ରାଜ୍ୟ

ନିୟମ ମାନୁନାହାନ୍ତି ପୌରସଂସ୍ଥା

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରେ ବର୍ଜ୍ୟବସ୍ତୁ ବୋଝ ବଢ଼ିବାରେ ଲାଗିଛି। ଦ୍ରୁତ ସହରୀକରଣ ଏବଂ ବେପରୁଆ ବର୍ଜ୍ୟବସ୍ତୁ ପରିଚାଳନା ଯୋଗୁ ଦୈନିକ ଶହ ଶହ ମେଟ୍ରିକ ଟନ୍‌ ଅଳିଆ ଏଣେତେଣେ ପଡିରହୁଛି। ସେଗୁଡିକୁ ଠିକ୍‌ ଢଙ୍ଗରେ ପରିଚାଳନା କରା ନ ଯିବାରୁ ପରିବେଶ...

ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ, ୪।୬: ଜଣାଶୁଣା ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ସୋମବାର ରାତି ୧୨ଟା୧୫ ମିନିଟରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗତ ମେ ୧୨ରେ ସଲିଲ ମୟୂରଭଞ୍ଜର କରଞ୍ଜିଆ ଯାଉଥିବାବେଳେ କେନ୍ଦୁଝର ଜିଲା...

ବ୍ଲକଗ୍ରାଣ୍ଟ ସ୍କୁଲ ମରାମତି ପାଇଁ ପ୍ରତିଶ୍ରୁତି ଦେଲେ ମନ୍ତ୍ରୀ

ଗୋପ, ୩।୬(ଡି.ଏନ୍‌.ଏ.)-ଫନୀରେ କ୍ଷୟକ୍ଷତି ହୋଇଥିବା ଗୋପ ବ୍ଲକର ସମସ୍ତ ବ୍ଲକଗ୍ରାଣ୍ଟ ସ୍କୁଲ ଗୁଡ଼ିକୁ ଶିକ୍ଷାବର୍ଷ ପୂର୍ବରୁ ମରାମତି କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଓଷ୍ଟା ପକ୍ଷରୁ ଗୋପଠାରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ...

ଫନୀକୁ ବିତିଲା ମାସେ ଏବେବି ହୋଇନି ଘରଭଙ୍ଗା ତଦନ୍ତ

ଗୋପ, ୩।୬(ଡି.ଏନ୍‌.ଏ.)-ସାମୁଦ୍ରିକ ଝଡ଼ ଫନୀକୁ ମାସେ ବିତିଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଲୋକମାନେ ଧୀରେ ଧୀରେ ମୁଖ୍ୟଧାରାକୁ ଫେରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ଘରଭଙ୍ଗା ତଦନ୍ତ ହୋଇନାହିଁ। ଏଭଳି ଘଟଣା ସାମ୍ନାକୁ ଆସିଛି ଗୋପ ବ୍ଲକରେ। ସବୁଠୁ ବେଶି ଆଶ୍ଚର୍ଯ୍ୟର...

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଓଡ଼ିଶାକୁ ଏଥର ମୌସୁମୀ ବିଳମ୍ବରେ ଛୁଇଁପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଉଛି। ସୂଚନା ଅନୁଯାୟୀ, ମୌସୁମୀ ଏବେ ଆଣ୍ଡାମାନକୁ ପ୍ରଭାବିତ କରି ଆଗକୁ ବଢ଼ୁଛି। ପୂର୍ବ ନିର୍ଦ୍ଧାରଣ ଅନୁସାରେ ୬ ସୁଦ୍ଧା...

ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି। କ୍ୟାପଟେନଙ୍କୁ ଶକ୍ତି ଭଳି ଚାଲେଞ୍ଜିଂ ବିଭାଗ ସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ...

ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ହେବା ପରେ ରବିବାର ସନ୍ଧ୍ୟାରେ ପ୍ରଥମ ଥର...

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ସୋନପୁର,...

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ ୯ଟି କଲେଜରେ କୌଣସି ଛାତ୍ରୀଛାତ୍ର ପାସ୍‌ କରିନାହାନ୍ତି। ୨୯ଟି କଲେଜରେ ସମସ୍ତ ଛାତ୍ରୀଛାତ୍ର...

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।...

ଯୁବକଙ୍କୁ କୁମ୍ଭୀର ଟାଣିନେବା ଘଟଣା: ମୃତଦେହ ଉଦ୍ଧାର, ବ୍ରାହ୍ମଣୀ ନଦୀକୁ କୁମ୍ଭୀର ମୁକ୍ତ କରିବାକୁ ଦାବି

ପଟ୍ଟାମୁଣ୍ଡାଇ, ୩।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ମଣ୍ଡପଡ଼ା ଗ୍ରାମର ସଞ୍ଜୟ କୁମାର ପ୍ରଧାନ(୪୭) ରବିବାର ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ବେଳେ ସୋମବାର ତାଙ୍କ କ୍ଷତବିକ୍ଷତ ମୃତଦେହ କିଛି ଦୂରରୁ ଉଦ୍ଧାର କରାଯାଇଛି। ପଟ୍ଟାମୁଣ୍ଡାଇ...

ଆଜି ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର, ୩ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଭବନରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହି ସମୟଠାରୁ ପରୀକ୍ଷାର୍ଥୀମାନେ www.chseodisha.nic.in ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri