ରାଜ୍ୟ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ...

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି ।...

ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌

ଭୁବନେଶ୍ବର,୨୫।୬: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ...

ଏସ୍‌ସିବିରେ ରୋଗୀ, ଡାକ୍ତରଙ୍କ ସହ ଆଲୋଚନା କଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୨୫।୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏସ୍‌ସିବି ମେଡିକାଲ ଗସ୍ତ କରିଛନ୍ତି। ମେଡିକାଲରେ ସମସ୍ତ ବିଭାଗ ଭ୍ରମଣ କରିବା ସହ ଏସ୍‌ସବି ଅଧିକ୍ଷକ ଏବଂ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ନୂଆ ସରକାର...

ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର ବାକି ୧୭ ଓଡ଼ିଆ ଏମ୍‌ପି ଶପଥ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଏମ୍‌ପି...

ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ, ୧୦୦ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୬: ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକଙ୍କୁ ଭ୍ରମିତ କରନ୍ତୁ ନାହିଁ । ସରକାରଙ୍କୁ ସହଯୋଗ କରନ୍ତୁ । ଡ୍ରାଫ୍ଟିଙ୍ଗ ଷ୍ଟେଜରେ ଅଛି...

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ...

ଘର ଭଙ୍ଗାରୁଜାକୁ ନେଇ ମୁହଁ ଖୋଲିଲେ ବବି, କହିଲେ…

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିଲେ ଘର। ଯଦି କରିଥିଲେ...

ପ୍ରମାଣ ନଷ୍ଟ କରିବାକୁ ଯାଇ ଘର ଭାଙ୍ଗୁଛନ୍ତି କି ବବି? ମୁହଁ ଖୋଲୁନାହାନ୍ତି କେହି

ଭୁବନେଶ୍ୱର,୨୫।୬: ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି। ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ ପରିସରେ ଜଣେ ଖବରଦାତାଙ୍କୁ...

ମହୁମାଛି ଆକ୍ରମଣରେ ଜେଜେ ମୃତ, ନାତି ଗୁରୁତର

ମାଲକାନଗିରି,୨୫।୬: ମାଲକାନଗିର ଜିଲା ମାଛକୁଣ୍ଡ ଥାନା ବାରଙ୍ଗବାଡ଼ି ଗାଁ ନିକଟ ଜଙ୍ଗଲରେ ମଙ୍ଗଳାବର ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ ନାତି ଗୁରୁତର ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।...

ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ...

ନଦୀରେ ମରି ଭାସୁଛନ୍ତି ଶହଶହ ମାଛ

ପିପିଲି,୨୫।୬: ପୂରୀ ଜିଲା ପିପିଲି ରାଜୁଆ ନଦୀରେ ମଙ୍ଗଳବାର ଶହଶହ ମାଛ ମରି ଭାସୁଥିବା ଦେଖିବବାକୁ ମିଳିଛି। ନଦୀ ଜଳ ବିଷାକ୍ତ ହେଉଥିବାରୁ ମାଛ ମରି ଭାସୁଥିବା ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ତୁରନ୍ତ ବିଭାଗୀୟ ଅଧିକାରୀ ଘଟଣାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri