ରାଜ୍ୟ

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୮ା୬: ଆସନ୍ତା ଜୁଲାଇ ୪ ତାରିଖରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ କାମ ଆଗେଇ ଚାଲିଥିବାବେଳେ ଦୁଇଟି ରଥଯାତ୍ରା ସମନ୍ବୟ କମିଟି ବୈଠକ ସରିଲାଣି। ଆସନ୍ତା ୧୩ ତାରିଖରେ ଆଇନ...

ବିଭାଗୀୟ ତ୍ରୁଟି ବଢ଼ାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ସଡ଼କ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟ ବାରମ୍ବାର ଭର୍ତ୍ସନା କରିବା ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ରାସ୍ତା ଦୁର୍ଘଟଣା କ୍ଷେତ୍ରରେ ଦେଶର ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ବହୁ ଆଗରେ ରହିଛି। ସରକାରଙ୍କ କାର୍ଯ୍ୟରେ...

ବରଯାତ୍ରୀ ସହ କନ୍ୟାଘରେ ପହଞ୍ଚିଲେ ମହାଦେବ:ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ

ସମ୍ବଲପୁର, ୮ା୬ (ବ୍ୟୁରୋ): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ଦେବ ଦେବ ମହାଦେବ ବରାତିରେ ନଗର ପରିକ୍ରମା କରି କନ୍ୟାଘରେ ପହଞ୍ଚିଥିଲେ। ଏଥିସହ ଷଷ୍ଠୀ ତିଥିରେ ମାହେନ୍ଦ୍ର ମୁହୂର୍ତ୍ତରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ଜଗତଜନନୀ ମାତା ପାର୍ବତୀ...

ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ...

ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର, ୮ା୬(ବ୍ୟୁରୋ): ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ କେନ୍ଦ୍ରମନ୍ତ୍ରୀଭାବେ ଶପଥ ନେବାପରେ ପ୍ରଥମ ଥର ପାଇଁ ଶନିବାର ଓଡିଶା ଆସୁଛନ୍ତି। ସେମାନଙ୍କ ସହ ରାଜ୍ୟ ପ୍ରଭାରୀ ଅରୁଣ ସିଂ ମଧ୍ୟ ରାଜ୍ୟ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନେ...

କାଳିଆ ଯୋଜନା: ୩୨୩୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କୃଷକ ଆସିଷ୍ଟାନ୍ସ ଫର ଲାଇଭଲିହୁଡ୍‌ ଆଣ୍ଡ ଇନ୍‌କମ ଅଗ୍‌ମେଣ୍ଟେଶନ (କାଳିଆ) ଯୋଜନା ସକାଶେ ୩,୨୩୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ଯୋଗ୍ୟ ହିତାଧିକାରୀଙ୍କୁ...

ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ

ବ୍ରହ୍ମପୁର ଅଫିସ୍‌, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏଏନ୍‌-୩୨ ବିମାନ...

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳ ଓ ଖୋର୍ଦ୍ଧା ବନଖଣ୍ଡ...

ଘରୋଇ ହସ୍ପିଟାଲରେ ଯୁବକ ମୃତ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ବାପା

କଟକ ଅଫିସ, ୮ା୬: ଦୁର୍ଘଟଣା ଘଟିବା ପରେ ମୋ ପୁଅକୁ ଏସ୍‌ସିବି ମେଡିକାଲ ନେଇଥିଲି। ସେଠାରେ ଡାକ୍ତର ମୋତେ ଘରୋଇ ହସ୍ପିଟାଲ ନେବାକୁ ପରାମର୍ଶ ଦେଇଥିଲେ। ତାଙ୍କ ପରାମର୍ଶ ଅନୁଯାୟୀ, ମୁଁ ଉକ୍ତ ଘରୋଇ ହସ୍ପିଟାଲକୁ ପୁଅକୁ ନେଇଥିଲି। ହେଲେ...

ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ତେଜୁଛି ନାଉଗଁ। ରାଜନୀତି

ଜଗତ୍‌ସିଂହପୁର ଅଫିସ,୮ା୬: ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କୁ ନେଇ ଏବେ ଏକ ପ୍ରକାର ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି। ଜଗନ୍ନାଥ କଂଗ୍ରେସ ସମର୍ଥନରେ ବ୍ଲକ ଅଧ୍ୟକ୍ଷ ହୋଇଥିବାବେଳେ ଏବେ ତାଙ୍କ କାର୍ଯ୍ୟଧାରା ଉଭୟ କଂଗ୍ରେସ ଓ...

ଘରଭଙ୍ଗା ତଦନ୍ତରେ ଅନିୟମିତତା: ତହସିଲ କାର୍ଯ୍ୟାଳୟ ଘେରିଲେ ବାତ୍ୟା ବିପନ୍ନ

ବାଲିଆ,୮।୬: ଫନୀ ବାତ୍ୟା ପ୍ରଭାବରେ ବିରିଡ଼ି ତହସିଲ ଅଞ୍ଚଳରେ ବହୁ ଲୋକଙ୍କ ଘର ଭାଙ୍ଗିଯାଇଥିଲେ ମଧ୍ୟ ଅଦ୍ୟାବଧି ସେମାନଙ୍କୁ ପଲିଥିନ୍‌ ଖଣ୍ଡେ ମିଳିପାରିଲା ନାହିଁ। ଏପରି କି ଘରଭଙ୍ଗା ତଦନ୍ତ ଠିକ୍‌ ଭାବେ ନ ହେବାରୁ ବିପନ୍ନ ପରିବାର ଆରଆଇଙ୍କ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ୯ ସରପଞ୍ଚ ପ୍ରାର୍ଥୀ

କୁଜଙ୍ଗ,୮ା୬(ସ୍ବ.ପ୍ର.): ଜୁଲାଇ ୩ ତାରିଖରେ ହେବାକୁ ଥିବା ଢିଙ୍କିଆ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି। ୨୩ ଓ୍ବାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ୨୨ଟି ଓ୍ବାର୍ଡ ପାଇଁ ୪୮ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ୯ ନଂ. ଓ୍ବାର୍ଡଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri