ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।
ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି ୧୧ହଜାର ୫୭୪ ଖଣ୍ଡ ଭୋଟ। ଦ୍ୱିତୀୟ ସ୍ଥାନରେ କଂଗ୍ରେସର ପ୍ରଫୁଲ ପଣ୍ଡା ରହିଛନ୍ତି।...
ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଗୌରୀ ଶଙ୍କର ମାଝିଙ୍କୁ ୭୦୫୨ ଭୋଟରେ ହରାଇଛନ୍ତି ପ୍ରଧାନୀ। ତୃତୀୟ ସ୍ଥାନରେ...
Archives
Model This Week
ପିଲାଙ୍କ ଧରିତ୍ରୀ