ରାଜ୍ୟ

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର...

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦...

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ

ଭଞ୍ଜନଗର,୧୮।୫(ଡି.ଏନ୍‌.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ।...

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ।...

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍‌ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍‌ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର ସମ୍ମାନିତ କରିଛନ୍ତି। କମିଶନରେଟ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କମିଶନର ସତ୍ୟଜିତ...

ଛେଣ୍ଡିପଦା ଅଞ୍ଚଳରେ ଘନ କୁହୁଡି

ଛେଣ୍ଡିପଦା,୧୮।୫(ଡି.ଏନ୍‌.ଏ): ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳ ସମେତ ଜରପଡା ଥାନା ଅଞ୍ଚଳରେ ଶନିବାର ସକାଳେ ଘନ କୁହୁଡି ହୋଇଥିବା ଦେଖିବାକୁ ମିଳିଛି। ପ୍ରାୟ ୩ରୁ ୪ ଘଣ୍ଟା ଧରି ଆକାଶରେ ଘନ କୁହୁଡି ଲାଗି ରହିଥିଲା। ଘନ କୁହୁଡି...

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ ବିସ୍ଫୋରଣ ଘଟାଇଛନ୍ତି। ଏହି ବିସ୍ଫୋରଣରେ ପଞ୍ଚାୟତ ଅଫିସ ନଷ୍ଟ ହୋଇଯାଇଥିବା ବେଳେ ଏଥିରେ...

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ ବାଲିଆପାଳ ଯାଉଥିବା ବେଳେ ଉତ୍ତେରେଶ୍ୱର ବସ୍‌ ଷ୍ଟୋପେଜ୍‌ରେ ଛିଡା ହୋଇଥିଲା। ସେହି ସମୟରେ...

ନୀଳଗିରି ଲାଙ୍ଗୁର ମାଙ୍କଡ଼ ଗୁରୁତର

ନରାଜ,୧୮ା୫(ଡି.ଏନ୍‌.ଏ.): ଚଳିତବର୍ଷ ନନ୍ଦନାକାନନରେ ପ୍ରଥମ କରି ଶୁକ୍ରବାର ଜନ୍ତୁଙ୍କ ଉପରେ ଗ୍ରୀଷ୍ମ ତାପର ପ୍ରଭାବ ଦେଖିବାକୁ ମିଳିଛି। ନନ୍ଦନକାନନ ଖୁଆଡ ନଂ ୫୩ରେ ରହୁଥିବା ଅଣ୍ଡିରା ନୀଳଗିରି ଲାଙ୍ଗୁର ଗୁରୁତୁର ଭାବେ ଅସୁସ୍ଥ ହୋଇ ନନ୍ଦନକାନନ ପ୍ରାଣୀ ଚିକିତ୍ସାକେନ୍ଦ୍ରର ଆଇସୁଲେଶନ...

ଟ୍ରଲି ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାତାରାତି ବିପୁଳ ଟଙ୍କା ରୋଜଗାର କରିବା ନିଶା ଏବେ ଗଞ୍ଜେଇ ମାଫିଆଙ୍କୁ ଘାରିଛି। ଅତି ଚତୁରତାର ସହ ନୂଆ ତରିକାରେ ଚାଲୁଛି ଗଞ୍ଜେଇ ଚାଲାଣ। ପୋଲିସ ଓ ଅବକାରୀ ବିଭାଗ କବଳରୁ ଖସିବାକୁ ମଧ୍ୟ ବଦଳାଉଛନ୍ତି କାରବାରର ଧାରା।...

ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ସକାଳେ ଭିଜିଲାନ୍ସ ହାତରେ...

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ ପତ୍ନୀ ସଞ୍ଜୁଲତା (୫୨) ନିଜ ବଗିଚାକୁ ଆମ୍ବ ତୋଳିବାକୁ ଯାଉଥିବା ବେଳେ ହାତୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri