ରାଜ୍ୟ

ଚିଲିକା: ବିଭାଗୀୟ ତଥ୍ୟକୁ ହାଇକୋର୍ଟଙ୍କ ସନ୍ଦେହ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦ୍ରୁତ ଶିଳ୍ପାୟନ ମାନବ ସମାଜ ପାଇଁ ବିକାଶ ଆଣିଛି। ହେଲେ ଶିଳ୍ପାୟନ ଓ ଅର୍ଥନୈତିକ ଫାଇଦା ପାଇଁ ମନୁଷ୍ୟ ପ୍ରକୃତିକୁ ନିଜ ଇଚ୍ଛା ଅନୁସାରେ ବ୍ୟବହାର କରୁଛି, ଯାହା ପରବର୍ତ୍ତୀ ସମୟରେ ଅନେକ ବିପର୍ଯ୍ୟୟକୁ ଡାକି ଆଣୁଛି। ସବୁଜିମା...

ରାଜ୍ୟରେ ବିଦ୍ୟୁତ୍‌ ସଙ୍କଟ ଉତ୍କଟ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଏକଦା ବଳକା ବିଦ୍ୟୁତ୍‌ ରାଜ୍ୟ ବୋଲି ଡିିଣ୍ଡିମ ପିଟୁଥିବା ଓଡ଼ିଶା ଏବେ ଉତ୍କଟ ବିଦ୍ୟୁତ୍‌ ସଙ୍କଟର ସମ୍ମୁଖୀନ ହୋଇଛି। ପରିସ୍ଥିତି ଏପରି ହେଲାଣି ଯେ, ବାହାର ରାଜ୍ୟକୁ ବିଦ୍ୟୁତ୍‌ ବିକ୍ରି କରୁଥିବା ଓଡ଼ିଶା ଏବେ ଆନ୍ତଃରାଜ୍ୟ ଉତ୍ପାଦନ କେନ୍ଦ୍ରରୁ...

ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବେଳେ ତାଙ୍କୁ ବରଗଡ଼ ସହର ଉପକଣ୍ଠ ଏକ ହସ୍ପିଟାଲକୁ...

୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ରଖିଛନ୍ତି। ଏହି ପ୍ରସ୍ତାବକୁ ସମର୍ଥନ କରି ରାଜ୍ୟ ସ୍ବାଧୀନତା ସଂଗ୍ରାମ ସମିତି...

କ୍ୟାପିଟାଲ ହସ୍ପିଟାଲରେ ପୋଲିସକୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ବୁଧବାର ରାତିରେ କାର୍ଯ୍ୟରତ ୪ଜଣ ପୋଲିସ କର୍ମଚାରୀଙ୍କୁ ପ୍ରାୟ ୧୦ଜଣ ଯୁବକ ମାଡ଼ ମାରିଥିଲେ। ଏହି ଘଟଣାର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଛି। ଏହାର ଭିଡିଓ ଏବେ ଭାଇରାଲ ହେଲାଣି। ଏହାସତ୍ତ୍ୱେ ଥାନା ଅଧିକାରୀ...

ଭାରତର ବିଜ୍ଞାନ ଅଭିମୁଖୀ ଜନଯାତ୍ରା: ସାମିଲ ହେଲେ ବୈଜ୍ଞାନିକ, ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଭୁବନେଶ୍ୱର ସମେତ ଦେଶର ପ୍ରାୟ ୮୦ଟି ସହରରେ ହଜାର ହଜାର ସଂଖ୍ୟାରେ ବୈଜ୍ଞାନିକ, ଗବେଷକ ତଥା ବିଜ୍ଞାନପ୍ରେମୀ ଛାତ୍ରୀଛାତ୍ରଙ୍କ ସହ ‘ଭାରତର ବିଜ୍ଞାନ ଅଭିମୁଖୀ ଜନଯାତ୍ରା’ ପାଳନ କରିଛନ୍ତି। ଜନଗଣ ସମାଜର ବୈଜ୍ଞାନିକ ଚିନ୍ତାର ପ୍ରଚାର-ପ୍ରସାର କରିବା...

୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ

ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ ଧରି ଅନୁଷ୍ଠିତ ହୋଇ ୧୫ତାରିଖରେ ସମାପ୍ତ ହେବ। ଏହି ଅବସରରେ ଚଳିତ ବର୍ଷ...

ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ

ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ ଅତିବାହିତ କରିବାକୁ ପଡେ ସେମାନଙ୍କୁ। ଘର ବାହାରକୁ ପାଦ ବଢାଇବା ମାତ୍ରେ ଖାଲି...

୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ ନେଇ ଧରପଗଡ ପରେ ମେଟ୍ରୋ ସହର ବେପାରୀ ଏବେ ପୁରୀ ମୁହଁ।...

ସ୍ବାଧୀନତା ଦିବସରେ ସୁରକ୍ଷା ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା: ପ୍ରଦର୍ଶନୀ ପଡ଼ିଆରେ ଲାଗିବ ସିସିଟିଭି

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ବିଜୟ କୁମାର ଶର୍ମା ଦାୟିତ୍ୱ ନେବା ପରେ ଶୁକ୍ରବାର ଡିଜିପି କ୍ୟାମ୍ପ ଅଫିସରେ ପ୍ରଥମ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଟ୍ବିନ୍‌ ସିଟିର ଆଇନଶୃଙ୍ଖଳା ସ୍ଥିତି ଓ ସ୍ବାଧୀନତା ଦିବସ ପାଇଁ ସୁରକ୍ଷା...

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଯାଞ୍ଚ ପ୍ରକ୍ରିୟା ଗତ ୫ ତାରିଖରୁ ଆରମ୍ଭ ହୋଇଥିବାବେଳେ...

ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ, ଜଣେ ଅଟକ

ଚଣ୍ଡିଖୋଲ, ୧୦।୮(ଡି.ଏନ୍‌.ଏ.): ବଡ଼ଚଣା ଥାନା ଅଧୀନସ୍ଥ ବନ୍ଦାଳ ପଞ୍ଚାୟତର ଡିହକରନ୍ଦା ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାର ତିନି ଜଣଙ୍କୁ ସେହିଗ୍ରାମର ଜଣେ ଯୁବକ ମରାଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (୧୭୮/୧୯)ରୁଜୁକରି ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri