ରାଜ୍ୟ

୩୯ ବର୍ଷ ପରେ ଟିଟିଲାଗଡ଼କୁ ମନ୍ତ୍ରୀ ପଦ

ଟିଟିଲାଗଡ଼,୩୦ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ବୁଧବାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ...

ଫନୀ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ନୂଆ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) : ବୁଧବାର ଶପଥ ଗ୍ରହଣ ଉତ୍ସବ ପରେ ନୂତନ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶକ୍ତି ବିଭାଗ ପରିଦର୍ଶନ କରି ବାତ୍ୟା ‘ଫନୀ’ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ତାଙ୍କୁ...

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ: ଉପଶାସ୍ତ୍ରୀ, ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶ

ପୁରୀ ଅଫିସ,୩୦ା୫: ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୧୯ ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ତୃତୀୟ ବର୍ଷ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ରାଧାମାଧବ ଦାଶ ପରୀକ୍ଷା ଫଳ ପ୍ରକାଶ...

ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା

ବୀରମହାରାଜପୁର, ୩୦ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ।...

ତାତି: ପଶ୍ଚିମରେ କମିଲା, ଉପକୂଳରେ ବଢ଼ିଲା

ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା। କିନ୍ତୁ ବୁଧବାର ପଶ୍ଚିମ ଓଡ଼ିଶାର ସବୁ ସହରରେ ତାପମାତ୍ରା ହ୍ରାସ ପାଇଛି।...

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ

ଆସିକା,୩୦ା୫(ଡି.ଏନ୍‌.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ ହୋଇଥିଲା। ୨୩ ତାରିଖ ରାତିରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ...

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରିମଣ୍ଡଳର ୧୧ କ୍ୟାବିନେଟ୍‌ ମନ୍ତ୍ରୀ...

ପିତ୍ତଳହଣ୍ଡା କାରିଗରଙ୍କ ମୃତ୍ୟୁ ଘଟଣା: ଚିକିତ୍ସାରେ ଅବହେଳା ଅଭିଯୋଗ

ଖଣ୍ଡପଡ଼ା,୩୦ା୫(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ କିମ୍‌ସରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗତ କିଛିଦିନ ତଳେ ହୋଇଥିବା ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ସେ ହେଉଛନ୍ତି ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତସ୍ଥ ମାଧବଚୌଧୁରୀ ପାଟଣାର ବିଶିଷ୍ଟ ପିତ୍ତଳହଣ୍ଡା କାରିଗର ଗଙ୍ଗାଧର...

ସିଙ୍ଗପୁରରେ କାଳବୈଶାଖୀର ତାଣ୍ଡବ: ସରକାରୀ ସହାୟତା ଦାବି

ନୂଆଗାଁ,୩୦।୫ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଓ ୩୦ ପରିବାର ରହୁଛନ୍ତି। ଅଧିକାଂଶ ଲୋକ ଦିନ ମଜୁରିଆ...

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର...

ମନ୍ଦୋରଧରଙ୍କ ମନ ଦହି ପଖାଳରେ: ଗାଁକୁ ବିପଦ ଆସିଲେ ଶୁଭେ ବଂଶୀ ସୁର

ବଅଁରପାଳ, ୩୦।୫: ଗଡ଼ଦୁର୍ଗ ଭାବେ ପରିଚିତ ବଅଁରପାଳ ବ୍ଲକ ବଳରାମପ୍ରସାଦର ପାଟଣା ଠାରେ ରହିଛି ଅନେକ ଦେବଦେବୀ ପୀଠ। ହେଲେ ପ୍ରଭୁ ମନ୍ଦୋରଧର ସେଥିରୁ ଅନ୍ୟତମ। ବିଷ୍ଣୁଙ୍କ ଅବତାର ଭାବେ ରାଜାରାଜୁଡ଼ା ଅମଳରୁ ଠାକୁର ଏଠାରେ ପୂଜା ପାଇ ଆସୁଛନ୍ତି।...

ପ୍ରସ୍ତୁତ ହେବ ବିକାଶମୂଳକ ଯୋଜନା:ବଦଳିବ ସହରାଞ୍ଚଳ କଳେବର

ଢେଙ୍କାନାଳ ଅଫିସ,୩୦।୫: ବଦଳିବ ଢେଙ୍କାନାଳ ଜିଲାର ପ୍ରମୁଖ ସହରାଞ୍ଚଳର କଳେବର। ସହରବାସୀ ଅତ୍ୟାଧୁନିକ ସୁବିଧା ହାତପାହାନ୍ତାରେ ପାଇବେ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏ ନେଇ ଖୁବ୍‌ଶୀଘ୍ର ଯୋଜନା ପ୍ରସ୍ତୁତ କରାଯିବ ବୋଲି ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri