ରାଜ୍ୟ

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର...

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ପ୍ରେମିକ ଫେରାର ହେବା ପରେ ଅନୁଗୋଳ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଯୁବତୀ

ଅନୁଗୋଳ ଅଫିସ,୧୯।୬: ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ଓ ତାଙ୍କ ପରିବାରଲୋକେ ବୁଧବାର ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏପରିକି ନ୍ୟାୟ ନ ମିଳିଲେ ଆତ୍ମାହୂତି ଦେବେ ବୋଲି ଯୁବତୀଜଣଙ୍କ ଚେତାବନୀ ଦେଇଛନ୍ତି। ସୂଚନାନୁଯାୟୀ,...

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ...

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଖାଦ୍ୟ ଓ ପାଣି ଆଶାରେ ମଙ୍ଗଳବାର ରାତିରେ କେତୋଟି...

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ବିଭିନ୍ନ ଦାବି ସମ୍ପର୍କରେ...

ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର ମଧ୍ୟାହ୍ନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବା ସହ ତିହିଡ଼ି ଥାନା ଘେରାଉ...

୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ ୩.୩୦ରେ ସୂଚନା ଭବନ ପରିସରରେ ଥିବା ଗୀତ ଗୋବିନ୍ଦ ସଦନରେ ଏହା...

ଅନନ୍ତନାଗରେ ଓଡ଼ିଆ ଯବାନ ଶହୀଦ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜମ୍ମୁ କଶ୍ମୀରର ଅନନ୍ତନାଗରେ ଓଡ଼ିଆ ଯବାନ ଅଜିତ ସାହୁ ଶହୀଦ ହେବା ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ନିନ୍ଦା କରିବା ସହ ସେ ଶହୀଦଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ ଲକ୍ଷ...

ସରକାରୀ ନିର୍ଦ୍ଦେଶକୁ ଅବମାନନା: ଖରାଛୁଟି ଅବଧି ବୃଦ୍ଧି ସତ୍ତ୍ୱେ ରାଜଧାନୀର କିଛି ଘରୋଇ ସ୍କୁଲ ଖୋଲା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ଏହାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲଗୁଡ଼ିକୁ ୨୫ ତାରିଖ ଯାଏ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ରାଜଧାନୀର କିଛି ଘରୋଇ ସ୍କୁଲ ବୁଧବାର...

ବଜ୍ରପାତ ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଗରମ ସହିତ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପ୍ରବଳ ଗୁଳୁଗୁଳି ଯୋଗୁ ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୨୫ ତାରିଖ ଯାଏ ଛୁଟି ଘୋଷଣା କରାଯାଇଛି। ଦକ୍ଷୀଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ କେବେ ପ୍ରବେଶ କରିବେ ସେ...

ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଗଲେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ବୈଠକରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବ।...

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ଟପ୍ପର ତାଲିକା: -ଏମ୍‌ବିଏ: ପ୍ରଦୀପ କୁମାର କମ୍ପ -ଏମ୍‌ସିଏ: ସ୍ମିତାରାଣୀ ଚୌଧୁରୀ -ଏମ୍‌ଟେକ୍‌:...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri