ରାଜ୍ୟ

ରାଜ୍ୟର ୨୪ ଜିଲାରେ ପହଞ୍ଚିଲା ମୌସୁମୀ ବାୟୁ, ବାକି ୬ ଜିଲା…

ଭୁବନେଶ଼୍ବର, ୨୧।୦୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି । ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟର ୨୪ଟି ଜିଲ୍ଲାକୁ ମୌସୁମୀ ବାୟୁ ଛୁଇଁଥିବା ଜଣାପଡ଼ିଛି । ଅନ୍ୟ ୬ଟି ଜିଲ୍ଲା- ମୟୁରଭଞ୍ଜ,...

ହାଇକୋର୍ଟ ଗଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୨୧।୬: ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ଭାଜପା ନେତା ଦିଲ୍ଲୀପ ରାୟ। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି। ସୂଚନାଥାଉ କି, ଶାରଦାଙ୍କ...

ଲୋକ ସଭାରେ ଭର୍ତ୍ତୃହରୀଙ୍କ ନିଯୁକ୍ତିକୁ ବିରୋଧ କରୁଛି କଂଗ୍ରେସ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୧।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ତୃତୀୟ ସରକାରଙ୍କ ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ବରିଷ୍ଠ ଏମ୍‌ପି ଭର୍ତ୍ତୃହରୀ ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ୧୮ତମ...

ବାଣୀବିହାରରେ ପୁଣି ଆରମ୍ଭ ହେବ ଯୋଗ ବିଭାଗ

ଭୁବନେଶ୍ୱର,୨୧।୬: ଜୁନ ୨୧ରେ କେବଳ ଆମ ରାଜ୍ୟରେ ନୁହେଁ ସାରା ଦେଶରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ତେବେ ଏନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବାକୁ ଯାଉଛି ଯୋଗ ବିଭାଗ ।...

ସ୍ନାନଯାତ୍ରା ନେଇ ପ୍ରସ୍ତୁତି ଚୁଡ଼ାନ୍ତ: ଜଗିବେ ୬୮ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ,୨୧ା୬: ଶନିବାର ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା। ସ୍ନାନବେଦିରେ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ହେବ ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ନେଇ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ...

ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ...

ପ୍ରତିଦିନ ଏହି ସମୟରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା...

ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାଶ: ଭାଇଙ୍କଠାରୁ କୋଟିଏ ଟଙ୍କା ଝଡ଼ାଇବାକୁ ନିଜେ ରଚିଥିଲେ ନାଟକ

ଭୁବନେଶ୍ୱର,୨୧ା୬: ଭୁବନେଶ୍ବରରୁ ମହିଳା ଅପହରଣ ମାମଲାର ପର୍ଦ୍ଦାଫାଶ କରିଛି ପୋଲିସ। ନିଜ ଭାଇଙ୍କଠାରୁ ୧ କୋଟି ଟଙ୍କା ଝଡ଼ାଇବାକୁ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ଅପହରଣ ନାଟକ ରଚିଥିଲେ। ସମ୍ପୃକ୍ତ ମହିଳାଙ୍କୁ ଅପହରଣକାରୀଙ୍କ ସହିତ ନୟାଗଡ଼ରୁ...

ଦାରିଙ୍ଗବାଡ଼ିରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପ୍ରାକ୍‌ ମୌସମୀ ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ବ୍ଲକ ଅଞ୍ଚଳର ପ୍ରାୟ ବିଭିନ୍ନ ଗାଁରେ...

କାଳିମାଡ଼କୁ ନେଇ ଆସିଲା ଶରତଙ୍କ ପ୍ରତିକ୍ରିୟା, କହିଲେ ଏହିମାନେ କରିଛନ୍ତି…

ଭୁବନେଶ୍ୱର,୨୧।୬: କାଳିମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତିକ୍ରିୟା ରଖିଛନ୍ତି। ଶରତ କହିଛନ୍ତି, ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି। ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା। ଏସବୁ ନେଇ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତ୍ୟେକ ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୧।୬: ଆଜି ରାଜ୍ୟରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀରରେ ଯୋଗ ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯୋଗ ଓ ଆୟୁର୍ବେଦର ପ୍ରଚାର ପାଇଁ ପ୍ରତ୍ୟେକ ପଞ୍ଚାୟତରେ ଆରୋଗ୍ୟମ...

ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼, ଭିଡିଓ ଦେଖିଲେ…

ଭୁବନେଶ୍ୱର,୨୧ା୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଶୁକ୍ରବାର କାଳିମାଡ଼ ହୋଇଥିବା ଜଣାପଡ଼ିଛି। କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। ଦଳର ଅସନ୍ତୋଷ ଗୋଷ୍ଠୀ କାଳିମାଡ଼ କରିଥିବା ଜଣାପଡ଼ିଛି। କାଳିମାଡ଼କୁ ନେଇ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri