ରାଜ୍ୟ

୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା

କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି ବ୍ଲକର ବିଡିଓ ତାଙ୍କ ଭାଇ ବାହାଘର ପାଇଁ ଛୁଟିରେ ରହିଥିତ୍ବା ବେଳେ ଉଭୟ...

ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ପ୍ରାଥମିକ ବିଦ୍ୟାଳୟ: ଅଧାପନ୍ତରିଆ ଅବସ୍ଥାରେ ନିର୍ମାଣ କାର୍ଯ୍ୟ

ନୂଆଗାଁ,୨୨।୬(ଡି.ଏନ୍‌.ଏ.): ଦେଶରୁ ନିରକ୍ଷରତା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ପିଲାମାନେ ସ୍କୁଲ ଯିବା ପ୍ରତି ଉତ୍ସାହିତ କରିବା ନିମନ୍ତେ ମାଗଣା ପୋଷାକ, ମଧ୍ୟାହ୍ନଭୋଜନ ଓ ବିନା ମୂଲ୍ୟରେ ପୁସ୍ତକ ଆଦି ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଛି।...

ଓଡ଼ଗାଁ ଏନ୍‌ଏସି: ପଲିଥିନ ବ୍ୟବହାର ଉପରେ କଟକଣା

ଓଡ଼ଗାଁ,୨୨ା୬(ସ୍ବ.ପ୍ର.): ଶୁକ୍ରବାର ଓଡଗାଁ ଏନ୍‌ଏସି ତରଫରୁ ଆନୁଷ୍ଠାନିକ ଭାବେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ଏଥିନିମନ୍ତେ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏକ ସଚେତନତା ରଥକୁ ନୟାଗଡ଼ ଉପଜିଲାପାଳ ଜିତେନ୍ଦ୍ର କୁମାର ସାହୁ...

ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ଧାରଣା

ଖଣ୍ଡପଡା,୨୨।୬(ସ୍ବ.ପ୍ର.): ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ସିଘାଂପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଶୁକ୍ରବାର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ସେମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଉକ୍ତ ବିଦ୍ୟାଳୟ...

ହୋଇପାରିଲାନି ସ୍କୁଲ ମରାମତି କାର୍ଯ୍ୟ: ବର୍ଷାରେ ଭିଜି ବାରଣ୍ଡାରେ ପଢିଲେ ଛାତ୍ରୀଛାତ୍ର

ରଣପୁର,୨୨।୬(ସ୍ବ.ପ୍ର.:ସାମୁଦ୍ରିକ ଝଡ ଫନୀ ପ୍ରଭାବରେ ନୟାଗଡ ଜିଲାର ରଣପୁର ବ୍ଲକ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଗତ ମେ ୩ତାରିଖରେ ସଂଘଟିତ ହୋଇଥିବା ବାତ୍ୟାକୁ ଏ ମଧ୍ୟରେ ଦେଢମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବାତ୍ୟା ପ୍ରଭାବରୁ ସାଧାରଣ ଲୋକେ ସୁଧୁରି ପାରିନାହାନ୍ତି।...

ଶହୀଦଙ୍କ କଫିନ୍‌ରେ ବିଜେଡି ପତାକା

ଭୁବନେଶ୍ୱର, (ବ୍ୟୁରୋ)/କାମାକ୍ଷାନଗର, ୨୨।୬(ଡି.ଏନ.ଏ.) – ଜମ୍ମୁ-କଶ୍ମୀରର ଅନନ୍ତନାଗଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ କଫିନ୍‌ରେ ଶାସକ ବିଜେଡିର ଦଳୀୟ ପତାକା ଘୋଡ଼ାଯିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ...

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା...

ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି

ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍‌.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ ଯାଇଥିଲେ। ସେଠାରେ ରାତ୍ରଭୋଜନ ସାରି ପ୍ରାୟ ୧୦ଟାରେ ଘରକୁ ଫେରିଥିଲେ। ଗ୍ରୀଲ୍‌...

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା...

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି...

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା...

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୧।୬: ରାଜ୍ୟ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି, ବିଜେଡି ନେତା ତଥା ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଓ ଦଳୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri