ରାଜ୍ୟ

ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ...

ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ...

ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍‌ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ

କଟକ ଅଫିସ,୧୪ା୮: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ...

ବିଏସ୍‌ଏଫ୍‌ ଏଏସ୍‌ଆଇଙ୍କ ଦାୟିତ୍ୱହୀନତା : ଟ୍ରେନ୍‌ରେ ଛାଡ଼ିଦେଲେ ୬୦ ରାଉଣ୍ଡ ଗୁଳି

ଜୟପୁର,୧୪ା୮(ନି.ପ୍ର./ଡି.ଏନ୍‌.ଏ.): ବିଶାଖପାଟଣା-କିରଣ୍ଡୁଲ ଏକ୍ସପ୍ରେସ୍‌ରୁ ମଙ୍ଗଳବାର ଇନସାସ୍‌ ରାଇଫଲର ୬୦ ରାଉଣ୍ଡ ଗୁଳି (୩ଟି ମାଗାଜିନ) ଏବଂ ଗୋଟିଏ ୟୁନିଫର୍ମ ବେଲ୍ଟ ଉଦ୍ଧାର କରିଛି କୋରାପୁଟ ଜିଲା ଜୟପୁର ଆରପିଏଫ୍‌। ବିଏସ୍‌ଏଫ୍‌ର ଜଣେ ଏଏସ୍‌ଆଇ ଏହି ଟ୍ରେନ୍‌ରେ ଯିବାବେଳେ ନିଜ ସିଟ୍‌ରେ...

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି...

ବର୍ଷାଦିନେ ନଦୀବନ୍ଧ ପଥର ପ୍ୟାକିଂ : ସୂଚନା ଫଳକରେ ସୀମିତ ରହିଛି କାର୍ଯ୍ୟ

ନାଉଗାଁ,୧୪।୮(ସ୍ବ.ପ୍ର.): ନାଉଗାଁ ବ୍ଲକର ଗଜରାଜପୁର, ରୋହିଆ, ବଛାଳୋ, ଗଳଦାରୀ, ଶିଖର, ଓଷକଣା ଓ କୋରୁଅ ଆଦି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି ଦେବୀ ନଦୀ। ତଳିଆ ଅଞ୍ଚଳ ହୋଇଥିବାରୁ ଅତ୍ୟଧିକ ବର୍ଷା ହେଲେ କିମ୍ବା ନଦୀରେ ବନ୍ୟା ଆସିଲେ ଏସବୁ...

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା...

ବାହୁଡ଼ିଲା ନରହନ୍ତା ଦନ୍ତା

ପରଜଙ୍ଗ, ୧୪।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣିଥରେ ନିଜର ଉପସ୍ଥିତି ଜାହିର କରିଛି ନରହନ୍ତା ଦନ୍ତା। ଦାନ୍ତ କଟାଯିବା ସତ୍ତ୍ୱେ ଏହାର ହିଂସ୍ର ଆଚରଣରେ କୌଣସି ପରିବର୍ତ୍ତନ ହେଉନାହିଁ। ଜନବସତିରେ ପଶି ଘରଦ୍ୱାର...

ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା

ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ। କାମାକ୍ଷାନଗର ବ୍ଲକ ବାଉଁଶପାଳ ଗ୍ରାମର ସୂର୍ଯ୍ୟକାନ୍ତି ଷେଣ୍ଢ (୬୦) ସୋମବାର ପକ୍ଷାଘାତରେ ଆକ୍ରାନ୍ତ...

ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ ଡ୍ରେନ୍‌ ପାଣି ନିଷ୍କାସନ ହୋଇ ନ ପାରି ଏପରି ପରିସ୍ଥିତି ସୃଷ୍ଟି...

ପାଣି ସ୍ରୋତରେ ନଷ୍ଟ ହେଉଛି ରାସ୍ତା

ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍‌ ନିର୍ମାଣ ଚାଲିଛି। ଏଥିପାଇଁ ୧୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ବ୍ରିଜ...

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ ଜିଲା ଗଜପତି ଏବଂ ଗଞ୍ଜାମରେ ସବୁଠୁ କମ୍‌ ପରିମାଣର ବର୍ଷା ରେକର୍ଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri