ରାଜ୍ୟ

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ ଜନସାଧାରଣଙ୍କ ଲାଗି ଖୋଲା ରହିବ। ପୂର୍ବରୁ ବିଡିଏ ଦ୍ୱାରା ପରିଚାଳିତ ମୁଖ୍ୟ...

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍‌ ୧ରୁ ଅନୁଷ୍ଠିତ...

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା ପାତ୍ରଙ୍କୁ ଏହି ସହାୟତା ମିଳିଛି। ମା’ବାପା ଛେଉଣ୍ଡ ଶ୍ରେୟା ଜେଜେ ମା’...

ମର୍ଦ୍ଦରାଜପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରୁନି

ଖଣ୍ଡପଡ଼ା,୨୨ା୫(ସ୍ବ.ପ୍ର.)- ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ପରେ ଖଣ୍ଡପଡ଼ା ବ୍ଲକ ମର୍ଦ୍ଦରାଜପୁରଠାରେ ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର ଦୀର୍ଘ ୧୫ବର୍ଷ ବିତିଯାଇଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଫଳରେ ଏହାକୁ...

ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର ୩୩୮ ସ୍କୁଲର ୨୮,୨୫୯ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେବା ପାଇଁ...

କାନ୍ସ ରେଡ୍‌ କାର୍ପେଟରେ ସମ୍ବଲପୁରୀ ପୋଷାକ‘ଦି ଲାଷ୍ଟ୍‌ କଲର୍‌’ର ପ୍ରମୋଶନ କଲେ ଜିତେନ୍ଦ୍ର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟ୍‌ରେ ଚାଲିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କାନ୍ସରେ ସ୍ମାଇଲ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଫର୍‌...

ଦିନକ ପରେ ନିର୍ବାଚନ ଫଳ: ଭୋଟଗଣତି କେନ୍ଦ୍ରରେ କଡ଼ା ସୁରକ୍ଷା

ଢେଙ୍କାନାଳ ଅଫିସ, ୨୨।୫- ଖୋଲିବ ଇଭିଏମ୍‌ରେ ବନ୍ଦ ଥିବା ପ୍ରାର୍ଥୀଙ୍କ ଭାଗ୍ୟ। ଘଟିବ ସବୁ କଳ୍ପନାଜଳ୍ପନାର ଅନ୍ତ। କାହା ମୁଣ୍ଡରେ ଭୋଟର ସୁନାକଳସ ଢାଳିଛନ୍ତି ଏବଂ କାହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ତାହା ସ୍ପଷ୍ଟ ହେବ। ନିର୍ବାଚନର ଅନ୍ତିମ ପର୍ବ ଭୋଟ...

ଭୋଟ ଗଣତି ପାଇଁ ସରିଲା ପ୍ରସ୍ତୁତି: ମୋଟ୍‌ ୧୬ ଟେବୁଲ ପାଇଁ କର୍ମଚାରୀ ନିୟୋଜିତ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ତାରିଖର ଭୋଟ ଗଣତି ପାଇଁ ଆବଶ୍ୟକ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ, ଅଣୁ ପର୍ଯ୍ୟବେକ୍ଷକ ଓ ଅତିରିକ୍ତ ଅଣୁ ପର୍ଯ୍ୟବେକ୍ଷକମାନଙ୍କ ରାଣ୍ଡୋମାଇଜେଶନ କାର୍ଯ୍ୟ ମଙ୍ଗଳବାର ଏନ୍‌ଆଇସି ଭିଡିଓ...

୩ବର୍ଷ ହେଲା ସରୁନି ରାସ୍ତା ନିର୍ମାଣ: ଅଧାରେ ଅଟକିଛି ବିସ୍ତାପାଳ-ମଙ୍ଗଳାପଶି ସଡ଼କ ଯୋଜନା

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା କାର୍ଯ୍ୟ ଅନେକ ଜାଗାରେ ଅଧାପନ୍ତରିଆ ହୋଇ ପଡି ରହିବା କାରଣରୁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଗମନାଗମନରେ ଅସୁବିଧା ଭୋଗୁଛନ୍ତି। କିନ୍ତୁ...

ଆନନ୍ଦପୁର ଭିଆଇପି ରୋଡ ଦୁରବସ୍ଥା: ଯେତେ ଲୁଚେଇଲେ ବି ଲୁଚୁନି ଫାଟ

ଆନନ୍ଦପୁର,୨୨। ୫(ସ୍ବ.ପ୍ର.)-ବର୍ଷାକୁ ଡର ଭିଆଇପି ରୋଡ। ସାମାନ୍ୟ ବର୍ଷା ହେଲେ ଫାଟି ଆଁ କରୁଛି। ଥରେ ନୁହେଁ କି ଅଧେ ନୁହେଁ ତିନି ତିନି ଥର ଠିକାଦାରଙ୍କ ତାଳିପକା ଉଦ୍ୟମ ବ୍ୟର୍ଥ ହେଉଛି। ଏବେ ରାସ୍ତାର ସ୍ଥାୟୀତ୍ୱକୁ ନେଇ ଉଠିଛି...

ଝରଣା ପାଣି ଏକମାତ୍ର ଭରସା

ତେଲକୋଇ, ୨୨।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତ ଅଧୀନରେ ରହିଛି କାଞ୍ଜିଆଝରଣ ବସ୍ତି । ପାହାଡ ଉପରେ ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଭୂୟାଁ ଜନଜାତି ପରିବାର ପାଣିପାଇଁ ଡହଳବିକଳ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଛନ୍ତି। ପାହାଡ ଉପରେ...

ଗଣତି କାର୍ଯ୍ୟ ଶୃଙ୍ଖଳିତ କରିବାକୁ ତତ୍ପରତା

ବାଲେଶ୍ୱର ଅଫିସ, ୨୨।୫-ସାଧାରଣ ନିର୍ବାଚନ ପରେ ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ବଢ଼ି ଚାଲିଥିବା ବେଳେ ଆସନ୍ତା ୨୩ତାରିଖରେ ଗଣତି ହେବ। ବାଲେଶ୍ୱର ଜିଲାର ଲୋକ ସଭା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri