ରାଜ୍ୟ

ବିଜେଡି ଏମ୍‌ପିଙ୍କୁ ନବୀନଙ୍କ ଚିଠି : ରାଜ୍ୟବାସୀଙ୍କ ଶ୍ରଦ୍ଧାଭାଜନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ବିଧାୟକ ଓ ମନ୍ତ୍ରୀମାନଙ୍କୁ ଶୃଙ୍ଖଳା ଓ ଉତ୍ତରଦାୟିତ୍ୱର ପାଠ ପଢ଼ାଇବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଲୋକ ସଭା ଏବଂ ରାଜ୍ୟ ସଭା ସଦସ୍ୟମାନଙ୍କୁ ରବିବାର ପତ୍ର ଲେଖି ଅନେକ ପରାମର୍ଶ...

ଦେଢ଼ମାସରେ ୨୦.୩% କମିଛି ବର୍ଷା ପରିମାଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ) : ରାଜ୍ୟରେ ଏପର୍ଯ୍ୟନ୍ତ ସ୍ବାଭାବିକ ବର୍ଷା ହୋଇନାହିଁ। ଚଳିତବର୍ଷ ମୌସୁମୀ ବିଳମ୍ବରେ ଆସିଥିଲେ ମଧ୍ୟ ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଥିଲା। ଜୁଲାଇ ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ପ୍ରବଳ ବର୍ଷା ହେବ ବୋଲି...

୩ ରଥରେ ଭଙ୍ଗାଗଲା ୯ ଅଧର ହାଣ୍ଡି

ପୁରୀ ଅଫିସ, ୧୫ା୭: ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ରବିବାର ସମ୍ପନ୍ନ ହୋଇଛି ଅଧରପଣା ନୀତି। ରଥାରୁଢ ଠାକୁରଙ୍କ ସମ୍ମୁଖରେ ଭଙ୍ଗାଯାଇଛି ୯ଟି ଅଧରପଣା ହାଣ୍ଡି। ଛୁଟିଦିନ ଏବଂ ଅନୁକୂଳ ପାଗ ଯୋଗୁ ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଏହି ଅନନ୍ୟ...

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା

ସାକ୍ଷୀଗୋପାଳ, ୧୫ା୭ (ଡି.ଏନ.ଏ./ସ୍ବ.ପ୍ର.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜନଗହଳିପୂର୍ଣ୍ଣ ବଜାର ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଛି ଟ୍ରିପଲ ମର୍ଡର। ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ୩ ଭାଇଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ପୁରୀ ଜିଲା ସତ୍ୟବାଦୀ...

ରଣପୁର ବାହୁଡା ଯାତ୍ରାରେ ବିଶୃଙ୍ଖଳା : ନନ୍ଦିଘୋଷ ରଥର ଅଖ ଭାଙ୍ଗିଲା, ହୋଇପାରିଲା ନାହିଁ ଲକ୍ଷ୍ମୀନାରାୟଣ ଭେଟ

ରଣପୁର,୧୫ା୭ (ସ୍ବ.ପ୍ର.): ରଣପୁରଠାରେ ବାହୁଡା ଯାତ୍ରାର ୨ଦିନ ପରେ ରବିବାର ଶ୍ରଦ୍ଧାଳୁମାନେ ଉତ୍ସାହର ସହ ନନ୍ଦିଘୋଷ ରଥ ଟାଣୁଥିଲା ବେଳେ ହଠାତ୍‌ ରଥଅଖ ଭାଙ୍ଗିଯାଇଥିଲା। ଫଳରେ ରଥଟଣା କାର୍ଯ୍ୟ ବନ୍ଦ ରହିଥିଲା ଓ ସିଂହଦ୍ୱାରଠାରେ ହେବାକୁ ଥିବା ଲକ୍ଷ୍ମୀ ନାରାୟଣ...

ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼

ପୁରୀ ଅଫିସ୍‌, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦିରେ...

ପରିବେଶ ସୁରକ୍ଷାରେ ଛାତ୍ରୀଛାତ୍ରଙ୍କ ଭୂମିକା ଆଲୋଚନା ଚକ୍ର:କଲାମଙ୍କ ଭଳି ସ୍ବପ୍ନ ଦେଖି ସାକାର କର

ପୁରୀଅଫିସ, ୧୪ା୭ : ଦିନକୁ ଦିନ ପରିବେଶ ନଷ୍ଟ ହେବାରେ ଲାଗିଛି। ରାସ୍ତା ସମ୍ପ୍ରସାରଣ ଲାଗି ରାସ୍ତାକଡରେ ରହିଥିବା ବହୁ ବଡ ବଡ ଗଛ କଟାଯାଉଛି। ତାହା ତୁଳନାରେ ଚାରା ରୋପଣ କରାଯାଉନାହିଁ। ଜଙ୍ଗଲ କ୍ଷୟ ହେଉଛି। ଏହାର ପ୍ରଭାବ...

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ ଦିଅନ୍ତି। ସୁନାବେଶ ପରଦିନ ଅଧରପଣା ନୀତି ସାରି ତା ପରଦିନ ନୀଳାଦ୍ରିବିଜେ କରିଥାନ୍ତି।...

ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର ପ୍ରତିବାଦରେ ଜଣାଇଥିଲେ। ପରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଥିଲା। ପ୍ରଶାସନିକ...

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ ଗିରଫ କରାଯାଇଛି। ଖବରରୁ ଜଣାପଡିଛି ଦାନ୍ତଓ୍ବୋଡା ଜିଲାରେ ମୁତୟନ ହୋଇଥିବା ପୋଲିସ...

ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ

ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ କାବୁକରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ...

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri