ରାଜ୍ୟ

ରଥରେ ଯାନ୍ତି ଦଶାବତାର ଦିଅଁ

ପୁରୀ ଅଫିସ, ୩୦ା୬: ଆସନ୍ତା ୪ ତାରିଖରେ ରଥଯାତ୍ରା। ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ରଥଖଳାରେ ତିନିରଥ ନିର୍ମାଣ ବି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଣସରରେ ଥିବା ଠାକୁର ଏବେ ସୁସ୍ଥ...

ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି

ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା। ଫୁଲୁରୀ ତେଲ ଓ ଓଷୁଅ ଲାଗି ପରେ ଏକାଦଶୀରେ ଦଶମୂଳ ମୋଦକ ଖାଇ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦ ମୃତ

ଚିକିଟି,୩୦ା୬(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ସୋରଳ ପଞ୍ଚାୟତ କଇଠା ଗ୍ରାମରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି ା ଗ୍ରାମ ମଝିରେ ଥିବା ଗୁହାଳକୁ ପ୍ରବେଶ କରିବା ପୂର୍ବରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦଙ୍କ ମୃତ୍ୟୁ ଘଟିଛି। ବଳଦ ମାଲିକ...

ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ। ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ପ୍ରଯୋଜକ ଭାବେ ରାଉତଙ୍କ ଅବଦାନ ସର୍ବଦା...

ଇନ୍‌ଫର୍ମର ସନ୍ଦେହରେ ମାଓବାଦୀ ତିନି ଗ୍ରାମବାସୀଙ୍କୁ ଉଠାଇନେବା ଘଟଣା: ଜଣଙ୍କୁ ହତ୍ୟା, ଦୁଇ ଜଣଙ୍କୁ ଛାଡିଦେଲେ

ମାଲକାନଗିରି,୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା କୁକୁରକୁଣ୍ଡର ୩ ଗ୍ରାମବାସୀଙ୍କୁ ମାଓବାଦୀ ଉଠାଇ ନେଇଥିଲେ। ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ସେମାନଙ୍କୁ ଉଠାଇନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଗୁଜା କୋବାସୀ।...

ପରଲୋକରେ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତ

କଟକ ଅଫିସ,୩୦ା୬ : ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ କେଶବ ରାଉତଙ୍କ କଟକ ଶଙ୍କରପୁରସ୍ଥିତ ବାସଭବନରେ ହୃଦ୍‌ଘାତରେ ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ସ୍ବର୍ଗତ ରାଉତ ‘ସୁନା ହରିଣୀ’, ‘ସୁନା ଚଢ଼େଇ’, ‘ସନ୍ତାନ’ ଓ...

ଖୋର୍ଦ୍ଧାରେ ଏସ୍‌ଟିଏଫ୍‌ର ଏନ୍‌କାଉଣ୍ଟର: ଆହତ ଅବସ୍ଥାରେ ଖସିଗଲେ ଅଭିଯୁକ୍ତ ସଞ୍ଜୟ; କାର୍‌, ରକ୍ତଭିଜା ଶାର୍ଟ ଜବତ, ଜଣେ ଗିରଫ

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଖୋର୍ଦ୍ଧା ଏଲ୍‌ଆଇସି ପଡ଼ିଆରେ ଶନିବାର ରାତିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସହ ଅପରାଧୀ ମୁହାଁମୁହଁି ହୋଇଛନ୍ତି। ଉଭୟ ପକ୍ଷରୁ ବହୁ ରାଉଣ୍ଡ୍‌ ଗୁଳି ବିନିମୟ ହୋଇଥିବାବେଳେ ଏସ୍‌ଟିଏଫ୍‌ ଗୁଳିରେ ଏକାଧିକ ଆହତ ହୋଇଥିବା ଜଣାପଡିଛି। ପୋଲିସ ଜଣଙ୍କୁ...

କଟକ ଶିଶୁଭବନରେ ନବଜାତକଙ୍କୁ ଚିକିତ୍ସାରେ ଅବହେଳା: ବାପାଙ୍କ ଫେସ୍‌ବୁକ ପୋଷ୍ଟ ପରେ ସ୍ଥିତି ବଦଳିଲା

କଟକ ଅଫିସ,୩୦ା୬: ପୁଣି ଚର୍ଚ୍ଚାର ପରିସରକୁ ଆସିଛି କଟକ ଶିଶୁଭବନ। ୨ଦିନ ତଳେ ଜନ୍ମ ହୋଇଥିବା ଏକ ନବଜାତ ଶିଶୁପୁତ୍ରଙ୍କ ଚିକିତ୍ସାରେ ଅବହେଳା କରାଯାଉଥିଲା। ଡାକ୍ତର, କର୍ମଚାରୀଙ୍କୁ ଯେତେ ଗୁହାରି କଲେ ମଧ୍ୟ କେହି କିଛି ଶୁଣି ନ ଥିଲେ।...

ଆଉ ଠକିପାରିବେନି ଅଧ୍ୟାପକ: ୭ଘଣ୍ଟା କଲେଜରେ ରହିବେ, ୫ ଘଣ୍ଟା ପାଠ ପଢ଼ାଇବେ; ଉପସ୍ଥାନ ୭୫%ରୁ କମିଲେ ପରୀକ୍ଷା ମନା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କଲେଜରେ ଛାତ୍ରୀଛାତ୍ର ଓ ଅଧ୍ୟାପକମାନଙ୍କ ଭଲ ଉପସ୍ଥାନ ଓ ପାଠପଢ଼ାକୁ ଗୁରୁତ୍ୱ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜ ଛାତ୍ରୀଛାତ୍ରମାନଙ୍କ ପାଇଁ ଶ୍ରେଣୀରେ ୭୫% ଉପସ୍ଥାନ ବାଧ୍ୟତାମୂଳକ। ନଚେତ୍‌ ପରୀକ୍ଷା ଦେବାରୁ ବଞ୍ଚତ୍ତ ହେବେ। ସେହିପରି ଅଧ୍ୟାପକଙ୍କର ଓ୍ବାର୍କିଂ...

ନାଇଜେରିଆରୁ ମୁକୁଳିଲେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ୫ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ସହଯୋଗରେ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁଦୀପ ଚୌଧୁରୀ ନାମକ ଜଣେ ଓଡ଼ିଆ ନାବିକ ଅଛନ୍ତି। ସେମାନେ ସୁରକ୍ଷିତଭାବେ ମୁକ୍ତ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବହିର୍ବ୍ୟାପାର ମନ୍ତ୍ରୀ...

ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ...

ଓଡ଼ିଆ ଆଇପିଏସ୍‌ ଅଫିସର ତାମିଲନାଡୁ ଡିଜିପି

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ ଔପଚାରିକଭାବେ ଘୋଷଣା କରାଯାଇଛି। ପୂର୍ବରୁ ସେ ଚେନ୍ନାଇର ପୋଲିସ କମିଶନର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri