ରାଜ୍ୟ

ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର...

ହାଲୁଆ ପ୍ୟାକେଟରେ ପୋକ ସାଲୁବାଲୁ; ବିପଦରେ ଶିଶୁଙ୍କ ଜୀବନ, କାହାର ନିଘା ନାହିଁ

ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ସାଧାରଣ ଶିଶୁଙ୍କ ପାଇଁ ଏହା ଉର୍ଦ୍ଦିଷ୍ଟ।...

ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ,...

ନିକୁଞ୍ଜ ଧଳଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩୦।୬(ଅସମାପିକା ସାହୁ): ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ...

ଦାୟିତ୍ୱ ନେବାପରେ ଶ୍ରୀମନ୍ଦିର ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬: ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର୍‌ ମନୋଜ ଆହୁଜା। ଲୋକସେବା ଭବନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଏହା କେବଳ ମାତ୍ର ଟ୍ରେଲର, ଆଗକୁ ଫିଲ୍ମ ଅଛି ବାକି: କାହିଁକି ଏମିତି କହିଲେ ମନମୋହନ

ଭୁବନେଶ୍ୱର,୩୦।୬:ଗତ ନିର୍ବାଚନରେ ଓଡ଼ିଶାରେ ଜବରଦସ୍ତ ବିଜୟ ପରେ ରବିବାର ଭୁବନେଶ୍ୱରରେ ଭାଜପାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଦଳ ପକ୍ଷରୁ ନବନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କୁ ଦଳ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଭାଜପା ରାଜ୍ୟ ସଭାପତି...

ମୋହନ ସରକାରଙ୍କୁ ପ୍ରଶଂସାରେ ପୋତିପକାଇଲେ ଧର୍ମେନ୍ଦ୍ର: କହିଲେ, ଓଡ଼ିଶାରେ ଚାଲିଛି…

ଭୁବନେଶ୍ୱର,୩୦।୬: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଦ୍ୱାରା ଆୟୋଜିତ ଏକ ସମାରୋହରେ ମୋହନ ମାଝି ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏହି ସରକାର...

ଆଗାମୀ ୫ ବର୍ଷରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାରେ ନିବେଶ କରିବ ଭାରତୀୟ ରେଲୱେ

ନୂଆଦିଲ୍ଲୀ,୩୦ା୬: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ...

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ...

ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ ଜେନା(୪୨)। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ...

ରତ୍ନ ଭଣ୍ଡାର ନିଶ୍ଚୟ ଖୋଲିବ, ଦୋଷୀଙ୍କୁ ଦଣ୍ଡ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ...

ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଭବାନୀପାଟଣା,ଥୁଆମୂଳ ରାମପୁର ୩୦।୬ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ରଣପୁର ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଜେମା ଦେଇ ମାଝୀ(୩୯) ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri