ରାଜ୍ୟ

ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ଏ ନେଇ ଓଡ଼ିଶା ବିଧାନ ସଭା ସଚିବାଳୟ ପକ୍ଷରୁ ସୋମବାର ବଜ୍ଞପ୍ତି ପ୍ରକାଶ...

ସ୍ନାନଯାତ୍ରା ବ୍ୟବସ୍ଥାବଳୀ ଉଲ୍ଲଂଘନ: ପୁରୀ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ ଅଫିସ,୨୫।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ବିଶୃଙ୍ଖଳା ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନମଣ୍ଡପରେ ବ୍ୟବସ୍ଥାବଳୀ ଉଲ୍ଲଂଘନ କରିଥିବା ସେବାୟତ ଏବଂ ଅନ୍ୟମାନଙ୍କ ବିରୋଧରେ ତ୍ୱରିତ୍ୱ ପଦକ୍ଷେପ ନେଇଛି। ଏ ନେଇ ପୁରୀ ବିଧାୟକ ଜୟନ୍ତ କୁମାର...

ଅଶୋକ ପରିଜା ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ୱର, ୨୫।୬ (ବ୍ୟୁରୋ): ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପରିଜା ରାଜ୍ୟ ସରକାରଙ୍କ ନୂଆ ଆଡ୍‌ଭୋକେଟ ଜେନେରାଲ (ଏଜି) ଭାବେ ନିଯୁକ୍ତି ପାଇଛନ୍ତି। ଫଳରେ କିଛିଦିନ ଧରି ଏଜି ପଦ ନେଇ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି। ଅଶୋକଙ୍କ...

ପ୍ରଦୀପ୍ତ ବିରୋଧୀ ଦଳ ନେତା

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ପୂର୍ବତନ ମନ୍ତ୍ରୀ ତଥା ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ଏନେଇ ଓଡ଼ିଶା ଭାଜପା ପ୍ରଭାରୀ ଅରୁଣ ସିଂ ସୋମବାର ରାତିରେ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ବିଜ୍ଞପ୍ତିରେ...

ଲୋକାୟୁକ୍ତରେ ୮୨ ଦୁର୍ନୀତି ମାମଲା ବିଚାରାଧୀନ :ମାର୍ଚ୍ଚ ୩୧ ପୂର୍ବରୁ ସମ୍ପତ୍ତି ଘୋଷଣା ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷା ପରେ ଓଡ଼ିଶା ଲୋକାୟୁକ୍ତ ଆଇନ-୨୦୧୪ ରାଜ୍ୟରେ ୨୦୧୮ ଜୁଲାଇ ୭ରୁ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ଲୋକାୟୁକ୍ତ ଗଠନ କରାଯାଇଛି। ଲୋକାୟୁକ୍ତ ଆଇନର ସେକ୍ସନ-୪୪ ଅନୁଯାୟୀ ପ୍ରତ୍ୟେକ ସରକାରୀ କର୍ମଚାରୀ ନିଜର ଓ ନିଜ ସ୍ତ୍ରୀଙ୍କ ନାମରେ...

୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୨...

ଏତେ ଭୟ କାହିଁକି

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପୂର୍ବରୁ ଆଉ ଏକ ନୂଆ ଦୃଶ୍ୟ ସାମ୍ନାକୁ ଆସିଛି। ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା କେତେ ଗଭୀର ତାହା ଏବେ ସ୍ପଷ୍ଟ ବାରି ହୋଇପଡିଛି। ଲୋକଙ୍କ କଳ୍ପନା ବାହାରକୁ ଚାଲିଯାଇ ବିଜେଡି...

ମଦଭାଟି ଉପରେ ଚଢାଉ: ୪ ମହିଳାଙ୍କ ସମେତ ୯ ଗିରଫ

ଦାରିଙ୍ଗବାଡି,୨୪।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡ଼ି ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୧୫ ଲିଟର ଦେଶୀ ଚୋରାମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୪ ମହିଳା ଓ ୫ ପୁରୁଷଙ୍କୁ ଗିରଫ କରାଯାଇଥିବା ଉଭୟ...

ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ରହିଛି ୮୪.୬୧ ପ୍ରତିଶତ।

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଓଡ଼ିଶାର ୩ ପ୍ରାର୍ଥୀ

ଭୁବନେଶ୍ୱର, ୨୪।୬: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୩ ପ୍ରାର୍ଥୀ। ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ୍‌ ପାତ୍ର ଏବଂ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ...

ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା ଭିତରେ ସୀମିତ ରଖାଯିବ। ଉଭୟ ବିରୋଧୀ ଓ ଶାସକ ଦଳ ପକ୍ଷରୁ ସୋମବାର...

୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri