ରାଜ୍ୟ

ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଅପରାହ୍ନ ୪ଟାରେ ରଥଟଣା ଲାଗି ନୀତି...

ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଛେରାପହଁରା କରିବା ପରେ...

ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା: ରଥାରୂଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ପ୍ରଥମେ ସୁଦର୍ଶନ ପୂର୍ବାହ୍ନ ୯.୧୫ରେ ପହଣ୍ଡିରେ ଆସି ୯.୩୦ରେ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ରଙ୍କର ୯.୨୦ରେ ପହଣ୍ଡି...

ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା ବୁଧବାର ଶେଷ ହୋଇଛି। ନାମଲେଖା ପ୍ରକ୍ରିୟାରେ ଏମ୍‌ବିବିଏସ୍‌ରେ ମୋଟ ୯୩୩ ସିଟ୍‌ ପୂରଣ...

ଭୁବନେଶ୍ୱରରେ ହେବ ସାତକୋଶିଆ ମାନସମନ୍ଥନ ୧୫ରେ ବାଘୁଣୀ ସୁନ୍ଦରୀର ଭାଗ୍ୟ ନିର୍ଦ୍ଧାରଣ

ବନ୍ତଳା,୧୧ା୭ : ଆସନ୍ତା ୧୫ ତାରିଖରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ଭୁବନେଶ୍ୱରରେ ହେବ ମାନସମନ୍ଥନ। ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଥିବା ଏହି ବୈଠକରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଉପରେ ଆଲୋଚନା ହେବ। ବିଶେଷକରି ୨୦୧୮ ନଭେମ୍ବର ୬ରୁ...

ଏଥର ଗୋଟିଏ ଦିନରେ ବାହୁଡ଼ା, ହରିଶୟନ ଏକାଦଶୀ : ଶୁକ୍ରବାରଠାରୁ ୪ ମାସ ଶୋଇବେ ଠାକୁର

ପୁରୀ ଅଫିସ,୧୨।୭ : ପ୍ରାୟ ପ୍ରତିବର୍ଷ ବାହୁଡ଼ା ଦଶମୀ ପରଦିନ ହରିଶୟନ ଏକାଦଶୀ ପଡ଼ିଥାଏ। ହରିଶୟନ ଏକାଦଶୀଠାରୁ ଠାକୁର ଶୟନ କରିଥାନ୍ତି। ତେବେ ଏଥର ତିଥି କ୍ଷୟ ଯୋଗୁ ବାହୁଡ଼ା ଏବଂ ଏକାଦଶୀ ଗୋଟିଏ ଦିନରେ ଅର୍ଥାତ୍‌ ଶୁକ୍ରବାର ପଡ଼ିିଛି।...

ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇ ୯.୩୦ରେ ରଥାରୂଢ଼ ହୋଇଛନ୍ତି।

ଆଜି ବାହୁଡ଼ିବେ ମହାପ୍ରଭୁ

ପୁରୀ ଅଫିସ,୧୨।୭:ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର।...

ବାଟବଣା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ୨ ମାସ ହେଲାଣି ବନ୍ଦ ରହିଛି କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୧୨।୭- ନୟାଗଡ଼ ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାଟବଣା ହୋଇପଡ଼ିଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭକରି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ଥିବା କାର୍ଯ୍ୟାଳୟରେ ତାଲା ପଡ଼ିଛି। ଏ...

ବିଦ୍ୟୁତ୍‌ ସେବାରୁ ବଞ୍ଚିତ ୧୯ ପରିବାର: ତାର ଟଣାଯାଇ ଘରେ ମିଟର, ବୋର୍ଡ ବସାଯାଇଛି

ଗଣିଆ,୧୨ା୭(ଡି.ଏନ.ଏ.): ପ୍ରତି ଘରକୁ ବିଜୁଳି ଓ ପାଣି ଯୋଗାଣ ଲକ୍ଷ୍ୟ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ସ୍ଥାନରେ ଜନସାଧାରଣ ଏଭଳି...

ଫାର୍ମାସିଷ୍ଟଙ୍କ ଯୋଗଦାନକୁ ବିରୋଧ: ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୨ା୭(ସ୍ବ.ପ୍ର.): ନାଉଗାଁ ବ୍ଲକ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଛି। ବୁଧବାର ସମ୍ପୃକ୍ତ ଫାର୍ମାସିଷ୍ଟ ଏଠାରେ କାର୍ଯ୍ୟରେ ଯୋଗଦେବା ପରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ...

ଆନ୍ଧ୍ରର ବିରାଟ ଚକ୍ରାନ୍ତ: ମହେନ୍ଦ୍ରତନୟା ପାଣି ଓଡିଶାରେ କମୁଛି, ଆନ୍ଧ୍ରରେ ବଢୁଛି

ପାରଳାଖେମୁଣ୍ଡି, ୧୨ା୭(ସ୍ବ.ପ୍ର.) – ବିଭିନ୍ନ ସମୟରେ ଓଡିଶାର ବାଲି, ନଦୀ, ଜଙ୍ଗଲ ଓ ଖଣିଜ ସମ୍ପଦ ଉପରେ ଲୋଲୁପ ଦୃଷ୍ଟି ରଖିଆସିଥିବା ଆନ୍ଧ୍ର ସରକାର ଏବେ ପୁଣି ମହେନ୍ଦ୍ରତନୟା ଉପରେ ନଜର ପକାଇଛନ୍ତି। ଗଜପତି ଜିଲା ଓ ଆନ୍ଧ୍ର ପ୍ରଦେଶର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri