ରାଜ୍ୟ

ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ

ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ ଜଣେ ବ୍ୟକ୍ତି କୁରାଢ଼ିରେ ହାଣି ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରିଛନ୍ତି।...

ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ

ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ପଦ୍ମନାଭ ମଲ୍ଲିକଙ୍କ ପୁଅ ପ୍ରକାଶ। ତାଙ୍କ ଘର ଦିଗପହଣ୍ଡି ଥାନା...

ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ। ନୂଆ ସଦସ୍ୟଙ୍କୁ ଶପଥ ପାଠ କରାଉଛନ୍ତି ଅନ୍ତରୀଣ ବାଚସ୍ପତି ବୀରେନ୍ଦ୍ର କୁମାର। ପ୍ରଥମେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ସଂସ୍କୃତ ଭାଷାରେ ଶପଥ ନେଇଛନ୍ତି...

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ ସାଇବର ଥାନା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ସାଇବର ଥାନା। ଭୁବନେଶ୍ୱର, ବାଲେଶ୍ୱର ଏବଂ ଜୟପୁରରେ ଏହି ସାଇବର ଥାନା ପ୍ରତିଷ୍ଠା କରାଯିବ। ନୂଆ ସାଇବର ଥାନା ସମ୍ପର୍କରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ସୂଚନା ଦେଇଛନ୍ତି। ସେ...

ଇଚ୍ଛାପୁରସ୍ଥ ସ୍ନାନମଣ୍ଡପରେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା ଅଫିସ, ୧୭ା୬: ସୋମବାର ଦେବସ୍ନାନ ପୂର୍ଣ୍ଣିମା। ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉ ମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ନୀତି ଆରମ୍ଭ ହୋଇଛି। ସ୍ନାନପୂର୍ଣ୍ଣିମା ଉପଲକ୍ଷେ ରବିବାର ରାତିରେ ବଡ଼ସିଂହାର ବେଶ ପରେ...

ସିଂହଦ୍ୱାରରେ ଲାଗିଲା ଜୟ ବିଜୟ ମୂର୍ତ୍ତିି

ପୁରୀ ଅଫିସ,୧୭ା୬: ସିଂହଦ୍ୱାର ପ୍ରବେଶ ପଥରେ ଲାଗିଲା ଜୟ ବିଜୟ ମୂର୍ତ୍ତି। ବାତ୍ୟାରେ ଜୟ ବିଜୟ ମୂର୍ତ୍ତି ଭାଙ୍ଗି ଯାଇଥିଲା। ଏହା ପରେ ମୂର୍ତ୍ତି ସ୍ଥାପନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ନାନଯାତ୍ରା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୧୬ରେ ଏସଏସଆଇ...

ରଥଖଳାରୁ : ଆଜି ଉଠିବ ୪ ନାହାକା

ପୁରୀ ଅଫିସ, ୧୭ା୬ : ଅକ୍ଷୟ ତୃତୀୟାଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଚାଲିଛି ରଥକାମ। ଗତକାଲି ତିନି ରଥର ତଳେ ଖଞ୍ଜାଯାଇଥିବା ଦଣ୍ଡା ନମ୍ବର କରାଯାଇ ଅଖ ଉପରେ ଉଠିଥିଲା।...

୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍‌ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ...

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ...

ସ୍ନାନମଣ୍ଡପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୭ା୬: ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ଓହ୍ଲାଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂର୍ତ୍ତି। ଭୋର ୫ଟାରେ ମଙ୍ଗଳାର୍ପଣ ପରେ ୫.୨୦ରେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପରେ ସକାଳ ୬ଟାରେ ବଳଭଦ୍ର, ୬.୨୦ରେ ଦେବୀ ସୁଭଦ୍ରା ଏବଂ ୬.୪୦ରେ...

ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ

ମାଲକାନଗିରି,୧୭ା୬(ଡି.ଏନ.ଏ.)-  ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ...

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri