ରାଜ୍ୟ

ବିଜେଡି ରାଜ୍ୟ ସଭା ସଦସ୍ୟଙ୍କ ଚାଞ୍ଚଲ୍ୟକର ଟୁଇଟ୍‌: ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ବିଜେଡି ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ଗୁରୁବାର ନିଜର ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରୁ କରିଥିବା ଧାଡ଼ିକିଆ ପୋଷ୍ଟକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ପ୍ରଭୁ ଜଗନ୍ନାଥ ସବୁ ସହିବେ କିନ୍ତୁ କାହାର ଗର୍ବ ଅହଙ୍କାର...

ଧାରଣାରୁ ଉଠୁନାହାନ୍ତି ଶ୍ରୀୟାସ୍ମିତା: କହିଲେ, ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ବସି ରହିବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣାରେ ୬ ବର୍ଷ ଲାଗି ବହିଷ୍କୃତ ହୋଇଥିବା ଶ୍ରୀୟାସ୍ମିତା ପଣ୍ଡା ଏ ପର୍ଯ୍ୟନ୍ତ ତାଙ୍କ ଧାରଣା ଜାରି ରଖିଛନ୍ତି। ଗୁରୁବାର ସାରେ ପ୍ରବଳ ବର୍ଷା ସତ୍ତ୍ୱେ ସେ...

ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ନେଇ ଓ୍ବେବସାଇଟ୍‌ରେ ରହିବ ଦୁଇଟି ଫର୍ମାଟ୍‌ର ସୂଚନା

କଟକ,୨୮ା୬(କାର୍ତ୍ତିକ ସାହୁ): ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ରହିଥିବା ମୌଳିକ ସୁବିଧାଗୁଡ଼ିକ ସଂକ୍ରାନ୍ତରେ ଆମିକସ୍‌ କ୍ୟୁରିଙ୍କ ପକ୍ଷରୁ ପ୍ରସ୍ତୁତ ଫର୍ମାଟ୍‌କୁ ରାଜ୍ୟ ସରକାର ଗ୍ରହଣ କରିଥିବା ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ଆମିକସ୍‌ କ୍ୟୁରିଙ୍କ ପ୍ରଦତ୍ତ ଫର୍ମାଟ୍‌ ଆଧାରରେ ବିଦ୍ୟାଳୟ ସମ୍ପର୍କିତ ତଥ୍ୟ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ହେବ ସ୍କିଲ୍‌ ହବ୍‌

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ପ୍ରଶିକ୍ଷିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୀମିତ ରଖାଯିବ ନାହିଁ। ଏହାକୁୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଗୁରୁବାର ପୂର୍ବାହ୍ନରେ...

ଏସବୁ ଜିଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୮ା୬: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଗୁରୁବାର ନବରଙ୍ଗପୁରରେ ସର୍ବାଧିକ ୮୨.୦ ମି.ମି. ବର୍ଷା ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୬୯.୮ ମି.ମି., କୋରାପୁଟରେ ୬୫.୪ ମି.ମି., ମାଲକାନଗିରି ଓ ସୋନପୁରରେ...

ଏସ୍‌ସିବିରେ ରକ୍ତ ପାଇଁ ମଗାଯାଉଛି ଟଙ୍କା

କଟକ,୨୮।୬(ଶିଳ୍ପା ପ୍ରିୟଦର୍ଶିନୀ): ଚିକିତ୍ସା କ୍ଷେତ୍ରରେ ଇତିହାସ ରଚୁଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ(ଏସ୍‌ସିବି)ର ବିକଳ ଚିତ୍ର ଗୋଟିକ ପରେ ଗୋଟିଏ ସାମ୍ନାକୁ ଆସିବାରେ ଲାଗିଛି। ଏସ୍‌ସିବି ରକ୍ତ ଭଣ୍ଡାରରେ ରକ୍ତ ପାଇଁ ରୋଗୀ ଓ ସମ୍ପର୍କୀୟଙ୍କୁ ଟଙ୍କା...

ସରକାରୀ ଡାକ୍ତରଖାନାରୁ ଧରାପଡ଼ିଲେ ନକଲି ଡାକ୍ତର

ରାଉରକେଲା,୨୭ା୬(ସଙ୍ଗୀତା ଜେନା): ରାଉରକେଲା ସରକାରୀ ଡାକ୍ତରଖାନା(ଆର୍‌ଜିଏଚ୍‌)ରୁ ନକଲି ଡାକ୍ତର ପଦ୍ମନାଭ ମୁଖୀ କାରଆ(୫୩)ଙ୍କୁ ଗିରଫ କରାଯାଇ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଘରୋଇ ବଜାଜ ଫାଇନାନ୍ସ ପକ୍ଷରୁ ପ୍ରାୟ ୧୬ ଲକ୍ଷ ଟଙ୍କାର ଋଣ ନେବା ସଂକ୍ରାନ୍ତରେ ଏହି ନକଲି...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୭।୬: ଗୁରୁବାର ଦିଲ୍ଲୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଜନ୍ୟମୂଳକ ସାକ୍ଷାତ ଥିଲା, ଆଗାମୀ ଦିନରେ ରୋଡ ମ୍ୟାପ ହେବ। ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫...

ବିଜେଡିରେ ବଡ଼ ପରିବର୍ତ୍ତନ: ଏବେ ସାମ୍ନାକୁ ଆସି ଭାଜପାକୁ କଡ଼ା ଜବାବ ଦେଉଛନ୍ତି ବଡ଼ ନେତା

ଭୁବନେଶ୍ୱର,୨୭।୬: ୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଏବେ ବିଜେଡି ବଡ଼ ପରିବର୍ତ୍ତନ ଆଣୁଥିବାର ଦେଖିବାକୁ ମିଳୁଛି। ନିର୍ବାଚନ ପୂର୍ବରୁ ବିଜେଡିର ପୂର୍ବତନ ନେତ କାର୍ତ୍ତିକ ପାଣ୍ଡିଆନ ଏବଂ ବିଜେଡି ମୁଖପାତ୍ରଙ୍କୁ ସବୁଠି ଦେଖିବାକୁ ମିଳୁଥିଲା। କିନ୍ତୁ ଏଥର...

କୋରାପୁଟରେ ହେବ ଫୁଡ଼ ପାର୍କ: ମନ୍ତ୍ରୀ

କୋରାପୁଟ,୨୭ା୬( ଅମିତାଭ ବେହେରା): କୋରାପୁଟ ଗସ୍ତରେ ଗୁରୁବାର ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରି ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆସି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତ। ସଦ୍‌ଭାବନା ସଭା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ...

ମୋବାଇଲ ଆପ୍‌ରେ ସ୍ଲଟ ବୁକିଂ କରି ମହାପ୍ରଭୁଙ୍କୁ କରିବେ ଦର୍ଶନ! ଜାଣନ୍ତୁ କ’ଣ କହିଲେ ଗଜପତି

ଭୁବନେଶ୍ୱର,୨୭।୬: ମହାପ୍ରଭୁଙ୍କୁ ସୁବିଧାରେ ଦର୍ଶନ ବ୍ୟବସ୍ଥା ବିଷୟରେ ବଡ଼ ସୂଚନା ଦେଇଛନ୍ତି ସୂଚନା ଗଜପତି। ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋବାଇଲ ଆପ୍‌ରେ ସ୍ଲଟ ବୁକିଂ ଦ୍ୱାରା ଦର୍ଶନ ଯୋଜନା ରହିଛି। ଯେକେହି ଦର୍ଶନାର୍ଥୀ ସ୍ଲଟ ବୁକିଂ...

ଏବେ କେଉଁଠି ଆଇପିଏସ ଆଶିଷ ସିଂ? ପୋଲିସ ଡିଜିଙ୍କୁ ଚିଠି ଲେଖି ପଚାରିଲା ଗୃହ ବିଭାଗ

ଭୁବନେଶ୍ୱର,୨୭।୬: ଆଇପିଏସ ଆଶିଷ ସିଂ ଏବେ କେଉଁଠି ବୋଲି ଗୃହ ବିଭାଗ ପ୍ରଶ୍ନ କରିଛି। ଏନେଇ ପୋଲିସ ଡିଜିଙ୍କୁ ଗୃହ ବିଭାଗ ଅତିରିକ୍ତ ସଚିବ ଚିଠି ଲେଖି ଆଶିଷ ସିଂ ଚାକିରିରେ ଯୋଗ ଦେଲେଣି କି ନାହିଁ ବୋଲି ପଚାରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri