ରାଜ୍ୟ

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ ଗ୍ୟାଙ୍ଗ୍‌ର ୬ଜଣଙ୍କୁ କଟକରୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ...

ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ପ୍ରକାଶ:କଳା ପାସ୍‌ ହାର ୭୧%, ବିଜ୍ଞାନ ୯୨%, ବାଣିଜ୍ୟ ୮୩%

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କଳାରେ ମୋଟ ୨୨,୭୧୮ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୧,୬୨୮ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍‌ ହାର ୭୧% ରହିଛି। ବିଜ୍ଞାନରେ ମୋଟ ୮,୧୮୯ଜଣ ପରୀକ୍ଷା ଦେଇଥିବା ବେଳେ...

ଓଡ଼ିଆ ରଙ୍ଗମଞ୍ଚକୁ ମହିଳାଙ୍କ ପ୍ରବେଶ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ସମୟର ପରିବର୍ତ୍ତନ ସତ୍ତ୍ୱେ ଆମ ସଂସ୍କୃତିର ମୌଳିକତାକୁ ଅକ୍ଷୁଣ୍ଣ ରଖିବା ଏକ ବଡ଼ ଆହ୍ବାନ। ସଂସ୍କୃତିର ସୁରକ୍ଷା, ବିକାଶ ଏବଂ ସାମଗ୍ରିକ ଅଭିବୃଦ୍ଧି ପାଇଁ ସବୁ ସଚେତନ ନାଗରିକ ଉଦ୍ୟମ କରିବା ବାଞ୍ଛନୀୟ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା,...

ବ୍ରହ୍ମାଙ୍କ ତପସ୍ୟା ପୀଠ ବ୍ରହ୍ମଗିରି

ସର୍ବଦା ଭକ୍ତର ଭାବରେ ବନ୍ଧା ପ୍ରଭୁ। ଯୁଗେ ଯୁଗେ ଭଗବାନ ଭକ୍ତ ପାଖରେ ବନ୍ଧା ପଡ଼ିଛନ୍ତି। ଭାରତ ବର୍ଷରେ ଯେତେ ପୂଣ୍ୟଭୂମି ରହିଛି ସେ ସବୁ ଭକ୍ତର ଆକର୍ଷଣର କେନ୍ଦ୍ରବିନ୍ଦୁ ହେବା ସହ ମୁନି, ଋଷି, ଆଚାର୍ଯ୍ୟ ଓ ସିଦ୍ଧ...

ସାରଥିଙ୍କ ନିର୍ଦ୍ଦେଶରେ ରଥ ଚଳାନ୍ତି ଅଶ୍ୱ

ପୁରୀ ଅଫିସ,୨୬ା୬: ଅଖିଳ ବ୍ରହ୍ମାଣ୍ଡନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରତିବର୍ଷ ତିନିରଥ ନିର୍ମାଣ କରାଯାଏ। ପବିତ୍ର ଘୋଷଯାତ୍ରାରେ ଏହି ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଯାଇଥାଏ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳି ମଧ୍ୟରେ ବଡ଼ଦାଣ୍ଡର...

ଆଜି ରଥକୁ ଉଠିବ ଚଉଦ ନାହାକା କାଠ

ପୁରୀ ଅଫିସ,୨୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ପ୍ରଥମ ଭୂଇଁ ଖଞ୍ଜାଯାଇ ଛ’କାଠ ଉଠିବା ପରେ ଦ୍ୱିତୀୟ ଭୂଇଁଖଞ୍ଜା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦ୍ୱିତୀୟ ଭୂଇଁ କାମ ସରି ତୃତୀୟ ଭୂଇଁଖଞ୍ଜା ଚାଲିଥିବା ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା...

ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଥିଲା। ଓଡ଼ିଶା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ...

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର ଗତ ମେ ୩ ତାରିଖରେ ବାତ୍ୟା ଫନୀର କିଭଳି ମୁକାବିଲା କଲେ,...

ଆସିଲାଣି ବର୍ଷା ଋତୁ: ମରାମତି ହେଉନି ନଦୀବନ୍ଧ, ବିପଦ ଆଶଙ୍କାରେ ନଦୀକୂଳିଆ ଲୋକେ

ନୟାଗଡ଼ ଅଫିସ,୨୬ା୬- ନୟାଗଡ଼ ଜିଲା ଦେଇ ପ୍ରବାହିତ ହେଉଥିବା ଅନେକ ନଦୀବନ୍ଧ ବର୍ତ୍ତମାନ ମରାମତି ନ ହୋଇ ପଡ଼ିରହିଛି। ବର୍ଷା ଋତୁ ଆସୁଥିବାରୁ ନଦୀଜଳ କୂଳ ଖାଇ ବନ୍ଧରେ ଘାଇ ସୃଷ୍ଟି କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଜଳସେଚନ ବିଭାଗ...

ମିଳିଲାନି ମ୍ୟାଚୁରିଟି ଟଙ୍କା: ଅର୍ଥାଭାବରୁ ଦିବ୍ୟାଙ୍ଗ ଝିଅଙ୍କ ବିବାହ ବନ୍ଦ, ସାହାରା ଇଣ୍ଡିଆ କାର୍ଯ୍ୟାଳୟରେ ତାଲା ପକାଇଲେ ଜମାକାରୀ

ନିରାକାରପୁର,୨୬ା୬(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ଶ୍ରୀରାମ ବଜାର ସ୍ଥିତ ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଫାଟକରେ ମଙ୍ଗଳବାର ଜମାକାରୀମାନେ ତାଲା ପକାଇଦେଇଛନ୍ତି। ମ୍ୟାଚୁରିଟି (ପୂର୍ଣ୍ଣ ଅବଧି) ପରେ ଗ୍ରାହକମାନେ ଟଙ୍କା ଫେରି ନ ପାଇବାରୁ ଉତ୍ତ୍ୟକ୍ତ ହୋଇ ଏଭଳି କରିଥିଲେ। ଏହା...

ଆସୁଛି ଲଘୁଚାପ: ୨୯ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଗତ ୩/୪ ଦିନ ହେବ ରାଜ୍ୟରେ ମୌସୁମୀ ଉଭାନ ହୋଇ ଯାଇଛି। ବର୍ଷା ଚାଡି ଯାଇଥିବା ବେଳେ ପୁଣି ଖରା ଓ ଗରମ ଆରମ୍ଭ ହୋଇଛି। ଆହୁରି ୩ ଦିନ ପାଗ ଶୁଖିଲା ରହିବ। କାଁ ଭାଁ କେଉଁଠି...

କରଞ୍ଜିଆ ଜେଲ୍‌ରୁ ଫେରାରଥିବା ଆସାମୀ ଗିରଫ 

କାଳିଆପାଣି,୨୬|୬(ଡି.ଏନ୍‌.ଏ.)- କରଞ୍ଜିଆ ଜେଲରୁ ଫେରାର ଥିବା ଆସାମୀଙ୍କୁ ମଙ୍ଗଳବାର କାଳିଆପାଣି ପୋଲିସ କାବୁକରି ଥାନାରେ ଅଟକ ରଖିଛି। ଆସାମୀ ଜଣଙ୍କ କାଳିଆପାଣି ଥାନା ଅନ୍ତର୍ଗତ ଚାତାରସାହି ଗ୍ରାମର ଭଗବାନ ଟୁଡୁ। ଏ ନେଇ କରଞ୍ଜିଆ ଥାନାକୁ ଖବର ଦିଆଯାଇଥିବା ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri