ରାଜ୍ୟ

ବାଇକ୍‌-ଅଟୋ ଦୁର୍ଘଟଣା,୨ ଗୁରୁତର

ଭାପୁର,୨୦ା୬(ଡି.ଏନ୍‌.ଏ.): ଭାପୁର-ମନ୍ଦାରବେରଣୀ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟି ବୁଧବାର ୨ ଜଣ ଗୁରୁତର ହୋଇଛନ୍ତି । ଏମାନେ ହେଲେ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ଗ୍ରାମର ୨...

ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ବଞ୍ଚତ୍ତ କୁନ୍ତଳା

ନୟାଗଡ଼ ଅଫିସ,୨୦ା୬: ନୟାଗଡ଼ର ଅଧିକାଂଶ ସହରବାସୀଙ୍କ ପାଇଁ ରହିଛି ଚକଚକ୍‌ ମାର୍ବଲ ସାଙ୍ଗକୁ ଇଟାଲିଆନ୍‌ ପ୍ୟାନ୍‌ ଥିବା ପାଇଖାନା। କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଅନୁସାରେ ଯାହାର ପାଇଖାନା ନ ଥିବ ତାଙ୍କ ପାଇଁ ପାଇଖାନା ନିର୍ମାଣ...

ଓଜେଇଇ ଫଳ ପ୍ରକାଶିତ: ସ୍ମିତାରାଣୀ ଏମ୍‌ସିଏ ଟପ୍ପର

ମହାକାଳପଡ଼ା, ୨୦।୬ (ଡି.ଏନ୍‌.ଏ.): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ବୁଧବାର ପ୍ରକାଶ ପାଇଛି। ଓଜେଇଇ ଏମ୍‌ସିଏରେ ମହାକାଳପଡ଼ା ବ୍ଲକ ମହାକାଳପଡ଼ା ଗ୍ରାମର ହରପ୍ରିୟା ଓ ଶିବପ୍ରସାଦ ଚୌଧୁରୀଙ୍କ ଝିଅ ସ୍ମିତାରାଣୀ ଓଡ଼ିଶା ଟପ୍ପର ହୋଇଛନ୍ତି। ସ୍ମିତାରାଣୀ ପିଲାଦିନୁ...

କଣ୍ଟ୍ରାକ୍ଟର ରନ୍ଥା ଅପହରଣ ମାମଲା: ଗ୍ୟାଙ୍ଗଷ୍ଟର ଟିଟୋଙ୍କ ଦୁଇ ଭାଇ ଗିରଫ

କେନ୍ଦ୍ରାପଡା ଅଫିସ, ୨୦।୬: ଗ୍ୟାଙ୍ଗ୍‌ଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଲାଗିଛି ଆଉ ଏକ ଝଟକା। କଣ୍ଟ୍ରାକ୍ଟର ରନ୍ଥା ଓରଫ ଶିବପ୍ରସାଦ ପରିଡ଼ାଙ୍କ ଅପହରଣ ମାମଲାରେ ଟିଟୋଙ୍କ ୨ ଭାଇଙ୍କ ସମେତ ୩ ଜଣଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ସ୍ପେଶାଲ...

ଖରସ୍ରୋତା ନଦୀ ବନ୍ଧରୁ ପଥର ଲୁଟ୍‌ ଘଟଣା: ତଦନ୍ତ କରି ଫେରିଲେ ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ

ବିଞ୍ଝାରପୁର,୨୦।୬(ଡି,ଏନ୍‌.ଏ.): ଖରସ୍ରୋତା ନଦୀ ଘଣ୍ଟିଆଳି ସଂଲଗ୍ନ ବନ୍ଧରୁ ପଥର ଲୁଟ୍‌ ଘଟଣାରେ ବୁଧବାର ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ନବୀନ କିଶୋର ପାଣିଗ୍ରାହୀ ଘଟଣାସ୍ଥଳ ତଦନ୍ତକରି ଫେରିଛନ୍ତି। ଖୁବ୍‌ଶୀଘ୍ର ଏ ସମ୍ବନ୍ଧୀୟ ରିପୋର୍ଟ ବିଭାଗକୁ ହସ୍ତାନ୍ତର କରିବେ ବୋଲି...

ପୁରୁଣା ଦିନର ସ୍ମୃତି ମନାପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୧୯ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର ପ୍ରମୋଦ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ...

ଖଣି ଅଞ୍ଚଳରେ ପାଇପ୍‌ଯୋଗେ ପାନୀୟ ଜଳ ଯୋଗାଣ: ରାସ୍ତା ପାର୍ଶ୍ୱ ଖୋଳା କାମକୁ ବିରୋଧ

କାଳିଆପାଣି,୧୯ା୬(ଡି.ଏନ୍‌.ଏ.)- କାଳିଆପାଣି ଖଣି ଅଞ୍ଚଳରେ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପ୍‌ ବିଛା କାମ ଚାଲିଛି। କାଙ୍କଡ଼ପାଳ ଗ୍ରାମଠାରୁ ପାନୀୟଜଳ ଯୋଗାଣ ପାଇଁ ପାଇପ୍‌ ବିଛା କାମ କରାଯାଉ ଥିବାବେଳେ ଠିକାଦାର ବିନାଅନୁମତିରେ ରାସ୍ତା...

ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ଅଧିକ୍ଷଣ ଯନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଜିଲା ପରିଦର୍ଶନରେ ଆସି...

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର ରାଉତ ଓ ବିଷ୍ଣୁ ଚରଣ ଦାସଙ୍କ ମଧ୍ୟରେ ଥିବା ବିବାଦକୁ ନେଇ...

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ...

ମା’ଝିଅଙ୍କଠାରୁ ୫୬ ହଜାର ୮ଶହ ଲୁଟ୍‌

ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଲୁଟ୍‌ର ଶିକାର ମହିଳାଦ୍ୱୟ ହେଲେ ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ଗୋପାଳ ପ୍ରସାଦ ଗ୍ରାମର ଗୀତାଞ୍ଜଳି ପ୍ରଧାନ ଓ...

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri