ରାଜ୍ୟ

ଯାତ୍ରାରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ବଢୁଛି ବିବାଦ, ଖୁବଶୀଘ୍ର ଆସିବ ଆଇନ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର,୩ା୧୧: ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଖୁବଶୀଘ୍ର ଏକ ଆଇନ ଆସିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସଂସ୍କୃତି ବିଭାଗ ପକ୍ଷରୁ ଆଇନ ବିଭାଗକୁ ସହଯୋଗ କରାଯିବ ବୋଲି...

ମଣିଷ ଗନ୍ଧ ବାରି ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ

କେନ୍ଦୁଝର,୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଜଗଦଳା ଡ୍ୟାମ ନିକଟ ଗ୍ରାମରୁ ଉଦ୍ଧାର ହୋଇଥିବା ଛୁଆହାତୀକୁ ରବିବାର ବନ ବିଭାଗ ପୁଣି ଥରେ ମା’ ଓ ହାତୀପଲ ସହିତ ସାମିଲ କରିବାକୁ ଉଦ୍ୟମ କରିଛି। ଛୁଆହାତୀକୁ ବସନ୍ତପୁର...

ଚଳିତ ବର୍ଷ ମଲେଣି ୫୦ ହାତୀ, ଚିନ୍ତା ପ୍ରକଟ କରି ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୧୧: ଚଳିତ ବର୍ଷ ଓଡ଼ିଶାରେ ୫୦ ହାତୀ ଅପମୃତ୍ୟୁର ଶିକାର ହୋଇଥିବା ରିପୋର୍ଟ ହୋଇଛି।ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟଣାର...

ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩।୧୧: ନଭେମ୍ବର ୧୮ ରୁ ତିନି ଦିନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଶାନ୍ତ ବର୍ଷ ହେଵାଉ ଥିବା ଉତ୍କଳ ଓଡ଼ିଶା କନକ୍ଲେଭ ପୂର୍ବରୁ ସିଙ୍ଗାପୁରରେ ଏକ ରୋଡ୍ ସୋ ସହିତ...

କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୧: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ...

ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

କୋକସରା,୩।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ସେମାନେ ଗୁରୁତର ଅବସ୍ଥାରେ ପର୍ଲା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଦମ୍ପତି...

ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ

ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ,...

ଲକ୍ଷ୍ମୀ ବସ୍‌ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ...

ମନ କଥା କହିଦେଲେ ତାରା, ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା

ଭୁବନେଶ୍ୱର,୩ା୧୧: ଭାଜପା-ବିଜେଡି ସଂଘର୍ଷରେ ଆମର ଫାଇଦା ବୋଲି ରବିବାର କହିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ଭାଜପା କହୁଛି ବିଜେଡିରୁ ୪୦ ପଳେଇ ଆସିବେ, ବିଜେଡି କହୁଛି ଭାଜପାରୁ ୩୦ ଆସିବେ। ଏସବୁ ମିଛ, ଖାଲି ମିଡିଆରେ ନାଁ ବାହାରିବା...

‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’

ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି,...

‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’

ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ...

ଆମ୍ବଟାକୁଆ ଜନିତ ମୃତ୍ୟୁ ଘଟଣା: ପ୍ରଶାସନର ବଡ଼ ପଦକ୍ଷେପ, ଘରକୁ ଘର ବୁଲି ସଚେତନ କରୁଛନ୍ତି ଅଙ୍ଗନବାଡ଼ି କର୍ମୀ

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ଆମ୍ବଟାକୁଆ ଖାଇ ମାଣ୍ଡିପଙ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଗାଁରେ ଏପରି ଅଘଟଣ ଘଟିବା ପରେ ପ୍ରଶାସନ ତତ୍ପର ହୋଇଉଠିଛି। ତେବେ ଆମ୍ବଟାକୁଆକୁ ଖାଦ୍ୟ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri