ରାଜ୍ୟ

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫:  ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଗଲା। ସେପଟେ ମା’ଙ୍କୁ ଡାକ୍ତରଖାନାରେ ଭର୍ତ୍ତି...

ଦିନ ମଜୁରିଆଙ୍କ ଝିଅ ରଖିଲେ ୮୮.୫% ମାର୍କ

ଢେଙ୍କାନାଳ ଅଫିସ, ୨୩।୫: ପ୍ରତିକୂଳ ପରିସ୍ଥିତି ଆସିଲେ ଅନେକେ ଆଶା ଛାଡ଼ିଦିଅନ୍ତି। ଦାୟିତ୍ୱରୁ ମୁହଁ ଫେରାଇ ପିଠି ପଛ କରି ଫେରିଆସନ୍ତି। ସମାଜରେ ଏପରି ଉଦାହରଣର ଅଭାବନାହିଁ। ହେଲେ ସମସ୍ୟାବହୁଳ ଜୀବନ ଭିତରେ ମଧ୍ୟ ଏପରି ଅନେକ ଅଛନ୍ତି, ଯେଉଁମାନେ ନିଜର...

କେଉଁ ୪ ପ୍ରାର୍ଥୀଙ୍କ ମୁଣ୍ଡରେ ହାତୀ ଢାଳିବ ସୁନାକଳସ

ନୟାଗଡ଼ ଅଫିସ,୨୨।୫: ପ୍ରାୟ ଏକ ମାସ ଧରି ଇଭିଏମ୍‌ରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଖୋଲାଯିବ। ଏହି ଦିନ ଭୋଟଗଣତି ହେଉଥିବାରୁ ସବୁଠି ଉତ୍କଣ୍ଠା ପରିଲକ୍ଷିତ ହେଉଛି। ଜିଲାର ୪ ନିର୍ବାଚନମଣ୍ଡଳୀ ପାଇଁ ହୋଇଥିବା ନିର୍ବାଚନର ଗଣତି କାର୍ଯ୍ୟକ୍ରମ...

ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା

ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ...

ଚୋରା କୋଇଲା ବୋଝେଇ ଟ୍ରକ ଜବତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଅଞ୍ଚଳରେ ଥିବା ଏକ ଚୋରା କୋଇଲା ଖଣିରେ ମଙ୍ଗଳବାର ଛେଣ୍ଡିପଦା ପୋଲିସ ଚଢାଉ କରି ଏକ ଚୋରା କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୪ଏଚ୪୫୯୫)କୁ ଜବତ କରିଛି। ପୋଲିସ କହିଛି, ବିଳମ୍ବିତ ରାତିରେ ଉକ୍ତ ଚୋରା କୋଇଲା...

କେବୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ-ଛେଣ୍ଡିପଦା ୬୩ ନଂ. ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ରିସର୍ଚ ନର୍ସରୀ ପାଖରେ ଥିବା ତାରିଣୀ ମନ୍ଦିର ନିକଟରେ ଏକ ଟ୍ରକ (ନଂ.ଓଡି୧୯ଏଫ୨୭୪୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାପରେ ଗାଡ଼ି ଚାଳକ ଅଳ୍ପକେ ବର୍ତି ଯାଇ ଫେରାର ହୋଇ...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ...

ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ

ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା...

ଜୈବବିବିଧତା ବଜାୟ ରହିଲେ ପରିବେଶ ସମୃଦ୍ଧି ଅତୁଟ ରହିବ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ ଜିଲା କୋଶଳା ଚନ୍ଦନନଗର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କୋଶଳା ଚନ୍ଦନନଗର ବନ୍ୟପ୍ରାଣୀ ସମିତି ଓ ନିୟୁଜ ଅନୁଷ୍ଠାନ ଏବଂ କୋଶଳା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ପକ୍ଷରୁ ବୁଧବାର ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ ପାଳିତ ହୋଇଯାଇଛି।...

ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ...

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ସେ କନିଅର ମଞ୍ଜିଖାଇ ଅସୁସ୍ଥ ହେବା ପରେ ଅର୍ଜୁନଙ୍କୁ ସ୍ଥାନୀୟ...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri