ରାଜ୍ୟ

କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ: ରେସ୍‌ରେ ଅଛି ଏମାନଙ୍କ ନାଁ…

ଭୁବନେଶ୍ୱର,୨୭।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ...

ଓଡ଼ିଶାରେ ମଦ ବନ୍ଦ ହେଲେ କମିବ ରାଜସ୍ବ , ବର୍ଷ ଆରମ୍ଭରୁ ୧୦ ହଜାର କୋଟି ଆୟ କଲେଣି ସରକାର

ଭୁବନେଶ୍ୱର,୨୭।୬: ଓଡ଼ିଶାରେ ହେବନି ମଦ ବ୍ୟାନ୍‌। ଏନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟର ନୂଆ ସରକାରଙ୍କ ଏନେଇ କୌଣସି ଯୋଜନା ନ ଥିବା ସେ କହିଛନ୍ତି। ବୁଧବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ...

ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ହାଟଡିହୀ,୨୭। ୬(ଶୁଭକାନ୍ତ ନାୟକ):ପୁଅ ବଡ଼ ହୋଇ ରୋଜଗାର କରିବ। ପରିବାରର ଦୁଃଖ ଘୁଞ୍ଚିବ। ପେଟ ପାଇଁ ଗରିବ ଘରର ପୁଅ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶେଷରେ ସବୁଦିନ ପାଇଁ ଆରପାରିକୁ ଚାଲିଗଲା । କେନ୍ଦୁଝର ଜିଲା ହାଟଡିହୀ...

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୭।୬: ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ରାଜ୍ୟରେ BJP ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ...

ହଟିନି ୫-ଟି ବୋର୍ଡ, ପୂର୍ବ ସରକାରଙ୍କ ସଫଳତା ହୋର୍ଡିଂ

ସୋନପୁର,୨୭ା୬(ମୃତ୍ୟୁଞ୍ଜୟ ଶତପଥୀ)ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ୨୪ବର୍ଷର ବିଜେଡି ସରକାରକୁ ହଟାଇ ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିଛି। ଶାସନକୁ ଆସିବା କ୍ଷଣି ଭାଜପା ସରକାର ହାଇସ୍କୁଲରୁ ୫-ଟି ବୋର୍ଡ ହଟାଇ ଦେଇଛନ୍ତି। ରାଜ୍ୟରେ ଶାସନ...

ଜାହାଜରେ ନିର୍ବାସିତ ଭଳି ଦଣ୍ଡ ଭୋଗୁଛନ୍ତି ୨୧ ନାବିକ

ପାରାଦୀପ,୨୭ା୬(ଶରତ ରାଉତ)ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ୨୦୨୩ ନଭେମ୍ବର ୩୦ରେ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ହୋଇଥିଲା। ଏମ୍‌.ଭି. ଦେବୀ ନାମକ ଜାହାଜରେ ଥିବା କ୍ରେନ୍‌ କ୍ୟାବିନ ମଧ୍ୟରେ ୨୨ ପ୍ୟାକେଟ କୋକେନ୍‌ ଥିଲା। ପ୍ରଥମେ ଅପରେଟର ଦେଖି...

ଏଣିକି ଥାନାରେ ଅମାନିଆ ପଢ଼ିବେ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୨୭।୬ (ସୂର୍ଯ୍ୟକାନ୍ତ ବେହେରା)ଟ୍ରାଫିକ ନିୟମ ଭଙ୍ଗ କଲେ ଉଲ୍ଲଂଘନକାରୀଙ୍କୁ ଜରିମାନାରେ ଦଣ୍ଡିତ କରାଯାଉଛି। ଏପରିକି କୋର୍ଟରୁ ଜବତ ଗାଡ଼ି ମୁକୁଳାଇବାକୁ ନିର୍ଦ୍ଦେଶ ରହିଛି। ଏହାପରେ ବି ପରିସ୍ଥିତିରେ କୌଣସି ସୁଧାର ଆସୁନାହିଁ। ଦିନକୁ ଦିନ ଟ୍ରାଫିକ ନିୟମ ଉଲ୍ଲଂଘନ ଘଟଣା...

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଅମାନବୀୟ: ଭାଜପା

ଭୁବନେଶ୍ୱର,୨୭ା୬(ଅନିଲ ଦାସ)ପୋଲିସର ନାଲିଆଖି ଦେଖାଇ ଗଣମାଧ୍ୟମ ସଂସ୍ଥା ଓ ସାମ୍ବାଦିକଙ୍କ କଣ୍ଠରୋଧ କରିବା ହେଉଛି ବିଜେଡିର ଚିରାଚରିତ ଅଭ୍ୟାସ। ଗଣମାଧ୍ୟମ ସଂସ୍ଥା ଓ ତାଙ୍କ କର୍ମଚାରୀଙ୍କ ଉପରେ ଆକ୍ରମଣ, ଧମକ ଦେବା ଭଳି ବିଜେଡିର ଅଗଣତାନ୍ତ୍ରିକ ଉଦାହରଣ ରହିଛି। ମଙ୍ଗଳବାର...

ଏଥର ବି ଖାଲି ପଡ଼ିବ ସିଟ୍‌

ଭୁବନେଶ୍ୱର,୨୭।୬(ଅସମାପିକା ସାହୁ)୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ୧,୭୮,୯୭୬ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। କଳାରେ ୧,୦୯,୮୫୪ ଛାତ୍ରୀଛାତ୍ର ଥିବାବେଳେ ବିଜ୍ଞାନରେ ୪୫,୬୧୪, ବାଣିଜ୍ୟରେ ୧୭,୧୫୬, ଶାସ୍ତ୍ରୀରେ ୩,୫୭୪, ସେଲ୍‌ଫ ଫାଇନାନ୍ସିଂରେ...

ପୋଲିସ ବର୍ବରତା: ମହିଳାଙ୍କୁ ଘୋଷାରି ମାଡ଼

ଚାନ୍ଦବାଲି,୨୭ା୬ (କିଷାନ ପାତ୍ର)ଚାନ୍ଦବାଲି ପୋଲିସର ବର୍ବରତା ସୀମା ଟପିଛି। ଥାନା ପରିସରରେ ଜଣେ ଦଳିତ ମହିଳାଙ୍କୁ ଘୋଷାରି ଘୋଷାରି ମାଡ଼ ମାରିବା ସହ ତାଙ୍କର ନାବାଳିକା ନଣନ୍ଦଙ୍କୁ ମଧ୍ୟ ମାଡ଼ ମାରିଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୩ଜଣ...

ଉଇ ଖାଇଗଲାଣି ରଥର ପାର୍ଶ୍ୱ ମୂର୍ତ୍ତି

ପୁରୀ,୨୭।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି। ସେଥିପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ରଥ ଉପରେ ସ୍ଥାନ ପାଉଥିବା ସାରଥି ଓ ରଥ ୪ ପଟେ ଲାଗୁଥିବା...

ଟିଟିଲାଗଡରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ ୧୮୩.୮୯ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ,୨୬।୬: ପୂର୍ବ ତଟ ରେଳବାଇର ସମ୍ବଲପୁର ଡିଭିଜନ୍ ଅଧୀନରେ ଥିବା ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବଢୁଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟାନଗରାମ, ଟିଟିଲାଗଡ-ସମ୍ବଲପୁରରେ ଟ୍ରେନ ଚଳାଚଳକୁ ସୁଗମ କରିବା ପାଇଁ ରେଳ ମନ୍ତ୍ରଣାଳୟ ଏକ ଗୁରୁତ୍ୱପୂର୍ଣ୍ଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri