ରାଜ୍ୟ

ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଚଢ଼ାଉ

ବାଲେଶ୍ୱର ଅଫିସ,୧।୬: ବାଲେଶ୍ୱର ସହରରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଶନିବାର ପୂର୍ବାହ୍ନରେ ଫାୟାର ସେଫ୍ଟି ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ୧୦ରୁ ଅଧିକ ଟିମ୍‌ ବିଭିନ୍ନ ସ୍ଥାନରେ ଫାୟାର ସେଫ୍ଟି ନେଇ ତଦାରଖ କରିଛନ୍ତି।...

ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକରେ ତାଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପାଣି ସମସ୍ୟାକୁ ନେଇ ଅଶାନ୍ତି ଦେଖାଦେଇଛି। ଗୁରୁବାର ଛାତ୍ରମାନେ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ ୨ଟାରୁ ଗୋପବନ୍ଧୁ ଛାତ୍ରାବାସ ଏବଂ ମଧୁସୂଦନ ଛାତ୍ରାବାସରେ ପାଣି ଆସୁ ନ ଥିବା...

ଅକ୍ଷୟ ମହାନ୍ତିଙ୍କ ସ୍ତ୍ରୀ ପ୍ରବୀଣାଙ୍କ ପରଲୋକ

କଟକ ଅଫିସ, ୧ା୬: ବିଶିଷ୍ଟ ସଙ୍ଗୀତଜ୍ଞ, କଣ୍ଠଶିଳ୍ପୀ ଅକ୍ଷୟ ମହାନ୍ତି ତଥା ଖୋକାଭାଇଙ୍କ ସ୍ତ୍ରୀ ପ୍ରବୀଣା ମହାନ୍ତିଙ୍କ ଶୁକ୍ରବାର ରାତି ସାଢେ ୯ଟାରେ ପରଲୋକ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ବାରବାଟୀ ପ୍ୟାଲେସ୍‌ରେ ଏକ ବିବାହ ଉତ୍ସବରେ...

ଚର୍ଚ୍ଚିତ ଟୁଇଟ୍‌ : ମୁଖ୍ୟମନ୍ତ୍ରୀ, ସିଏମ୍‌ଙ୍କ ବ୍ୟକ୍ତିଗତ ସଚିବଙ୍କ ଫଟୋ ଭାଇରାଲ

ଭୁବନେଶ୍ୱର,୧ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ। ଜଣେ ରାଜ୍ୟ ତଥା ଦେଶ ରାଜନୀତିରେ ଚର୍ଚ୍ଚିତ ନାମ। ଅନ୍ୟ ଜଣେ ପ୍ରଶାସକ ମହଲରେ ସବୁଠୁ ଚର୍ଚ୍ଚିତ/ଆଲୋଚିତ ବ୍ୟକ୍ତିତ୍ୱ। ବିଭିନ୍ନ ସରକାରୀ ସଭାସମିତିରେ ଉଭୟଙ୍କୁ ଦେଖିବାକୁ...

ଉଦ୍‌ବେଗଜନକ ସ୍ଥିତିରେ ସଡ଼କ ଦୁର୍ଘଟଣା: ୨୦୧୮ରେ ୫୩୧୫ଙ୍କର ମୃତ୍ୟୁ

କଟକ ଅଫିସ, ୧ା୬: ରାଜ୍ୟରେ ସଡ଼କ ଦୁର୍ଘଟଣା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ୨୦୧୮ରେ ରାଜ୍ୟରେ ମୋଟ୍‌ ୧୧,୨୬୨ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ସେଥିମଧ୍ୟରେ ୫୩୧୫ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୧୭,୧୦୯ ଆହତ ହୋଇଥିବା ବେଳେ ମୃତ୍ୟୁ ହାର ୨୦୧୭ ତୁଳନାରେ...

‘ରାଇଜିଂ ଷ୍ଟାର’ ଟପ୍‌ ୬ରେ ଅନନ୍ୟା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୁଣି ଜାତୀୟ ସ୍ତରରେ କମାଲ ଦେଖାଇଛନ୍ତି କଣ୍ଠଶିଳ୍ପୀ ଅନନ୍ୟା ଶ୍ରୀତମ ନନ୍ଦ। ୨୦୧୫ରେ ଇଣ୍ଡିଆନ ଆଇଡଲ ଜୁନିୟର ଟାଇଟଲ ଜିତିବା ପରେ ସେ କେବଳ ଓଡ଼ିଶା ନୁହେଁ ସାରା ଭାରତରେ ପ୍ରତିଷ୍ଠିତ ହୋଇପାରିଥିଲେ। ଏହାପରେ ସେ ଅନେକ...

ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ: ଫନୀ ବିପନ୍ନଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୬(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପଦ୍ମିନୀ ଦିଆନ ଶୁକ୍ରବାର ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଛନ୍ତି। ଆଗାମୀ ଦିନରେ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ...

ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତଜଣଙ୍କ...

ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟ ବୋର୍ଡରେ ନିଯୁକ୍ତି ପ୍ରସଙ୍ଗ:ଘୁଞ୍ଚୁଛି ଦିନ: ଆଶା ଆଶଙ୍କାରେ ଆବେଦନକାରୀ

ପୁରୁଣା ଭୁବନେଶ୍ୱର,୧ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ରହିଛି। ତେବେ ଅନେକ ସମୟରେ ବୋର୍ଡ଼ର ବେପରୁଆ କାର୍ଯ୍ୟକଳାପ ପାଇଁ ଠାକୁରଙ୍କ ତହବିଲରୁ ଅଯଥା ଅର୍ଥ ବ୍ୟୟ ହେଉଛି। ଶ୍ରୀଲିଙ୍ଗରାଜଙ୍କ ଟ୍ରଷ୍ଟବୋର୍ଡରେ ନିଯୁକ୍ତି ଲାଗି ଖବରକାଗଜରେ...

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍‌

ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂପିନ୍ଦର ସିଂ ପୁନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ...

୨୭ ଚକ ନିର୍ମାଣ ଶେଷ

ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ ଶେଷ ହୋଇଛି। ତିନିରଥ ଲାଗି ମୋଟ ୪୨ଟି ଚକ ତିଆରି ହେବ। ସେଥିମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri