ରାଜ୍ୟ

ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି

  ଲାଠୋର, ୨୭ା୮ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର ଗୁଦାମପଡ଼ାରେ ବାସ କରୁଛନ୍‌ ଭଗବାନ ଛତ୍ରିଆ। ପରିବାର କହେଲେ ମାଏକିନା ବାସନ୍ତି ଆର ଗୁଟେ ବଲି ଝି’ ସେବତୀ। ପରିବାରଟା ନିହାତି ଗରିବ୍‌।...

ହୀରାକୁଦ ଡ୍ୟାମ୍‌ରୁ ୩ ଗେଟ୍‌ ଦେଇ ଜଳ ନିଷ୍କାସିତ

ସମ୍ବଲପୁର, ୨୬ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ସୋମବାର ଅପରାହ୍ନ ସାଢ଼େ ୩ଟାରୁ ୩ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ୭୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିବା ବେଳେ ୧ଲକ୍ଷ ୪୯ ହଜାର କ୍ୟୁସେକ...

ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୧୯

ଭୁବନେଶ୍ୱର,୨୬।୮(ବ୍ୟୁରୋ): ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପତ୍ର ପୁରସ୍କାର ଉତ୍ସବ-୨୦୧୯ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟେକ ବର୍ଷ ଉକ୍ତ ସମାରୋହ ୫ ଦିନ...

ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିବ ଡ୍ରୋନ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଣିକି ଟ୍ରାଫିକ୍‌ ଜଗିବ ଡ୍ରୋନ୍‌ । ରବୀନ୍ଦ୍ରମଣ୍ଡପରୁ ଏୟାରପୋର୍ଟ ଛକଯାଏ ‘ନୋ ଓଭରଟେକିଂ’ ଜୋନ୍‌ ହେବ। ଏହା ସହ ଲେନ୍‌ ଡ୍ରାଇଭିଂ ପାଇଁ ମଧ୍ୟ ଚାଳକଙ୍କୁ କଡ଼ା ତାଗିଦ୍‌ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଡ୍ରୋନ୍‌...

ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦ: ରମାଦେବୀ ବିଶ୍ୱବିଦ୍ୟାଳୟ ଗେଟ୍‌ରେ ତାଲା, ଅରୁଣଙ୍କ ଫଟୋରେ କଳା ବୋଳିଲେ ଛାତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବନ୍ଦ କରିବା ପ୍ରତିବାଦରେ ସୋମବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗେଟ୍‌ରେ ଛାତ୍ରୀମାନେ ତାଲା ପକାଇଛନ୍ତି। ଏଥିସହ କଲେଜ ଗେଟ୍‌ ସମ୍ମୁଖରେ ବିକ୍ଷୋଭ କରିବା ସହ ଛାତ୍ରୀମାନେ ଧାରଣାରେ ବସିଛନ୍ତି। ନିର୍ବାଚନ ବନ୍ଦ...

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା...

ରାଜ୍ୟ ମନ୍ତ୍ରିମଣ୍ଡଳରେ ୬୨ ପ୍ରତିଶତ ନେତା କୋଟିପତି : ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ରାଜ୍ୟ ମନ୍ତ୍ରିମଣ୍ଡଳର ୬୨ପ୍ରତିଶତ ସଦସ୍ୟ କୋଟିପତି ରାଜନେତା। ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ କୋଟିପତି ରାଜନେତା ମନ୍ତ୍ରୀପରିଷଦରେ ସ୍ଥାନ ପାଇଛନ୍ତି। ୨୦୧୪ ନିର୍ବାଚନ ପରେ ଗଠିତ ହୋଇଥିବା ପ୍ରଥମ କ୍ୟାବିନେଟ୍‌ରେ ୫୯ ପ୍ରତିଶତ କୋଟିପତି ମନ୍ତ୍ରୀ ରହିଥିଲେ। ମନ୍ତ୍ରୀମାନଙ୍କ...

୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍‌ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ ତାଜା ରହିଛି। ସେହିପରି ଲୋକମାନେ ଯାତାୟାତ କରିବାବେଳେ ରସୁଲଗଡ଼ ଫ୍ଲାଏଓଭରରୁ ବଡ଼ କଂକ୍ରିଟ୍‌...

ସେପ୍ଟେମ୍ବର ପହିଲାରୁ ନୂଆ ଟ୍ରାଫିକ ନିୟମ : ଲୋକଙ୍କୁ ସଚେତନ କରାଇବାକୁ ବୋର୍ଡ ଲଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫।୮(ବ୍ୟୁରୋ) : ଟ୍ରାଫିକ ନିୟମ ଉଲ୍ଲଙ୍ଘନ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନ କରାଯାଇଛି। କମିଶନରେଟ୍‌ ପୋଲିସ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟ୍ରାଫିକ ଉଲ୍ଲଙ୍ଘନକାରୀଙ୍କ ରହିଥିବା ଦଣ୍ଡବିଧାନ ସମ୍ପର୍କରେ ବାର୍ତ୍ତା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ଏହି ନିୟମ...

ମେଘନାଦ ପାଚେରି ସ୍ଥିତି ପରଖିଲେ ଏଏସ୍‌ଆଇ ଅଧିକାରୀ

ପୁରୀ ଅଫିସ,୨୫।୮: ମେଘନାଦ ପାଚେରିକୁ ଲାଗି ରହିଥିବା ସମସ୍ତ ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ ହୋଇଛି। ଏହାପରେ ଶନିବାର ଏଏସ୍‌ଆଇର ବରିଷ୍ଠ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଅବରୋଧ ଥିବା ସ୍ଥାନରେ ପାଚେରି କାମ ହୋଇପାରି ନ ଥିବାରୁ...

ମନବୋଧଙ୍କ ମୁହଁକୁ ଗ୍ରାସ କରିଚାଲିଛି ଟ୍ୟୁମର: ‘ସହାୟତା ନ ଦେଲେ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦିଅ’

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଯେଉଁ ବୟସରେ ରୋଜଗାର କରି ପରିବାର ପାଇଁ ସହାୟକ ହେବା କଥା, ସେହି ବୟସରେ ଜୀବନ ପାଲଟିଯାଇଛି ନର୍କ। କାରଣ ମୁହଁକୁ ଗ୍ରାସ କରିଚାଲିଛି ଏକ ଟ୍ୟୁମର। ତାହାର ପ୍ରଭାବରେ ଗୋଟିଏ ଆଖି ଆଉ ଦେଖାଯାଉନାହିଁ। ମୁହଁ କଦର୍ଯ୍ୟ...

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri