ରାଜ୍ୟ

କଟାମୁଣ୍ଡ ଧରି ଗାଁ ବୁଲିଲା ଅଭିଯୁକ୍ତ ନାତି

ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ନାତି। ମୃତକ ହେଲେ ପୁରୁଣାପାଣି ଗ୍ରାମର ନୟମାନ...

ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧।୭: ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ ପ୍ରଥମେ ଜିଲାସ୍ତରରେ ଅଭିଯୋଗ କରନ୍ତୁ। ଜିଲାସ୍ତରରେ ସମାଧାନ ହୋଇଗଲେ ଆଉ ଭୁବନେଶ୍ବର ଆସିବାକୁ...

ବିଭିନ୍ନ ବିଭାଗର ସଚିବଙ୍କ ସହିତ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧।୭: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ...

ମନଇଛା କାଟିପାରିବେନି ତାଳଗଛ; ନେବାକୁ ପଡ଼ିବ ସରକାରଙ୍କ ଅନୁମତି

ଭୁବନେଶ୍ୱର, ୧।୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ବନ ବିଭାଗର ଅନୁମତି ନ ନେଇ...

୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏତେବର୍ଷ ପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବାରୁ...

ଘର ଫାଟକରେ ନାଲି ବୋତଲ

ଭୁବନେଶ୍ୱର,୧।୭(ସୂର୍ଯ୍ୟକାନ୍ତ ବେହେରା): ବିଜ୍ଞାନ ଯୁଗରେ ବି ବହୁ ଅନ୍ଧବିଶ୍ୱାସକୁ ଲୋକେ ବିଶ୍ୱାସ କରି ନେଉଛନ୍ତି ବା ମାନି ଆସୁଛନ୍ତି। ବହୁ ଅନ୍ଧବିଶ୍ୱାସ ବି ବିଜ୍ଞାନ ସମ୍ମତ ଭାବେ ପ୍ରମାଣିତ ହେବା ସହ ପରୋକ୍ଷରେ ମାନବ ଜାତିର କାମରେ ଆସୁଛି। ବିଶେଷକରି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ

ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ...

ମୁଖ୍ୟମନ୍ତ୍ରୀଙ୍କ ଗାଁରେ ଭାଲୁ ଆତଙ୍କ: ଦୁଇ ଜଣଙ୍କୁ ଗୋଡାଇ କାମୁଡ଼ିଲା

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ରାଇକାଳା ଗାଁରେ ସୋମବାର ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ନିକଟରେ ହୁଡ଼ିକୁ ଯାଇଥିବା ଦୁଇ ବ୍ୟକ୍ତିଙ୍କୁ ଚାରି ଭାଲୁଛୁଆ ଆକ୍ରମଣ କରିଛନ୍ତି। ଗୁରୁତର...

ମାଣବସା ଗୁରୁବାର ପାଇଁ ଶିଳ୍ପୀ କୋଣାର୍କରୁ ଗାଁକୁ ଯାଉଥିଲେ

  କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ସମସ୍ତ ବିଧିବିଧାନ ପାଳିତ ହେଉଥିଲା। ସମସ୍ତଙ୍କର ମିଳିତ ସହଯୋଗରେ, ସହମତିରେ ହୋଇଥିବାର ବର୍ଣ୍ଣନା ମିଳୁଛି। ତେଣୁ ଗଜପତି ଲାଙ୍ଗୁଳା ନରସିଂହଦେବଙ୍କ ଦ୍ୱାରା ଶିଳ୍ପୀମାନେ ଅତ୍ୟାଚାରିତ ହେଉଥିଲେ ବୋଲି ଯେଉଁ ବର୍ଣ୍ଣନା କେତେଜଣ ଦେଇଛନ୍ତି,...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ପ୍ରତି...

କାଳିଆ, ବଳିଆ, ସୁଭଦ୍ରାଙ୍କ ଭଳି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧ା୭ (ଅସମାପିକା ସାହୁ): ଭାଜପାର ସମ୍ବର୍ଦ୍ଧନା ସଭା ରବିବାର ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ କେନ୍ଦ୍ରମନ୍ତ୍ରୀ,...

ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି

ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ସରକାରୀ ସମ୍ପତ୍ତିକୁ କେବଳ କବ୍‌ଜା କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri