ରାଜ୍ୟ

ରଣପୁର ବାହୁଡା ଯାତ୍ରାରେ ଅପ୍ରୀତିକର ପରିସ୍ଥିତି: ସେବାୟତ-ଦେବୋତ୍ତର ବିଭାଗ ମୁହାଁମୁହିଁ; ଠାକୁରଙ୍କୁ ରଥ ଉପରେ ଛାଡି ପଳାଇ ଆସିଲେ

ରଣପୁର,୧୪ା୭ (ସ୍ବ.ପ୍ର.): ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ଘୋଷ ଯାତ୍ରାର ନବଦିନାମତ୍କ ଯାତ୍ରା ଶେଷକରି ଶୁକ୍ରବାର ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ବାହାରିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ ସମସ୍ତ କାର୍ଯ୍ୟ ଡେରି ହୋଇ ରାତ୍ର ହୋଇ ଯିବାରୁ ଠାକୁରଙ୍କ ରଥଟଣା...

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସ୍ତ୍ରୀ ମୁଣ୍ଡରେ ରୋଗଣା ସ୍ବାମୀର ବୋଝ, ସହାୟତା ଯୋଗାଇଦେବାକୁ ଦାବି

ଗଣିଆ,୧୪ା୭(ଡି.ଏନ.ଏ.): ଆର୍ଥିକ ଅନଗ୍ରସର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ଗ୍ରାମାଞ୍ଚଳର ଅନେକ ଗରିବ ଶ୍ରେଣୀର ଲୋକ ଏହାର ସୁବିଧା ନ ପାଇ...

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ କାର୍ଯ୍ୟ ନିମ୍ନମାନର: ଚାରିଦିନ ନ ଯାଉଣୁ ରାସ୍ତାରୁ ଉଠିଲା ପିଚୁ

ନୂଆଗାଁ,୧୪ା୭ (ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନୂଆଗାଁ ବ୍ଲକରେ ହେଉଥିବା ରାସ୍ତାକାର୍ଯ୍ୟ ନିମ୍ନମାନର ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। କୋରଡା ପଞ୍ଚାୟତ ରକ୍ତପଟାଠାରୁ ମୀନାଗାଡିଆ ଓ କାପ୍ତାପଲ୍ଲୀ ପଞ୍ଚାୟତର କଣବାଙ୍କଠାରୁ କାପ୍ତାପଲ୍ଲୀ ପର୍ଯ୍ୟନ୍ତ ରାସ୍ତାକାର୍ଯ୍ୟ ନିମ୍ନମାନର ହୋଇଥିବା...

ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ: ୩୩ରୁ ୨୩ ପଦବୀ ପଡ଼ିଛି ଖାଲି

ନୟାଗଡ଼ ଅଫିସ,୧୪।୭-ନାହିଁ ନାହିଁରେ ଚାଲିଛି ନୟାଗଡ଼ ଜିଲା ଉପକୃଷି ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ । ୩୩ ମଞ୍ଜୁରୀପ୍ରାପ୍ତ ପଦବୀରୁ ୧୦ରେ ଅଧିକାରୀ ଓ କର୍ମଚାରୀ ଥିବା ବେଳେ ୨୩ ପଦବୀ ଖାଲି ପଡ଼ିଛି। ଫଳରେ ଏଠାରେ କିପରି କାମ ହେଉଥିବ ତାହା...

ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା୧୩।୭(ଡି.ଏନ୍‌.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ ଠାରୁ ନାଟକୀୟ ଭାବେ ସୁନା ଗହଣା ଲୁଟ୍‌ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ...

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ...

ଏମିତି ଚାଲିଛି ସ୍ବାସ୍ଥ୍ୟସେବା: ୪ଘଣ୍ଟା ଯାଏ ଆସିଲାନି ଆମ୍ବୁଲାନ୍ସ, ଦୁର୍ଘଟଣାରେ ଯୁବକ ଗୁରୁତର

ଆନନ୍ଦପୁର,୧୩।୭(ସ୍ବ.ପ୍ର.)-ରାଜ୍ୟରେ ସ୍ବାସ୍ଥ୍ୟସେବା ଦିନକୁ ଦିନ ବିଗିଡିବାରେ ଲାଗିଛି। କେଉଁଠି ଆମ୍ବୁଲାନ୍ସ ପହଞ୍ଚିି ନ ପାରି ଅଧା ରାସ୍ତାରେ ପ୍ରସୂତି ପ୍ରସବ କରୁଛନ୍ତି ତ କେଉଁଠି ଖଟିଆରେ କିମ୍ବା ଅନ୍ୟ କୌଣସି ଉପାୟରେ ରୋଗୀମାନଙ୍କୁ ଡାକ୍ତରଖାନାକୁ ନିଆଯାଉଥିବାର ଘଟଣା ଅନେକ ସମୟରେ...

ଗରୁଡ଼ ଶୟନ ଦ୍ୱାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ଶନିବାର ହେଉଛି ମହାପ୍ରଭୁଙ୍କର ପବିତ୍ର ସୁନାବେଶ। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ ସଜ୍ଜିତ ହୋଇ ଶ୍ରୀଜୀଉମାନେ ରଥ ଉପରୁ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରତିବର୍ଷ ହରିଶୟନ ଏକାଦଶୀରେ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି...

ପାଟକୁରା ନିର୍ବାଚନ: ରବିବାର ଧର୍ମେନ୍ଦ୍ର କରିବେ ପ୍ରଚାର, ୧୮ ଜାଗାରେ ରୋଡ ଶୋ’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ପ୍ରଚାର କରିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ପାଟକୁରା ଗସ୍ତ କରିବେ ବୋଲି ଜଣାପଡ଼ିଥିବା ବେଳେ...

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ ବଣ୍ଟନକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧୀ ଦଳ ଆସନକୁ ନେଇ ଦଳର...

ଦୁଇଦିନରେ ୨୮ ନିଶା ବେପାରୀ ଗିରଫ

ଭୁବନେଶ୍ୱର,୧୩।୭(ବ୍ୟୁରୋ)/ ଜଟଣୀ/ ଯାଁଳା/ ବାରଙ୍ଗ (ଡି.ଏନ୍‌.ଏ.): ରାଜଧାନୀ ଓ ଉପକଣ୍ଠରେ ନିଶାମାଫିଆ ଆଡ୍ଡା ଜମାଇ ବଡ଼ ବଡ଼ ଅପରାଧ ଘଟାଇଚାଲିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ପୋଲିସର ନିଦ ଭାଙ୍ଗିଛି। ନିଶା ମାଫିଆମାନଙ୍କୁ ସାବାଡ୍‌ କରିବା ଲାଗି କମିଶନରେଟ୍‌ ପୋଲିସ ପକ୍ଷରୁ...

ଜଗତ୍‌ସିଂହପୁରରେ ମଧ୍ୟାହ୍ନଭୋଜନ ଚାଉଳ କେଳେଙ୍କାରୀ ମାମଲା: ଚାଉଳ, ଅଖାରେ ୧.୩୨ କୋଟି ଚଳୁ

ଜଗତ୍‌ସିଂହପୁର ଅଫିସ, ୧୩।୭: ଜଗତ୍‌ସିଂହପୁର ଜିଲାରେ ମଧ୍ୟାହ୍ନଭୋଜନ ଚାଉଳ (ଏମ୍‌ଡିଏମ୍‌) କେଳେଙ୍କାରୀକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ଜିଲାର ଜଗତ୍‌ସିଂହପୁର, ବାଲିକୁଦା, ବିରିଡ଼ି, ନାଉଗାଁ ଓ ରଘୁନାଥପୁର ବ୍ଲକ ଅଞ୍ଚଳରେ ଥିବା ଶତାଧିକ ବିଦ୍ୟାଳୟରେ ପାଖାପାଖି ୬୧ ଲକ୍ଷ ଟଙ୍କାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri