ରାଜ୍ୟ

କୋଟପୁର ଗ୍ରାମରେ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଦଶରଥପୁର,୫।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ ମଙ୍ଗଳପୁର ଥାନା ନିଜାମପୁର ପଞ୍ଚାୟତ କୋଟପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଗ୍ରାମର ଜଣେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ଘନଶ୍ୟାମ...

ଶୁକ୍ରବାର ଓଡ଼ିଶା ଆସିବେ ଆମିକସ୍‌ କ୍ୟୁରୀ, ଅନୁଧ୍ୟାନ କରିବେ ପୁରୀ ସ୍ଥିତି

ପୁରୀ ଅଫିସ,୫।୯: ଶୁକ୍ରବାର ଆମିକସ୍‌ କ୍ୟୁରୀ ଓ ସଲିସିଟର ଜେନେରାଲ ଓଡ଼ିଶା ଆସିବେ। ପୂର୍ବରୁ ୭ ତାରିଖରେ ଆସିବାକୁ ସ୍ଥିର ହୋଇଥିବା ବେଳେ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏନେଇ ଗୁରୁବାର ପୁରୀ ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ତେବେ...

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୋପାଳପୁର ପାଣିପାଗ କେନ୍ଦ୍ର ଇନ୍‌ଚାର୍ଜ ଉମାଶଙ୍କର...

ଏଟିଏମ୍‌ ମେଶିନରେ ପରିସ୍ରା କଲେ କନଷ୍ଟେବଳ, ଭିଡିଓ ଭାଇରାଲ

ବାରିପଦା ଅଫିସ,୫।୯- ବାରିପଦା ମ୍ୟୁନିସିପାଲିଟି ସଂଲଗ୍ନ ଏକ ଏଟିଏମ୍‌ରେ ଜନୈକ ପୋଲିସ କର୍ମଚାରୀ ପରିସ୍ରା କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ସେ ମୟୂରଭଞ୍ଜ ପୋଲିସରେ କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିବା ବେଳେ ବିଶୃଙ୍ଖଳା ଆଚରଣ ପାଇଁ ୨ ବର୍ଷ...

‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି ଚାଳକ ସୁଶାନ୍ତ କୁମାର ସାହୁଙ୍କ ଆତ୍ମହତ୍ୟା ଉଦ୍ୟମର କଥା। ମାଥିଲି ଅଞ୍ଚଳର...

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ ଚଳାଇଛନ୍ତି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ କହିଛନ୍ତି। ଗୁରୁବାର ଶ୍ରୀକ୍ଷେତ୍ର...

ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି

ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍‌ ସ୍କିମ୍‌ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ଥିବା ଅଭିଭାବକମାନେ ରାଜ୍ୟ ସରକାର ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ୯୫,୭୭୬...

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍‌ ଭିତରେ ସିଲିଂଗୁଡ଼ିକ ବିଛାଡ଼ି ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅଧ୍ୟକ୍ଷ ବସୁଥିବା...

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୫।୯ (ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣ ସାମିଲ ହୋଇଛନ୍ତି।...

ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ପୁରୀ ଜିଲା ସଦର ଥାନା ଅଧୀନ...

ଧଳସାମନ୍ତ ଭ୍ରାତାଙ୍କ ଘରୁ ଜାଲ୍‌ ନୋଟ୍‌ ଜବତ ମାମଲା ତତ୍କାଳୀନ ଏଏସ୍‌ଆଇଙ୍କୁ ଜେରା

କଟକ ଅଫିସ,୫|୯: ଧଳ ସାମନ୍ତ ଭ୍ରାତାଙ୍କ ପୋଖରୀପୁଟ୍‌ସ୍ଥିତ ଆନନ୍ଦବିହାର ବାସଭବନ ଓ ମର୍କତନଗର ଘରୁ ଜବତ ଜାଲ୍‌ ନୋଟ୍‌ ସମ୍ପର୍କିତ ମାମଲାକୁ ନେଇ ବୁଧବାର ଚାଉଳିଆଗଞ୍ଜ ଥାନାର ତତ୍କାଳିନ ଏଏସ୍‌ଆଇ ମନୋରଞ୍ଜନ ମହାପାତ୍ରଙ୍କୁ ଜେରା କରାଯାଇଛି। ୨୦୧୬ ଜାନୁୟାରୀ ୧୮ରେ...

ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍‌

ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍‌ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ। ଏଥିପାଇଁ ପ୍ରତିଦ୍ବନ୍ଦୀତା ମଧ୍ୟ ଜୋର ଧରିଛି। ମଣ୍ଡପଗୁଡିକରେ ତୋରଣ ଓ ମୂର୍ତ୍ତି ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri