର କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ହାତୀ ପଲ ଘର ଭାଙ୍ଗିଛନ୍ତି। ଉକ୍ତ ଅଞ୍ଚଳର ରାଇସୁଆ ପଞ୍ଚାୟତ ଅଧୀନ ନୂଆଗାଁରେ ଗତ ସୋମବାର ୪ଟି ହାତୀ ଗ୍ରାମରେ ପଶି ଘର ଭାଙ୍ଗିବା ସହିତ ଘରୁ ଧାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri