ରାଜ୍ୟ

୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବର ଘଟଣାକ୍ରମକୁ ଯଦି ଦେଖାଯାଏ,...

ନବୀନଙ୍କ ୫ମ ପାଳିରେ ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିବ ରାଜ୍ୟ ସଙ୍ଗୀତ ମାନ୍ୟତା: ଦିଲୀପ ଦାଶଶର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଉତ୍କଳ ସମ୍ମିଳନୀ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ସମ୍ମିଳନୀର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲୀପ ଦାଶଶର୍ମା ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନାଦେଇ କହିଛନ୍ତି ଯେ,...

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ ବିଦ୍ୟୁତ୍‌ ସଜାଡିବା ଆରମ୍ଭ କରିଛି। ବାତ୍ୟାକୁ ୨୫ ଦିନ ବିତିଥିଲେ ମଧ୍ୟ ପୁରୀ...

ଟ୍ରକ୍‌ ଧକ୍କାରେ ପରିବାରର ୩ ଜଣଙ୍କ ଜୀବନ ଗଲା : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବେଲପାହାଡ଼,୨୯।୫(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୌଡପଡା ନିକଟସ୍ଥ ଜାତୀୟ ରାଜପଥ ୪୯ରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକମାନେ ହେଲେ କୁଡାଲୋ ଗାଁର...

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ...

ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ନରେନ୍ଦ୍ର ମୋଦି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ଓ ତାଙ୍କ ଟିମ୍‌କୁ ଅଭିନନ୍ଦନ। ଓଡ଼ିଶାର...

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ...

ନବୀନଙ୍କ ଶପଥ ଉତ୍ସବ ପୂର୍ବରୁ ଚଳଚଞ୍ଚଳ ପ୍ରଦର୍ଶନୀ ପଡ଼ିଆ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ୍‌ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରୀମଣ୍ଡଳ ଶପଥ...

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୪...

ପରଲୋକରେ ସିନେ ଅଭିନେତା ସୁନିଲ ନାୟକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଓଡ଼ିଆ ଧାରାବାହିକ ତଥା ସିନେ ଅଭିନେତା ସୁନିଲ ନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ହୋଇଥିଲା। ହୃଦ୍‌ଘାତରେ ସୁନିଲଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏକ କମେଡି ଧାରାବାହିକର ସୁଟିଂ ସେଟ୍‌ରେ ସୁନିଲ ଅଚାନକ...

ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା, ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପଞ୍ଚମଥର ପାଇଁ ଓଡ଼ିଶାର ଶାସନ ଭାର ସମ୍ଭାଳିବେ ବିଜେଡି...

୨୦୩୫ ପର୍ଯ୍ୟନ୍ତ ଦେଶରେ ଖାଦ୍ୟାଭାବ ଭୟ ନାହିଁ

କଟକ ଅଫିସ, ୨୯।୫: ସମ୍ପ୍ରତି ଚାଇନା ବିଶ୍ୱରେ ସର୍ବାଧିକ ଧାନ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ପରିଗଣିତ ହେଉଛି। ଚାଇନାରେ ହେକ୍ଟର ପିଛା ହାରାହାରି ୬୦ କୁଇଣ୍ଟାଲ ଧାନ ଉତ୍ପାଦନ ହେଉଥିବା ବେଳେ ଭାରତରେ ହେକ୍ଟର ପିଛା ହାରାହାରି ୪୨ କୁଇଣ୍ଟାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri