ରାଜ୍ୟ

ଇଂରେଜ ଅମଳର କୂଟନୀତି ଉପରେ ଶକ୍ତ ପ୍ରହାର

ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳି ଯାଇଥିବାବେଳେ ଏ ପ୍ରସଙ୍ଗରେ...

ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପରେ ଢିପ...

ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଶଙ୍କା କରିଛି। ୬...

ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ ସହମତି ମଧ୍ୟ ପ୍ରକାଶ ପାଇଥିଲା। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ...

ପୋଲାଭରମ୍‌: ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ ଗୃହ କମିଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍‌ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ ୧୬ ଜଣିଆ ଗୃହ କମିଟି ଗଠନ କରାଯାଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି...

ଭୁବନେଶ୍ୱର ସିଡବ୍ଲ୍ୟୁସିକୁ ପାଟନା କ୍ଷେତ୍ରରେ ମିଶାଇବା ପ୍ରସଙ୍ଗ: ପାଶ୍ୱାନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ପଣ୍ୟାଗାର ନିଗମ(ସିଡବ୍ଲୁସି)କୁ ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିହାରର ପାଟନା ସିଡବ୍ଲ୍ୟୁସି ସହିତ ମିଶାଇବା ପାଇଁ ନିଷ୍ପତ୍ତି ନେବାପରେ ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ତକ୍ଷେପ କରିଛନ୍ତି। ଏନେଇ...

ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନ ଥିବାରୁ ଉତ୍ତେଜନା

ବାହାନଗା, ୬ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ଥିବା ଏକମାତ୍ର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏଠାରେ ଡାକ୍ତର ନ ଥିବାରୁ ଡେପୁଟେଶନରେ ଆସୁଥିବା ଜୁନିୟର ଡାକ୍ତରଙ୍କ ଦ୍ୱାରା ରୋଗୀସେବା କରାଯାଉଛି। ଅନେକ ସମୟରେ ଜୁନିୟର...

ସ୍କୁଲ ବ୍ୟାଗ୍‌ ଓଜନ ସମ୍ପର୍କିତ ଜନସ୍ବାର୍ଥ ମାମଲା: ୪ ସପ୍ତାହରେ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୬।୮: ରାଜ୍ୟରେ ସ୍କୁଲ ଛାତ୍ରୀଛାତ୍ରଙ୍କ ବ୍ୟାଗ ଓଜନକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ୪ମାସ ମଧ୍ୟରେ ଉକ୍ତ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ. କହ୍ନେୟାଲାଲ ଶର୍ମା ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ...

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମୋଟ ୨୨ହଜାର ୨୦୭ ଛାତ୍ରୀଛାତ୍ର ମନୋନୀତ...

ସହଜରେ ବିମାନ ବନ୍ଦରରୁ ମିଳିପାରିବ ହଜିଯାଇଥିବା ସାମଗ୍ରୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ବିମାନ ବନ୍ଦରରେ ଛାଡ଼ି ଚାଲି ଆସିଥିବା ବା ହଜିଯାଇଥିବା ଜିନିଷପତ୍ର ଅତି ସହଜରେ ପାଇପାରିବେ ଯାତ୍ରୀ। ଏଥିପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ପଦକ୍ଷେପ ଗ୍ରହଣ କରିଛି। ହଜି ଯାଇଥିବା ଜିନିଷପତ୍ରର ଫଟୋ ସହ ତଥ୍ୟ...

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ,...

ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା ବର୍ଷରୁ ଏଠାରେ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଅଦ୍ୟାବଧି ମୌଳିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri