ରାଜ୍ୟ

ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ତହସିଲଦାରଙ୍କୁ ଫେରାଦ

ଜୁନାଗଡ,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ବୁଧବାର ୫ ଦଫା ଦାବି ନେଇ ଜୁନାଗଡ ତହସିଲଦାରଙ୍କୁ ଫେରାଦ ହୋଇଛନ୍ତି । ଏ ବିଷୟରେ ତହସିଲଦାରଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି। ସ୍ବାଧୀନତାର ୭୨ବର୍ଷ ପରେ ମଧ୍ୟ...

ଭେଣ୍ଡର ରସିଦ୍‌ ଦାବିରେ ସମବାୟ ସମିତିରେ ତାଲା

ଭଣ୍ଡାରିପୋଖରୀ, ୨୬।୬ (ଡି.ଏନ.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ସେବା ସମବାୟ ସମିତିରେ ଗତ ଖରିଫ୍‌ ଧାନ ବିକ୍ରିର ଶେଷ ପର୍ଯ୍ୟାୟରେ ଧାନ ବିକ୍ରି କରିଥିବା ଚାଷୀମାନେ ଭେଣ୍ଡର ରସିଦ୍‌ ଦାବି କରି ବୁଧବାର ସମିତି କାର୍ଯ୍ୟାଳୟରେ...

ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତାହାର...

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି...

ଗଠନ ହେଲା ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି

ଭୁବନେଶ୍ୱର,୨୬।୬(ବ୍ୟୁରୋ) : ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାର କାର୍ଯ୍ୟ ପରାମର୍ଶଦାତା କମିଟି ଗଠନ କରିଛନ୍ତି। ସେ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା ମଧ୍ୟ କରିଛନ୍ତି। କମିଟିର ଅଧ୍ୟକ୍ଷ ବାଚସ୍ପତି ରହିଥିବା ବେଳେ ବିରୋଧୀ ଦଳ ନେତା...

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ। ଉପବାଚସ୍ପତି ନିର୍ବାଚନ ସକାଶେ ବିଧାନସଭା ପକ୍ଷରୁ ମଧ୍ୟ ବିଧିବଦ୍ଧ  ବିଜ୍ଞପ୍ତି ପ୍ରକାଶ...

ଜୁଲାଇ ପହିଲା ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସେ କହିଛନ୍ତି ଯେ, ନିମ୍ନମାନର ରାସ୍ତା କାର୍ଯ୍ୟ...

ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍‌ଟକ୍‌ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ

ମାଲକାନଗିରି,୨୬।୬(ସ୍ବ.ପ୍ର.): ସରକାରୀ ଡାକ୍ତରଖାନାରେ ନିୟୋଜିତ ଡାକ୍ତର ତଥା ନର୍ସମାନଙ୍କର ରୋଗୀଙ୍କୁ ଅବହେଳାର ଅନେକ ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ଶିଶୁମାନେ ଏଥିରୁ ବାଦ୍‌ ପଡ଼ୁନାହାନ୍ତି। ଏଭଳି ଏକ ଘଟଣାକ୍ରମରେ ମାଲକାନଗିରି ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା...

କଟକ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି

କଟକ ଅଫିସ୍‌,୨୬।୬: କଟକ ନଗର ମଣ୍ଡଳ ଅଧୀନ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି କଟକ ପ୍ରଧାନ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିରଳ ଡାକଟିକଟ ପ୍ରଦର୍ଶିତ ହୋଇଛି। କଟକ ନଗର ମଣ୍ଡଳ ବରିଷ୍ଠ ଡାକ ଅଧୀକ୍ଷକ...

ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍‌ଏଚ୍‌ଆରସିରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ ବିଷାକ୍ତ ମଦ ତିହିଡି ବ୍ଲକରେ ବାଣ୍ଟିଥିଲେ। ଏହା ପିଇବା ଦ୍ୱାରା ୧୨ଜଣଙ୍କ ମୃତ୍ୟୁ...

ଫ୍ଲାଟ୍‌ ଦେବା ନାଁରେ ନାଭି ଅଫିସରଙ୍କଠାରୁ ୭୧ଲକ୍ଷ ଠକେଇ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ଫ୍ଲାଟ ଦେବାକୁ କହି ଏକ ବିଲ୍ଡର ସଂସ୍ଥା ଜଣେ ମର୍ଚ୍ଚାଣ୍ଟ ନାଭି ଅଫିସରଙ୍କଠାରୁ ୭୧ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଏନେଇ ‘ଓଡିଶା ହୋମ୍‌ ଆଣ୍ଡ କମର୍ସିଆଲ ନାମକ ଏକ ବିଲ୍ଡର ସଂସ୍ଥା ନାମରେ ନୟାପଲ୍ଲୀ ଥାନାରେ...

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ ଗ୍ୟାଙ୍ଗ୍‌ର ୬ଜଣଙ୍କୁ କଟକରୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri