ରାଜ୍ୟ

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍‌ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ...

ହାଇକୋର୍ଟରେ କଟକ ସହର ସମସ୍ୟା ମାମଲା: ‘୩୦ ତାରିଖ ସୁଦ୍ଧା ବାଲିଯାତ୍ରା ପଡ଼ିଆ ସ୍ବଚ୍ଛ କର’

କଟକ,୨୯ା୧୧ (କାର୍ତ୍ତିକ ସାହୁ): ଉପର ଓ ତଳ ବାଲିଯାତ୍ରା ପଡ଼ିଆ ପ୍ରଦୂଷିତ। ବାଲିଯାତ୍ରା ସରିବା ପରେ ମଧ୍ୟ ଏପର୍ଯ୍ୟନ୍ତ ସଫା ହୋଇନି ପଡ଼ିଆ। କୁଢ଼ କୁଢ଼ ଆବର୍ଜନା ପଡିରହିଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଜିଲାପାଳ ଓ...

ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି

ଭୁବନେଶ୍ୱର, ୨୯ା୧୧(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଆସିବେ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି ସମ୍ମିଳନୀ ସହ...

ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା

ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ପ୍ରମୁଖ ବହୁ...

୨୦ ବର୍ଷ ହେଲା ଚାପିରହିଛି ଆର୍‌ଡିସି ତଦନ୍ତ ରିପୋର୍ଟ

ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ବିରଜା ହାଟ ପୁରୁଣା ସ୍ଥାନରେ ବସିବା ପାଇଁ ଜିଲା ପ୍ରଶାସନର ଅନୁମତି...

ଓଡ଼ିଶାରେ ଟିକସମୁକ୍ତ ହେଲା ‘ଦି ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏବଂ ରାଜ୍ୟର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି...

ଓଡ଼ିଶାରେ ବାତ୍ୟା ଛନକା: ୨ ଦିନ ବର୍ଷିବ

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବାବେଳେ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୨ଦିନ ବର୍ଷା ହେବାର ଆଶଙ୍କା ରହିଛି। ତେବେ...

ଅସଲି ରାଜା ଆସିଲେ, ଡୁପ୍ଲିକେଟ ରାଜା ପଳେଇଲେ: ବିଧାନସଭାରେ ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୧(ସୁନିତ୍‌ ମିଶ୍ର):ବିଧାନସଭାରେ ଓଡ଼ିଶା ସାମଗ୍ରୀ ଓ ସେବା ଟିକସ୍‌ (ଦ୍ୱିତୀୟ ସଂଶୋଧନ) ବିଲ୍‌, ୨୦୨୪ ଉପରେ ଆଲୋଚନା ଚାଲିଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ରଖୁଥାଆନ୍ତି। ଏହି ଅବସରରେ ପୂର୍ବରୁ ଗୃହରେ ବିଜେଡି ସଦସ୍ୟ ରଣେନ୍ଦ୍ର ପ୍ରତାପ...

ରାଜ୍ୟରେ ୨୧୦୩ ହାତୀ, ଢେଙ୍କାନାଳରେ ସର୍ବାଧିକ

ଭୁବନେଶ୍ୱର,୨୯ା୧୧(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲରେ ଏବେ ୨୧୦୩ ହାତୀ ରହିଛନ୍ତି। ଗତ ୬ ମାସ ମଧ୍ୟରେ ରାଜ୍ୟରେ ୫ ହାତୀ ବଢ଼ିଥିବା ପ୍ରଥମ ଶୀତଦିନିଆ ହାତୀ ଗଣନା ରିପୋର୍ଟରୁ ଜଣାପଡ଼ିଛି। ତେବେ ଏହାକୁ ହାତୀ ବିଶେଷଜ୍ଞମାନେ ସନ୍ଦେହ ପ୍ରକଟ କରିବା ସହ...

ବାଇକ୍, ଫ୍ରିଜ୍ ଥିଲେ ମିଳିବ ପିଏମ୍‌ ଆବାସ ଘର, ସର୍ତ୍ତାବଳୀକୁ କୋହଳ କଲେ ସରକାର

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ): ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେକରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ

ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଆଜି ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି। ୨୦୨୩ ମସିହାରେ...

ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୨୮।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧୀନ ପାନାପଲ୍ଲୀ ଗ୍ରାମର ଜଣେ ଯୁବକ ଦାଦାନ ଖଟିବାକୁ ଯାଇ ଶବ ହୋଇ ଘରକୁ ଫେରିଛନ୍ତି। ମୃତକ ହେଲେ ଏଲ୍‌. ଘନଶ୍ୟାମ ରେଡ୍ଡୀ। ମିଳିଥିବା ସୂଚନା ମୁତାବକ, ୯ ମାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri