ରାଜ୍ୟ

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ...

ମଦ ବନ୍ଦ ପାଇଁ ମହିଳା ସଂଘର ମେଳି

ତୁମୁଡିବନ୍ଧ,୧୦।୬(ଡି.ଏନ୍‌.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ ମହିଳା ସଂଘ ଗଠନ କରି ମଦ ବିକ୍ରି ବନ୍ଦ ପାଇଁ ସୋମବାର...

ଡାକ୍ତରଖାନା ପାଇଖାନାରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ, ୧୦।୬: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସୂତି ବିଭାଗ ନିକଟ ପାଇଖାନାରୁ ସୋମବାର ସକାଳେ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଜଣେ ରୋଗୀଙ୍କ ସମ୍ପର୍କୀୟ ଶୌଚ ହେବାକୁ ଯାଇଥିବା ବେଳେ ପାଇଖାନାରେ ମୃତଦେହ...

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୨୫ ତାରିଖରୁ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ ୮ରେ ଶେଷ...

ଚକା ଫାଟିବାରୁ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ସରଣ୍ଡା,୧୦।୬(ଡି.ଏନ୍‌.ଏ.): ସ୍ପଞ୍ଜ ଆଇରନ୍‌ ନେଇ ଟ୍ରକ(ଡବ୍ଲ୍ୟୁବି୩୩ବି ୯୦୩୮) ସୋମବାର ପୂର୍ବାହ୍ନରେ ସମ୍ବଲପୁରରୁ ବରଗଡ଼ ଅଭିମୁଖେ ଯାଉଥିଲା। ବରଗଡ-ସମ୍ବଲପୁର ସୀମାନ୍ତ ଗୋଡ଼ଭଗା ସାରସ୍ବତ ମହାବିଦ୍ୟାଳୟ ସମ୍ମୁଖ ୫୩ ନମ୍ବର ଜାତୀୟ ରାଜପଥରେ ପଛ ଚକା ଫାଟିଯିବାରୁ ଟ୍ରକରେ ନିଆଁ ଲାଗିଯାଇଥିଲା। ଏହା...

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ...

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା, ସେଥିରେ ବିଫଳ ହୋଇଛି। ପ୍ରଥମଥର ବିରୋଧୀ ଦଳ ମାନ୍ୟତା ପାଇବାରେ ସକ୍ଷମ...

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ ଷ୍ଟେଶନ ବଜାର ରୋଡ୍‌ରେ ଥିବା ଏହି ହାଟରେ। ସବୁଥର ପରି ରବିବାର ବି...

ପରିଚାଳନାଗତ ତ୍ରୁଟି : ବନ୍ଦ ହେଲା ୧୧ ସରକାରୀ ସ୍କୁଲ

ପାରାଦୀପ,୧୦ା୬(ସ୍ବ.ପ୍ର.): ପରିଚାଳନାଗତ ତ୍ରୁଟି, ଦଣ୍ଡ ବ୍ୟବସ୍ଥା ଉଚ୍ଛେଦ, ଗୁଣାତ୍ମକ ପାଠ୍ୟକ୍ରମର ଅଭାବ ଓ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପ ଆଦି କାରଣରୁ ସରକାରୀ ବିଦ୍ୟାଳୟଗୁଡିକ ରୁଗ୍‌ଣ ଅବସ୍ଥାକୁ ଚାଲିଯାଉଥିବା କୁହାଯାଉଛି। ଏଥିଯୋଗୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ପାଇବାରେ ଲାଗିଛି।...

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନସାଧାରଣଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ଘର ଭିତରେ ମଧ୍ୟ...

୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ

ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି। ପ୍ରାୟ ୫୦ ଲକ୍ଷ ଟଙ୍କାର ଏହି ପାର୍କ ୫୦ ଦିନ ବି...

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri