ରାଜ୍ୟ

‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ ସ୍ଥାନ ପାଇଛନ୍ତି। ଚନ୍ଦ୍ରାଣୀ ସପ୍ତଦଶ ଲୋକ ସଭାରେ ସର୍ବକନିଷ୍ଠ ସଦସ୍ୟ। ୨୫ ବର୍ଷୀୟା...

କମିଲାନି ବିଦ୍ୟୁତ୍‌ ଯାତନା

ପୁରୀ ଅଫିସ/ନିମାପଡ଼ା,୩ା୬(ଡି.ଏନ.ଏ.): ୨୦୧୯ ମେ ୩ ତାରିଖ ଥିଲା ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନ। ସେହିଦିନ ପୂର୍ବାହ୍ନରେ ତାଣ୍ଡବ ରଚାଇଥିଲା ବାତ୍ୟା ଫନୀ। ପବନର ଘୁ ଘୁ ଗର୍ଜନ ଆଉ ବର୍ଷାମାଡ଼ରେ ଭାଙ୍ଗିଯାଇଥିଲା ଘର, ଗଛ, ବିଦ୍ୟୁତ୍‌...

ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’

(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬:  ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ ସେ ୨୦୦୪ ଏବଂ ୨୦୦୬ରେ ଅଭିଯାନ ଆରମ୍ଭ କରିଥିଲେ। ହେଲେ ପ୍ରତିକୂଳ...

ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ

ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍‌ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍‌ କାଟ୍‌ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍‌ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍‌ବ...

ବୋରିଂ ହେବାର ବର୍ଷେ ବିତିଲାଣି: ଅଧାରେ ଅଟକିଛି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ

ବାହାନଗା, ୩।୬(ଅରୂପ କୁମାର ଦାସ)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜାବିନ୍ଧା ଗ୍ରାମରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପ୍ରଶାସନ ତରଫରୁ ଏକ ବୋରିଂ କରାଯାଇଥିଲା। ତାହା ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇନାହିଁ।...

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ...

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ କାରିଗର ଜିବୀକା ହରାଇଛନ୍ତି। ୧୯୯୦ମସିହାରେ ଅର୍କଶ୍ରୀ ଦ୍ୱାରା ଉତ୍କଳୀୟ କଳା, ସଂସ୍କୃତି...

ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର ଖରାଟିଆ ଧାନ, ମୁଗ ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବା କୃଷି ବିଭାଗ...

ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ...

ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ ବିଳମ୍ବ ଯୋଗୁ ରବିବାର ସକାଳେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଗତ ୨୩ ତାରିଖରେ ଏଭରେଷ୍ଟ...

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କ ହେଲେ ପିଣ୍ଟୁ ଜେନା। ତାଙ୍କ ଘର ଜଗତସିଂହପୁର...

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ନୟାଗଡ଼ କଣ୍ଟିଲୋ ଅଞ୍ଚଳର ଦିଲୀପ କୁମାର ସାହୁ। ଦିଲୀପଙ୍କୁ ମଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri