ରାଜ୍ୟ

ବିଚାରାଧୀନ କଏଦୀ ତୃତୀୟଥର ଫେରାର

ଭାପୁର,୧୦ା୮(ଡି.ଏନ.ଏ.): ଖଣ୍ଡପଡା ସବ୍‌ଜେଲରେ ବନ୍ଦୀ ଜୀବନ କାଟୁଥିବା ଜଣେ କଏଦୀ ଶୁକ୍ରବାର କୋର୍ଟ ଆସିଥିବାବେଳେ ତୃତୀୟଥର ପାଇଁ ଫେରାର ହୋଇଯାଇଛନ୍ତି। ସେ ହେଲେ ତପନ କୁମାର ରାଉତ (୨୭)। ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ଗ୍ରାମର ତପନ ଏକ...

ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ...

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ

ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ କମିଟି। ଏହା ଭାଜପାର ବେଆଇନ୍‌, ଅଗଣତାନ୍ତ୍ରିକତା, ଏକଛତ୍ରବାଦୀ ନୀତିକୁ ପ୍ରତିଫଳନ କରୁଛି...

ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ...

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ ସମେତ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ...

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଅଲିଫ ବୀର(୧୫)। ସେହିଭଳି...

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ ପାଇଁ ମଞ୍ଜୁରି ମିଳିଛି। ସହର ଭିତରେ ଓ ଗୋଟିଏ ସହରରୁ ଅନ୍ୟ...

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮ (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ...

୨୦୧୯ରେ ବିଏମ୍‌ସି ନିର୍ବାଚନ ନେଇ ଅନିଶ୍ଚିତତା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ଡିସେମ୍ବର ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ହେବା ନେଇ ଏବେ ଅନିଶ୍ଚିତତା ଦେଖାଦେଇଛି। ବିଏମ୍‌ସି କାଉନ୍‌ସିଲ ଭାଙ୍ଗିବାର ୮ମାସ ବିତିଥିଲେ ମଧ୍ୟ ଏଯାଏ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇନାହିଁ। ଗତ ଜାନୁୟାରୀ...

ଆକର୍ଷିତ କରୁଛି ପୁରାତନ ସାମଗ୍ରୀ

କଟକ ଅଫିସ,୯।୮: ବିଦେଶୀଙ୍କୁ ଆକୃଷ୍ଟ କରୁଛି କଟକ ଜିଲା ଖପୁରିଆସ୍ଥିତ ଆଇଟିଆଇ ସରକାରୀ କଲେଜ। ଏଠାରେ ଏକ ଦକ୍ଷତା ସଂଗ୍ରହାଳୟ ରହିଛି। ଏହା ରାଜ୍ୟର କୌଣସି ସରକାରୀ ଶିକ୍ଷାନୁଷ୍ଠାନରେ ଗଢ଼ି ଉଠିଥିବା ପ୍ରଥମ ଦକ୍ଷତା ସଂଗ୍ରହାଳୟ। କଲେଜ ଛାତ୍ରୀଛାତ୍ରଙ୍କ ଜ୍ଞାନକୌଶଳ...

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି।...

ସୁରଟରେ ଖୋଲିବ ୧୨ ଓଡ଼ିଆ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଗୁଜରାଟରେ ମୋଟ ୧୦ ଲକ୍ଷ ଓଡ଼ିଆ ବସବାସ କରୁଛନ୍ତି। ସେଥିରୁ ପ୍ରାୟ ୭ରୁ ୮ଲକ୍ଷ ଓଡିଆ ସୁରଟରେ ବାସକରନ୍ତି। ସେହି ଓଡିଆ ପରିବାରର ପିଲାମାନଙ୍କ ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ସେଠାକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri