ରାଜ୍ୟ

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର,...

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ ୯ଟି କଲେଜରେ କୌଣସି ଛାତ୍ରୀଛାତ୍ର ପାସ୍‌ କରିନାହାନ୍ତି। ୨୯ଟି କଲେଜରେ ସମସ୍ତ ଛାତ୍ରୀଛାତ୍ର...

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।...

ଯୁବକଙ୍କୁ କୁମ୍ଭୀର ଟାଣିନେବା ଘଟଣା: ମୃତଦେହ ଉଦ୍ଧାର, ବ୍ରାହ୍ମଣୀ ନଦୀକୁ କୁମ୍ଭୀର ମୁକ୍ତ କରିବାକୁ ଦାବି

ପଟ୍ଟାମୁଣ୍ଡାଇ, ୩।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ମଣ୍ଡପଡ଼ା ଗ୍ରାମର ସଞ୍ଜୟ କୁମାର ପ୍ରଧାନ(୪୭) ରବିବାର ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ବେଳେ ସୋମବାର ତାଙ୍କ କ୍ଷତବିକ୍ଷତ ମୃତଦେହ କିଛି ଦୂରରୁ ଉଦ୍ଧାର କରାଯାଇଛି। ପଟ୍ଟାମୁଣ୍ଡାଇ...

ଆଜି ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୩ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହି ସମୟଠାରୁ ପରୀକ୍ଷାର୍ଥୀମାନେ www.chseodisha.nic.in ଓ...

‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ ସ୍ଥାନ ପାଇଛନ୍ତି। ଚନ୍ଦ୍ରାଣୀ ସପ୍ତଦଶ ଲୋକ ସଭାରେ ସର୍ବକନିଷ୍ଠ ସଦସ୍ୟ। ୨୫ ବର୍ଷୀୟା...

କମିଲାନି ବିଦ୍ୟୁତ୍‌ ଯାତନା

ପୁରୀ ଅଫିସ/ନିମାପଡ଼ା,୩ା୬(ଡି.ଏନ.ଏ.): ୨୦୧୯ ମେ ୩ ତାରିଖ ଥିଲା ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନ। ସେହିଦିନ ପୂର୍ବାହ୍ନରେ ତାଣ୍ଡବ ରଚାଇଥିଲା ବାତ୍ୟା ଫନୀ। ପବନର ଘୁ ଘୁ ଗର୍ଜନ ଆଉ ବର୍ଷାମାଡ଼ରେ ଭାଙ୍ଗିଯାଇଥିଲା ଘର, ଗଛ, ବିଦ୍ୟୁତ୍‌...

ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’

(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬:  ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ ସେ ୨୦୦୪ ଏବଂ ୨୦୦୬ରେ ଅଭିଯାନ ଆରମ୍ଭ କରିଥିଲେ। ହେଲେ ପ୍ରତିକୂଳ...

ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ

ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍‌ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍‌ କାଟ୍‌ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍‌ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍‌ବ...

ବୋରିଂ ହେବାର ବର୍ଷେ ବିତିଲାଣି: ଅଧାରେ ଅଟକିଛି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ

ବାହାନଗା, ୩।୬(ଅରୂପ କୁମାର ଦାସ)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜାବିନ୍ଧା ଗ୍ରାମରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପ୍ରଶାସନ ତରଫରୁ ଏକ ବୋରିଂ କରାଯାଇଥିଲା। ତାହା ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇନାହିଁ।...

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ...

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ କାରିଗର ଜିବୀକା ହରାଇଛନ୍ତି। ୧୯୯୦ମସିହାରେ ଅର୍କଶ୍ରୀ ଦ୍ୱାରା ଉତ୍କଳୀୟ କଳା, ସଂସ୍କୃତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri